-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||     

HOME   ଜିଲ୍ଲା

ଗୋର୍ଲା ରେ କୃଷିବିକାଶ ପ୍ରୋତ୍ସାହକାର୍ଯ୍ୟକ୍ରମ ଅନୁଷ୍ଠିତ

29-Nov-2024



ସିନାପାଲି (ଚିନ୍ତାମଣି  ନେତାମ )
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଳକ୍ ଗୋର୍ଲା ଗ୍ରାମ ରେ "ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ସମନ୍ଵିତ କୃଷି ବିକାଶ ପ୍ରୋତ୍ସାହନ ନିମନ୍ତେ ସ୍ଵତନ୍ତ୍ର କାର୍ଯ୍ୟକ୍ରମ" (SPPIF) ଅନ୍ତର୍ଗତ PVT/Mass selection Activity ର Field Day ଲୋକଦୃଷ୍ଟି,ସିନାପାଲି ଦ୍ଵାରା ଚାଷୀ ମାନଙ୍କ ଉପସ୍ଥିତିରେ ଆୟୋଜିତ କରାଯାଇଥିଲା। ଏହି ଏକ ଦିବସୀୟ କାର୍ଯ୍ୟକ୍ରମ ରେ ଶ୍ରୀ ଗୌରୀ ଶଙ୍କର ମେହେର, PO,SPPIF ଅତିଥି ଭାବରେ ଯୋଗଦେଇ ଉପସ୍ଥିତି ଚାଷୀ ମାନ ଙ୍କୁ ପ୍ରକଳ୍ପ ବିଷୟ ରେ ଅବଗତ କରାଇଥିଲେ । ଆର୍ଥିକ ବର୍ଷ ୨୦୨୩/୨୪ ରେ Participatory Varietal Trail (PVT) Activity ରେ ଓଡିଶା ର ବିଭିନ୍ନ ଜିଲ୍ଲା ରୁ ସାତ ଗୋଟି ଦେଶୀ ବିରି ବିହନ ର କିସମ ସଂଗ୍ରହ କରି ଏକ ଏକର ଜମିରେ ପରୀକ୍ଷା କରାଯାଇଥିଲା, ଯାହା ମଧ୍ୟରୁ ଉତ୍କୃଷ୍ଟ ଦୁଇଟି କିସମ ଚାଷୀ ମାନଙ୍କ ଦ୍ଵାରା ଚୟନ କରାଯାଇଥିଲା। 
ଗୋର୍ଲା ବିରି ଓ ବଡ଼ କଲା ବିରି ନାମକ ଦୁଇ କିସମ କୁ ଆର୍ଥିକ ବର୍ଷ ୨୦୨୪/୨୫ ରେ ଏକ ଏକର ଜମିରେ ଚାଷ କରି ପ୍ରାପ୍ତ ହେବା ବିହନ କୁ ବଡ଼ ଜାଗା ରେ ବିହନ ଉତ୍ପାଦନ କରିବା ହେଉଛି SPPIF ର ଲକ୍ଷ୍ୟ। ପ୍ରକଳ୍ପ ସଂଯୋଜକ ଶ୍ରୀ ଯୁକ୍ତ  ସୌରଭ ସାହୁ ଉପସ୍ଥିତି ଚାଷୀ ବନ୍ଧୁ  ମାନଙ୍କୁ ଦେଶୀ ବିହନ ର ମହତ୍ତ୍ୱ ଏବଂ ସଂରକ୍ଷଣ କରିବା ନିମନ୍ତେ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଥିଲେ, ତଥା ଜୈବିକ ପଦ୍ଧତି ରେ ଚାଷ କାର୍ଯ୍ୟ କରିବା ପାଇଁ ଅନୁରୋଧ କରିଥିଲେ। ଓଡିଶା ସରକାରଙ୍କ ଦ୍ଵାରା କାର୍ଯ୍ୟକାରୀ ହେଉଥିବା SPPIF ପ୍ରକଳ୍ପ ରୁ ଆମ ଅଞ୍ଚଳ ର ଅନେକ ଚାଷୀ ଲାଭବାନ ହେଇ ପାରୁଛନ୍ତି। କୃଷି ବିଭାଗ ତଥା ଓଡିଶା ସରକାର ଙ୍କୁ  ଚାଷୀ ମାନଙ୍କ ତରଫରୁ ସହାୟତା କାରୀ ସଂସ୍ଥା ଲୋକଦୃଷ୍ଟି ଏବଂ କାର୍ଯ୍ୟକାରୀ ସଂସ୍ଥା Udanti FPCL ଧନ୍ୟବାଦ  ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   16-Oct-2026
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026

You Might Also Like