-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

କୋଦଳା ଏନ. ଏ.ସି ର ଦୁର୍ନୀତି ବିଷୟରେ ବାଜିଲା ଖବର, ପଡିଲା ପ୍ରଭାବ, କେନସିଲ ହେଲା ୬୨ଟି କାମ

29-Nov-2024



କୋଦଳା(ଭଗବାନ ପାଢୀ): ଜାଲ କାଗଜପତ୍ରର ବିଲ କରି ଲକ୍ଷଲକ୍ଷ ଟଙ୍କା ଖାଇବା ପାଇଁ ଚଲାଇଥିଲେ ଯୋଜନା।ବାହାର କରିଥିଲେ ୬୨ଟି ଟେଣ୍ଡର ସେଥି ମଧ୍ୟରୁ କିଛି କାମ ସରିଯାଇ ଥିବା ବେଳେ କିଛି କାମ ଦୁଇ ଥର ବାହାରକରିଥିଲେ ।

ଏନେଇ କାଉନସଲର ଭଗବାନ ପାଢ଼ୀ ଅଭିଯୋଗ କରିବାସହ ବିଭିନ୍ନ ଗଣମାଧ୍ୟମକୁ ଜଣାଇଥିଲେ । ଏହା ସହ ପିଡି, ଡୁଡା ଙ୍କ ନଜରକୁ ମଧ୍ୟ ଆଣିଥିଲେ l ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ଚେତା ପଶିଥିଲା ଅଫିସରଙ୍କ । ଗତ ୧୮ ତାରିଖରେ ଚିଠି ନମ୍ବର ୪୧୦୨ରେ ଗୋଟେ କାମ କେନସଲ କରିବା ସହ ଗୋଟେ କାମର ନାମ ପରିବର୍ତନ କରିଥିଲେ ।ବର୍ତମାନ ତା ୨୮ତାରିଖ ରେ ଚିଠି ନମ୍ବର ୪୧୭୫ ରେ ସମସ୍ତ କାମକୁ କେନସଲ କରାଯାଇଛି ।
ପ୍ରକାଶ ଥାଉକି ଏହି ୬୨ଟି କାମ ଭିତରୁ ଦଣ୍ଡେଶ୍ୱର ଗେଟ ଠାରୁ ନାମ ମନ୍ଦିର ପର୍ଯ୍ୟନ୍ତ ଫେବର, ଇଣ୍ଡୋର ଷ୍ଟାଡିୟମ ସାଇଡ ରେ ଫେବର କାମ ଓ ସବଜେଲ ନିକଟରେ ମାଟି ଫିଲିଙ୍ଗ କାମ ସରିଯାଇଥିବା ବେଳେ  କିଛି କାମକୁ ଦୁଇ ଥର ବାହାର କରା ଯାଇଥିଲା ଏବଂ  ଏନ ଏ, ସି ପରିସର ଭିତରେ ନ ଯାଉଥିବା କିଛି କାମର ମ‌‌ଧ୍ୟ ଟେଣ୍ଡର ବାହାର କରାଯାଇ ଥିଲା । ମନ୍ଦିର ରଙ୍ଗ କରିବା,  ମନ୍ଦିରରେ ମାଟି ଫିଲିଙ୍ଗ କରିବା ସ୍କୁଲରେ ମାଟି ଫିଲିଙ୍ଗ କରିବା ମନ୍ଦିରରେ ଫେବର ପକାଇବା ଭଳି ଅନେକ କାମ ରହିଛି |

ଏନେଇ କାଉଁସିଲର ଶ୍ରୀ  ପାଢ଼ୀ ସମସ୍ତ ଗଣମାଧ୍ୟମଙ୍କୁ ଧନ୍ୟବାଦ ଦେବାସହ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି କି ଡେରିରେ ହେଲେ ମଧ୍ୟ କାର୍ଯ୍ୟନୁଷ୍ଟାନ ନେଇଛନ୍ତି |ଶ୍ରୀ ପାଢ଼ୀ ଆଶା ରଖିଛନ୍ତି ଆଗାମୀ ଦିନରେ କୋଦଳା ଏନ ଏ, ସି ର ଯେକୌଣସି ଟେଣ୍ଡର ବାହାରିବ ଏନ ଏ, ସି ପରିସରଭୁକ୍ତ ଥିବା ଟେଣ୍ଡର ବାହାରିବା ସହ ସରିଯାଇ ଥିବା କାମର ଟେଣ୍ଡର ଯେମିତି ନ ବାହାରିବ ଏବଂ ଯେକୌଣସି ଟେଣ୍ଡର ବାହାର କରା ଯାଉଛି ତାହାର ସମସ୍ତ ତଥ୍ୟ ପେପର ରେ ଉଲେଖ କରାଯିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like