-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ଗସ୍ତ ରେ ଡି.ଆର.ଏମ ତୁଷାରକାନ୍ତ ପାଣ୍ଡେ

29-Nov-2024



କଣ୍ଟାବାଞ୍ଜି(ମୋହନ ସୁନା): ଗୁରୁବାର ସମ୍ବଲପୁର ରେଲ ମଣ୍ଡଳ ଅଧିନସ୍ଥ କଣ୍ଟାବାଞ୍ଜି ଗସ୍ତ ରେ ଆସିଥିଲେ ସମ୍ବଲପୁର ରେଲ ମଣ୍ଡଳ ଡିଆରଏମ ତୁଷାରକାନ୍ତ ପାଣ୍ଡେ। ସେ ସ୍ବତନ୍ତ୍ର ଟ୍ରେନ ଯୋଗେ କଣ୍ଟାବାଞ୍ଜି ଷ୍ଟେସନ ପହଞ୍ଚି କଣ୍ଟାବାଞ୍ଜି ରେଲବାଇ ଷ୍ଟେସନ ପରିଦର୍ଶନ କରିଥିଲେ। ବର୍ତ୍ତମାନ କେନ୍ଦ୍ର ରେଲ ବିଭାଗ କଣ୍ଟାବାଞ୍ଜି ରେଲବାଇ ଷ୍ଟେସନ କୁ ଅମୃତ ଭାରତ ରେଳ ଷ୍ଟେସନ ଯୋଜନା ରେ ସାମିଳ କରି ରୁପାନ୍ତରିତ କରି କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ନିର୍ମାଣ କାର୍ଯ୍ଯ ଚାଳିଥିବା ବେଳେ ତାହାର ତଦାରଖ କରି ଦେଖିଥିଲେ। ପରେ ଷ୍ଟେସନ ପରିସର ରେ ଟିକେଟ କାଉଣ୍ଟର ବୁଲି ଦେଖିଥିଲେ। ରେଲ ଷ୍ଟେସନ ଉନ୍ନତୀକରଣ ପାଇଁ ଷ୍ଟେସନ ପରିସର ରେ ଥିବା ଦୋକାନ ମାନଙ୍କୁ ଉଛେଦ କରିବା ରେଲ ବିଭାଗ ଘୋଷଣା କରିଛି। ଦୋକାନୀ ମାନଙ୍କ ଅଭିଯୋଗ ରେ ତାଙ୍କୁ ପ୍ରଥମେ ଥଇଥାନ କରାଯାଉ ପୁଣି ଉଛେଦ କରାଯାଉ ବୋଲି ସେମାନେ ଦାବୀ କରିଛନ୍ତି। ଗୁରୁବାର ଡିଆରଏମ କଣ୍ଟାବାଞ୍ଜି ଗସ୍ତ ରେ ଆସିଥିବା ବେଳେ ଦୋକାନୀ ମାନେ ତାଙ୍କୁ ସାକ୍ଷାତ କରି ତାଙ୍କ ସମସ୍ଯା ଜଣାଇଛନ୍ତି। ଡିଆରଏମ କଣ୍ଟାବାଞ୍ଜି ରେଲବାଇ ଅଞ୍ଚଳ ର ବିଭିନ୍ନ ସମୀକ୍ଷା କରିବା ପରେ ସ୍ବତନ୍ତ୍ର ଟ୍ରେନ ଯୋଗେ ପୁଣି ଫେରିଯାଇଥିଲେ। ତାଙ୍କ ଗସ୍ତ ସମୟରେ ରେଲ ବିଭାଗ ଅନେକ ଅଧିକାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like