-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀର ୬୧ତମ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

29-Nov-2024



ବଲାଙ୍ଗୀର: ପତିତପାବନ ଏକାଡେମୀର ୬୧ତମ ବାର୍ଷିକ କ୍ରୀଡା ଉତ୍ସବ  ଟାଉନ ବାଳକ ବିଦ୍ୟାଳୟର ଖେଳ ପଡିଆ ଠାରେ ତା ୨୮/୧୧/୨୦୨୪ ରିଖ, ଗୁରୁବାର ଦିନ ଠାରୁ ୨୯/୧୧/୨୦୨୪ ଶୁକ୍ରବାର ଦୁଇ ଦିନ ଧରି ଅନୁଷ୍ଠିତ  ହୋଇ ଯାଇଛି। ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଡି.ପି.ଇ.ଓ ପ୍ରଦୀପ କୁମାର ପାତ୍ର ଏବଂ   ହେମନ୍ତ କୁମାର ପ୍ରଧାନ ଯୋଗଦାନ କରି ପିଲାମାନଙ୍କୁ ଉତ୍ସାହିତ କରିଥିଲେ ଏବଂ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ  ପତିତପାବନ ଏକାଡେମୀର ପୁରାତନ  ଆଲୁମିନି ଛାତ୍ର ତଥା ହୀରକ ଜୟନ୍ତୀ ଆଲୁମିନି କମିଟି ସଭାପତି ଶଶୀଭୂଷଣ ପୁରୋହିତ, ଗୌରୀଶଙ୍କର ଅଗ୍ରୱାଲ, ପୂରାତନ ଖେଳ ଅଧିକାରୀ ଅନ୍ତର୍ଯ୍ୟାମୀ ବିଶ୍ଵାଳ, ଟାଉନ ବାଳକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅର୍ଯ୍ୟବାଲା ମିଶ୍ର ଯୋଗଦାନ କରି ପିଲା ମାନଙ୍କୁ ଆଗାମୀ ଭବିଷ୍ୟତ ପାଇଁ ଶୁଭକାମନା ଓ ଉତ୍ସାହିତ କଲେ। ପ୍ରଧାନଶିକ୍ଷକ ସିନୁସୁନ୍ଦର ପାଢ଼ୀ ଏହି କ୍ରୀଡା ଉତ୍ସବ ନିମିତ୍ତ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଶ୍ରୀମତୀ ଅଂଶୁପା ଭୋଇ ସଂଯୋଜନା କରିଥିଲେ । କ୍ରୀଡା ଶିକ୍ଷୟିତ୍ରୀ ଶ୍ରୀମତୀ ସସ୍ମିତା ରାଣୀ 

ମିଶ୍ର କାର୍ଯ୍ୟକ୍ରମର ବିବରଣୀ ପ୍ରଦାନ କରିବା ସହିତ କ୍ରୀଡା ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମକୁ ଟାଉନ ବାଳିକା ବିଦ୍ୟାଳୟର କ୍ରୀଡା ଶିକ୍ଷୟତ୍ରୀ ସୁଜାତା ମଲ୍ଲିକ, ଟାଉନ ବାଳକ ବିଦ୍ୟାଳୟର କ୍ରୀଡା ଶିକ୍ଷକ ବିକାଶ ଦାସ ପି. ଆର୍ ଉଚ୍ଚ ବିଦ୍ୟାଳୟର ସୌରଭ ପଧାନ ଏବଂ ଆମ ବିଦ୍ୟାଳୟର ଅନ୍ୟାନ୍ୟ  ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରି ସଫଳତାର ସହିତ ସମାପନ କରିଥିଲେ | ବାଳକ ଜୁନିଅର ବିଭାଗରେ ତରୁଣ କୁମାର ଦାସ ଏବଂ ବାଳକ ସିନିଅର ବିଭାଗରେ ଶୁଭମ୍ ବଗର୍ତ୍ତୀ ଚାମ୍ପିଅନ ହୋଇଛନ୍ତି l ଶେଷରେ ବିଦ୍ୟାଳୟର ସହ ଶିକ୍ଷୟିତ୍ରୀ ସୁନୀତା ବିଶ୍ଵାଳ ଧନ୍ୟବାଦ ଜ୍ଞାପନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like