-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||     

HOME   ଜିଲ୍ଲା

କନ୍ଧମାଳରେ ମୃଦୁ ଭୂମିକମ୍ପ, ଲୋକେ ଭୟଭୀତ

09-Jan-2021



ଦାରିଙ୍ଗବାଡ଼ି/ବାଲିଗୁଡ଼ା/ଭଞ୍ଜନଗର (ପ୍ରେରଣା ଖବର): କନ୍ଧମାଳ ଜିଲ୍ଲା ଓ ଏହାର ସୀମାନ୍ତ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଅଞ୍ଚଳର ବିଭିନ୍ନ ଭାଗରେ ଆଜି ରାତି ୯ଟା ୪୯ ମିନିଟ୍‌‌ରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଦାରିଙ୍ଗବାଡ଼ି, ରାଇକିଆ, କ.ନୂଆଗାଁ, ତୁମୁଡ଼ିବନ୍ଧ ଓ ବାଲିଗୁଡ଼ା ସମେତ ଏହା ସୀମାବର୍ତ୍ତୀ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ଅଞ୍ଚଳରେ ମୃଦୁ ଭୂ-କମ୍ପର ଝଟ୍‌କା‌ ଅନୁଭୂତ ହୋଇଥିଲା।

ଦାରିଙ୍ଗବାଡ଼ିରେ ହଠାତ୍ ଘର କାନ୍ଥ ଓ ଭୂମି ଥରିବା ସହ ପ୍ରଚଣ୍ଡ ଶବ୍ଦ ହୋଇଥିଲା। ଫଳରେ ଲୋକମାନେ ଭୟରେ ଘରୁ ପଦାକୁ ଚାଲି ଆସିଥିଲେ। ସେହିପରି ଭଞ୍ଜନଗରରେ ଏ ସମୟରେ ବିଦ୍ୟୁତ କାଟ ହୋଇଥିବାରୁ ଲୋକେ ବାହାରେ ବୁଲୁଥିଲେ। ଏତିକିବେଳେ ହଠାତ୍ ଝଟ୍‌କା ଅନୁଭବ କରିଥିଲେ। କୌଣସି ସ୍ଥାନରୁ କ୍ଷୟକ୍ଷତି ବିଷୟରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026

You Might Also Like