-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ପଞ୍ଚମ ପର୍ଯ୍ୟାୟ ତ୍ରିଦିବସୀୟ ପ୍ରୟୋଗ ତାଲିମ ଶିବିର

29-Nov-2024



ଦେଓଗାଁ(ପ୍ରେରଣା ଖବର): ଦେଓଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ତା. ୨୮.୧୧.୨୦୨୪ ରୁ ପଞ୍ଚମ ତ୍ରିଦିବସୀୟ ପ୍ରୟୋଗ ତାଲିମ ଶିବିର ଆରମ୍ଭ ହୋଇଯାଇଛି। ଏହି କର୍ମଶାଳାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଅଜିତ କୁମାର ମିଶ୍ର,ମୁଖ୍ୟ ଅତିଥି ରୂପେ ଯୋଗଦେଇ ତୃତୀୟ ଶ୍ରେଣୀ ମଧ୍ୟରେ ବର୍ଣ୍ଣବୋଧ ଶେଷ କରିବା ସହ ଯୋଗ,ବିୟୋଗ,ହରଣ,ଗୁଣନ ସଂଖ୍ୟା ଜ୍ଞାନ ମାପ ସମୟ ର ହିସାବ,ଭଗ୍ନାଂଶ,ଦଶମିକ,ଲ.ସା.ଗୁ.,ଗ.ସା.ଗୁ. ସବୁ କିପରି ସହଜରେ ବୁଝି ପାରିବେ ସେ ବିଷୟରେ ସମ୍ୟକ୍ ଧାରଣା ଦେଇଥିଲେ।ପିଲାଙ୍କୂ ଭୟଭୀତ ନ କରି ନାଚ, ଗୀତ, ଅଭିନୟ ମାଧ୍ୟମରେ ଶିକ୍ଷାଦାନ କରିବା ସହ ଶ୍ରେଣୀ ବାହାର ପରିବେଶ ସହ ଦୈନନ୍ଦିନ ଜୀବନର ଘଟନା ସହ ଯୋଡିବା ନିମନ୍ତେ ପରାମର୍ଶ ଦେଇଥିଲେ।ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦାଶରଥି ଥନାପତି ନିଜ ପାରିପାର୍ଶ୍ବିକ ବାତାବରଣ ରୁ ଶିକ୍ଷଣ ସାମଗ୍ରୀ ସଂଗ୍ରହ କରିବାରେ ଶିକ୍ଷା ସରଳ ସାବଲୀଳ ଓ ପ୍ରାଞ୍ଜଳ ହେବ ଵୋଲି ବିଭିନ୍ନ ଉଦାହରଣ ଦେଇଥିଲେ।ଦେଓଗାଁ ନୋଡାଲ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଅମ୍ବରୀଶ ଭୋଇ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ହେଉଛି ଶିକ୍ଷାର ମୂଳ ଦୁଆ ବୋଲି କହିଥିଲେ।ଏହି ସମୟ ହିଁ ଛାତ୍ରଛାତ୍ରୀ ମାନଙ୍କୁ ଉନ୍ନତି ଦିଗରେ ପ୍ରବର୍ତ୍ତାଇ ଥାଏ ବୋଲି ସେ ତାଙ୍କର ବକ୍ତବ୍ୟରେ ସୂଚାଇ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like