-+91-9937148622 |

prerana_bgr@rediffmail.com |

  Friday 16th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

ଜଳସମ୍ପଦ ବିଭାଗ ତରଫରୁ ଚାଣ୍ଡlଲ ଡେମ୍ ପରିଦର୍ଶନ

29-Nov-2024



ବଲାଙ୍ଗୀର(ପ୍ରେରଣା ଖବର): ଆଗଲପୁର ବ୍ଲକ୍ ଅନ୍ତର୍ଗତ କୁଟାସିଂହା ପଞ୍ଚାୟତ ର ଡୁଙ୍ଗୁରିପାଲି ଗ୍ରାମ ଠାରେ ଅବସ୍ତିତ ଚାଣ୍ଡ।ଲ ଡେମ୍ ପ୍ରାକୃତିକ ବଣ ପାହାଡ ଘେରା ସବୁଜିମା ରେ ଭରପୁର ଅଛି।ଏହି ଚାଣ୍ଡାଲ୍ ଡେମ୍ ସାଲେଭଟା ଠାରୁ ୮ କିଲୋମିଟର ଦୂରରେ ଅବସ୍ଥିତ।ଡୁଙ୍ଗୁରିପାଲି ଶିବ ମନ୍ଦିର ଏବଂ ମାହେଶ୍ଵରୀ ମନ୍ଦିର ଠାରୁ ୨୦୦ ମିଟର ଦୂରରେ ରହିଛି।ଏହି ଡ୍ୟାମ ର ଉନ୍ନତିକରଣ ଏବଂ ଏହାକୁ ଇକୋଟୁରିଜିମ ରେ ପରିଣତ କରିବା ପାଇଁ ବହୁଦିନରୁ ଅଞ୍ଚଲବାସି ଦାବି କରି ଆସୁଛନ୍ତି।ଏବେ ଜିଲ୍ଲା ପ୍ରଶାସନ ଓ ଜଳ ସମ୍ପଦ ବିଭାଗ ତରଫରୁ ଏହି ଡ୍ୟାମ ର ଉନ୍ନତିକରଣ ଓ ଇକୋ ଟୁରିଜିମ୍ ରେ ପରିଣତ କରିବା ପାଇଁ ବିଭାଗୀୟ ଅଧିକାରୀ ପ୍ରସ୍ତାବ ଗୃହୀତ କରିଥିବା ଚର୍ଚ୍ଚା ହେଉଛି।ଏସ ଡି ଓ,ଜଳ ସମ୍ପଦ ବିଭାଗ,କିରଣ ବାଲା ଭୋଇ, କନିଷ୍ଠ ଯନ୍ତ୍ରୀ ପ୍ରଦ୍ୟୁମ୍ନ ମେହେର,ଗୋଷ୍ଟି ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି,ରାଜସ୍ୱ ନିରୀକ୍ଷକ ମନୋଜ ଗହିର, ଲୋଇସିଂହା ବିଧାୟକ,ମନ୍ତ୍ରୀଙ୍କ ବ୍ଲକ୍ ପ୍ରତିନିଧି ପିତାମ୍ବର କଣ୍ଟା, ସରପଞ୍ଚ ଡିଗ୍ରୀ ମେହେର,ପଞ୍ଚାୟତ ପ୍ରତିନିଧି, କୁଟାସିଂହା, କଣ୍ଟାପାଲି ତେନ୍ତୁଲିଗାଁ,ଡୁଙ୍ଗୁରିପାଲି,ସେମେଲମୁଣ୍ଡା ଗ୍ରାମର ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ।ଏହି ଡ୍ୟାମ ହେଲେ ଏହି ପଞ୍ଚାୟତ ର ୫ ଖଣ୍ଡ ଗ୍ରାମ ର ହଜାର ହଜାର ଚାଷୀ ଉପକୃତ ହେବେ।ଏଠାରେ ସୂଚନା ଯୋଗ୍ୟ ଏହି ଡ୍ୟାମ୍ ର ଉନ୍ନତିକରଣ ପାଇଁ ମାନ୍ୟବର ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଥିଲା।ଏହି କାମକୁ ଆଗକୁ ନେବା ପାଇଁ ବିଭାଗୀୟ ଅଧିକାରୀ ମାନେ ପରିଦର୍ଶନ ମଧ୍ୟ କରିଥିଲେ।ତେବେ ଡବଲ ଇଞ୍ଜିନ ସରକାର ଚାଷୀ ମାନଙ୍କ ପାଇଁ ଏ ଦିଗରେ କେବେ ପଦକ୍ଷେପ ନେଉଛନ୍ତି ଦେଖିବାକୁ ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like