-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ପି.ପି ଏକାଡେମୀ ଡ଼ାଇମଣ୍ଡ ଜୁବଲି କମିଟି ସାଧାରଣ ପରିଷଦ ବୈଠକ

28-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ପି.ପି ଏକାଡେମୀ ଡ଼ାଇମଣ୍ଡ ଜୁବଲି କମିଟି ସାଧାରଣ ପରିଷଦ ବୈଠକ ପ.ପି ଏକାଡେମୀ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି l ଆସନ୍ତା ଡିସେମ୍ବର ୨୧ ଓ ୨୨ ତାରିଖ ଦୁଇ ଦିନ ଧରି ସ୍ଥାନୀୟ କୋଶଲ କଳା ମଣ୍ଡଳ ପଡିଆ ଠାରେ ଆୟୋଜିତ ହେବାକୁ ଥିବା ଉତ୍ସବକୁ ସଫଳ କରିବା ଉପରେ ଉପସ୍ଥିତ ପୂରାତନ ଛାତ୍ର ଓ ଜୁବଲି କମିଟିର କର୍ମକର୍ତ୍ତା ମାନେ ବିଭିନ୍ନ ପ୍ରସ୍ତାବ ଦେଇଥିଲେ l ପିପି ଏକାଡେମୀ ବିଭିନ୍ନ ବ୍ୟାଚର ପୂରାତନ ଛାତ୍ର ମାନେ  ଡ଼ାଇମଣ୍ଡ ଜୁବୁଲି ପାଇଁ ପ୍ରାରମ୍ଭିକ ସହାୟତା ରାଶି ପ୍ରଦାନ କରିଥିଲେ l ଏହି ବୈଠକରେ ସ୍ମରଣିକା ପ୍ରକାଶନର ଅଗ୍ରଗତି,  ଚାରୋଟି ଅଧିବେଶନରେ ଆମନ୍ତ୍ରିତ ଅତିଥି ମାନଙ୍କ ଚୟନ, ଆଗକୁ ହେବାକୁ ଥିବା କ୍ରୀଡା ଓ ବିଭିନ୍ନ ପ୍ରତିଯୋଗିତା,  ସେମିନାର, ମିଟ୍ ଦ ଆଲୁମିନି, ଅନ୍ୟାନ୍ୟ  ଆନୁସଙ୍ଗିକ କାର୍ଯ୍ୟକୁ ଯୁଦ୍ଧକାଳୀନ ଭିତ୍ତିରେ ସମାପ୍ତ  କରିବା ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ରୂପରେଖ ଉପରେ ବିସ୍ତୃତ ଆଲୋଚନା ହୋଇଥିଲା l କାର୍ଯ୍ୟକ୍ରମ ଏପରି ସଙ୍ଗଠିତ ଭାବରେ ହେବାକଥା ଯେ, କେହି ବି  ଏହି ଶିକ୍ଷାନୁଷ୍ଠାନ ର ଅନୁଶାସନ, ଶୃଙ୍ଖଳା, କାର୍ଯ୍ୟଦକ୍ଷତା ଏବଂ ପୂର୍ବ ଗୌରବ ଉପରେ ଆଙ୍ଗୁଳି ନିର୍ଦ୍ଦେଶ କରି ପାରିବା କଥା ନୁହଁ ବୋଲି ଉପସ୍ଥିତ ସଭ୍ୟ ମାନେ ଦୃଢ ମତ ରଖିଥିଲେ l ପିପି ଏକାଡେମୀର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଆଲୁମିନି କମିଟି ସଭାପତି ସାଏଦ ଅଫତlବ ହୁସେନ୍, ଜୁବୁଲି କମିଟିର ଉପସଭାପତି ହେମନ୍ତ ପଣ୍ଡା, ପ୍ରଭାସ ପାଣିଗ୍ରାହୀ, ସନ୍ତକ ବହିଦାର, ସଭାପତି ଶଶୀ ଭୂଷଣ ପୁରୋହିତ,  ଦତ୍ତାନନ୍ଦ ପଣ୍ଡା, ଫାଇନାନ୍ସ କମିଟିର ଜୟପ୍ରକାଶ ପୁରୋହିତ, ସ୍ମରଣିକା କମିଟିର ମନୋରଞ୍ଜନ ସାହୁ, ରଘୁ ନନ୍ଦନ ସିଂହ ପ୍ରମୂଖ ଆଲୋଚନାରେ ଅଂଶଗ୍ରହଣ କରି ବିଭିନ୍ନ ପ୍ରସ୍ତାବ ଉପସ୍ଥାପନ କରିଥିଲେ l ଏହି ବୈଠକରେ ଶତାଧିକ ପୂରାତନ ଛାତ୍ର ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026
  ଜିଲ୍ଲା  
କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି   16-Oct-2026
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026

You Might Also Like