-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ତୋଷାଳୀ କ୍ଳବ୍ କୋଡିନେଟର ଙ୍କୁ ଦିବ୍ୟ ଊର୍ଜା ଯୋଗ ସେବା ସମିତି ପକ୍ଷରୁ ସମ୍ବର୍ଧନା ଜ୍ଞାପନ

29-Nov-2024



ସୋନପୁର -(ମନୋରଞ୍ଜନ ତ୍ରିପାଠୀ )
 ଡ଼ଃ ଶ୍ୟମା ପ୍ରସାଦ ମୁଖାର୍ଜୀ ପାର୍କ ଭୁବନେଶ୍ବର ଠାରେ ପ୍ରତିଷ୍ଠା ହୋଇଥିବା ତୋଷାଳୀ ୱାକର୍ସ କ୍ଲବ୍ ଭୁବନେଶ୍ବର ର କୋଡିନେଟର ଶ୍ରୀ ସୁରେଶ୍ୱର ପାଣିଗ୍ରାହୀ ଙ୍କୁ ଆଜି ଦିବ୍ୟ ଊର୍ଯା ଯୋଗ ସେବା ସମିତି ପକ୍ଷରୁ ସ୍ଥାନୀୟ ସ୍ମାର୍ଟ ପାର୍କ ଠାରେ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ସ୍ବଚ୍ଛ ଭାରତ ସଙ୍ଗଠନ ର ସକ୍ରୀୟ ସଦସ୍ୟ ତଥା ଯୋଗ ସମିତି ର ଶୁଭେଚ୍ଛୁ ଶ୍ରୀ ନରସିଂହ ବର୍ଗୀ ଙ୍କ ଦ୍ବାରା ଶୀତୁଆ ସକାଳ ର ଘାସ ର କାକର ଉପରେ ୱାକିଂ ରେ ଆଙ୍କି ଥିବା ଆକର୍ଷଣୀୟ କାକର ଫୁଲ ଝୋଟି ରେ ପ୍ରଥମେ ଆଜିର ଅତିଥି ଙ୍କୁ ସ୍ଵାଗତ କରାଗଲା l ପରେ ପରେ ଯୋଗ ଗୁରୁ ମନୋଜ୍ ପଣ୍ଡା ଓ  ମନୋରଞ୍ଜନ ତ୍ରୀପାଠୀ ଙ୍କ ସଂଯୋଜନାରେ ଯୋଗ ମଣ୍ଡପ ରେ ଆୟୋଜିତ ସଭାରେ ଅନୁଷ୍ଠାନ ର ସଭାପତି ଗୋପାଳ ନେଗୀ ଙ୍କ ସମେତ ସମସ୍ତ ସଦସ୍ୟ ଙ୍କ ଦ୍ବାରା  ଓଁ ଗାୟତ୍ରୀ ମନ୍ତ୍ର ମମେଣ୍ଟୋ ପ୍ରଦାନ୍ ପୂର୍ବକ ଶ୍ରୀ ପାଣିଗ୍ରାହୀ ଙ୍କୁ ଭବ୍ୟ ସ୍ବାଗତ କରାଯାଇ ଥିଲା l ଯୋଗ ସେବା ସମିତି ଓ ତୋଷାଳୀ କ୍ଳବ୍ ଉପରେ ଉଭୟ ଅନୁଷ୍ଠାନ ପକ୍ଷରୁ ପ୍ରତ୍ୟହ କାର୍ଯ୍ଯ କଳlପ ଓ ଅନୁଭୂତି କୁ ଆଜିର ଏହି ସୋହର୍ଦ୍ଧ୍ୟ ପୂର୍ଣ୍ଣ ବାତାବରଣ ସଭାରେ  ନିଜ ନିଜ ର ଅନୁଷ୍ଠାନ ର ଅଭିଜ୍ଞତା ବଣ୍ଟା ଯାଇଥିଲା l ସ୍ମାର୍ଟ ପାର୍କ ସୋନପୁର ରେ ବିଗତ ବର୍ଷ ରେ ବନ ବିଭାଗ ଓ ସ୍ୱଚ୍ଛ ଭାରତ ସଂଗଠନ ଦ୍ୱାରା  ଅନୁଷ୍ଟିତ ମେଗା ପ୍ଲାନ୍ ଟେସନ ମହତ୍ କାର୍ଯ୍ଯ କ୍ରମ ରେ ତୋଷାଳୀ କ୍ଳବ୍ ର ପ୍ରତିଷ୍ଠାତା ତଥା ଅବସର ପ୍ରାପ୍ତ ଆଇ ଜି ବଟ କୃଷ୍ଣ ତ୍ରୀପାଠୀ ଓ ଆଇ ଏଫ୍ ଏସ ବି ସି ପାଲ ଅତିଥି ଭାବେ ଯୋଗଦାନ ଓ ଅବଦାନ  ବିଷୟ ସ୍ମରଣୀୟ ହୋଇ ରହିବ ବୋଲି ଯୋଗୀ ଶ୍ରୀ ତ୍ରିପାଠୀ ଆଜି ଏଠି ସୂଚାଇ ଦେଇଥିଲେ l ସ୍ମାର୍ଟ ପାର୍କ ର ପରିବେଶ ତଥା ଦିବ୍ୟ ଉର୍ଯା ଯୋଗ ସେବା ସମିତି ର ଯୋଗାଭ୍ୟାସ, ଶୃଙ୍ଖଳା ଓ ପ୍ରକୃତି ଦତ୍ତ କାକର ବିନ୍ଦୁ ର ଝୋଟି ଦ୍ୱାରା ଭବ୍ୟ ସ୍ଵାଗତ ରେ ବିମୁଗ୍ଧ ହୋଇ ଥିଲେ  ଅତିଥି l


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like