-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ରେଡିଏନ୍ସ କଲେଜର ପଞ୍ଚମତମ କ୍ରିଡ଼ା ସମାରୋହ ଉଦଘାଟନ

29-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ଅଞ୍ଚଳର ଶିକ୍ଷାର ବିକାଶ ପାଇଁ ଏକମାତ୍ର ଶିକ୍ଷାନୁଷ୍ଠାନ ଭାବେ ଗଢ଼ି ଉଠିଥିବା ରେଡିଏନ୍ସ କଲେଜର ବାର୍ଷିକ କ୍ରିଡ଼ା ସମାରୋହ ମହାସମାରୋହରେ ପାଳନ ହେଉଛି।ଏ ଅବସରରେ ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅଜିତ କୁମାର ମେହେର ମୁଖ୍ୟ ଅତିଥି,ସମ୍ମାନୀତ ଅତିଥି ଭାବରେ ରେଡିଏନ୍ସ କଲେଜର ଅଧ୍ୟକ୍ଷ ପ୍ରଫେସର ଘନଶ୍ୟାମ ମେହେର,ଏକାଡେମିକ ଡାଇରେକ୍ଟର ଗୋବିନ୍ଦ ମେହେର,ଏଡମିଷ୍ଟେଟିଭ ଡାଇରେକ୍ଟର ନେତ୍ରମଣୀ ମେହେର,ସ୍କୁଲ ଅଧ୍ୟକ୍ଷା ଶ୍ରୀମତୀ ମୋହିନୀ ମେହେର,ଉପାଧ୍ୟକ୍ଷ ସଞ୍ଜୟ ବାରିକ ଯୋଗଦାନ କରି ବାର୍ଷିକ କ୍ରିଡ଼ା ସମରୋହରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସଙ୍ଗେସଙ୍ଗେ ମଣିଷ ପାଇଁ କ୍ରୀଡାର ମହତ୍ୱ ଉପରେ ଆଲୋକପାତ କରିଥିଲେ।ମୁଖ୍ୟ ଅତିଥି ଶ୍ରୀଯୁକ୍ତ ମେହେର କ୍ରିଡ଼ା ସମାରୋହ କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।ଏଥିରେ ନର୍ସରୀ ରୁ ଆରମ୍ଭ କରି +୨ ପ୍ରଥମ ଓ  ଦ୍ୱିତୀୟ ବର୍ଷରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନେ କ୍ରୀଡ଼ାରେ ଭାଗ ନେଇ ତାଙ୍କ ପାରଦର୍ଶିତା ପ୍ରଦର୍ଶନ କରିବେ।ଏହି କାର୍ଯ୍ୟକ୍ରମ ଦୀର୍ଘ ତିନି ଦିନଧରି ଅନୁଷ୍ଠିତ ହେବ ବୋଲି ଉପାଧ୍ୟକ୍ଷ ଶ୍ରୀ ବାରିକଙ୍କ ଠାରୁ ପ୍ରକାଶ।ଏହି ସମାରୋହରେ ସମସ୍ତ ଅଧ୍ୟାପକ,ଅଧ୍ୟାପିକା,ଶିକ୍ଷକ,ଶିକ୍ଷୟିତ୍ରୀ ଏବଂ କର୍ମଚାରୀ ଙ୍କ ସହିତ ଖେଳ ଶିକ୍ଷକ ସୁବ୍ରତ କୁମାର ବାରିକ,ବିଶ୍ବମ୍ବର ପଧାନ,ସରୋଜ ପୁରୋହିତ ପ୍ରମୁଖ ପରିଚାଳନା କରୁଛନ୍ତି।ଓଡ଼ିଆ ଅଧ୍ୟାପକ ପ୍ରଫୁଲ୍ଲ ପଧାନଙ୍କ ତତ୍ବାବଧାନରେ ଛାତ୍ର ଅର୍ମାନ ଭୋଇ , ଯୁଧିଷ୍ଠିର ବୁଡେକ୍, କିଶାନ ଗଡତିଆ, ମୁକେଶ ମେହେର , ପ୍ରତ୍ୟୁଷ ମେହେର ଓ ଛାତ୍ରୀ ମାନିନୀ ମେହେର ,ପ୍ରତୀକ୍ଷା ପଧାନ, ଗିତାଶ୍ରୀ,ସଂଯୁକ୍ତା ମେହେରଙ୍କ ସହ ଅନେକ ସ୍ଵଂୟ ସେବକ ମାନେ କ୍ରୀଡା ପ୍ରତିଯୋଗିତା ରେ ଅତି ସୁନ୍ଦର ଭାବରେ କାର୍ଯ୍ୟ କରୁଛନ୍ତି। ସ୍କୁଲର କୁନି କୁନି ଛାତ୍ରଛାତ୍ରୀ ଓ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଅତି ଉତ୍ସାହିତ ଓ ଶୃଙ୍ଖଳିତ ସହିତ ଖେଳରେ ପ୍ରଦର୍ଶନ ଦେଖାଉଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like