-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||     

HOME   ଜିଲ୍ଲା

୯ ଦିନ ପରେ ଉଠିଲା ପ୍ରଥମ ଧାନ

29-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅନ୍ତର୍ଗତ ଭଟଲି ବଜାର ପ୍ରାଙ୍ଗଣରେ ଆଜି ଆନୁଷ୍ଠାନିକ ଭାବେ ଧାନ କ୍ରୟର ଶୁଭ ଉଦ୍ଘାଟନ କରାଯାଇଥିଲା। ନଭେମ୍ବର ୨୦ ତାରିଖରୁ ବଜାର ଖୋଲିଥିଲେ ମଧ୍ୟ ଆଜି ପ୍ରଥମ ଧାନ କ୍ରୟ କରାଯାଇଥିଲା। ଭଟଲି ବ୍ଲକରେ ଖରିଫ୍ ଋତୁ ଧାନ ସଂଗ୍ରହ ପାଇଁ ଭଟଲି, କେଲେଣ୍ଡାପାଲି ଏବଂ ଉର୍ଦୁନା ଠାରେ ସ୍ଥାୟୀ ବଜାର ପ୍ରାଙ୍ଗଣ ରହିଛି। ସେହିପରି ବିଶାଲପାଲି, ଚଢ଼େଇଗାଁ, ଜଡ଼ା, କମଗାଁ, ସୁଲସୁଲିଆ, ନାରଙ୍ଗପୁର, ହାତୀସର, ହାଲୁପାଲି ଏବଂ ତେଜାଗୋଲା ଠାରେ ଅସ୍ଥାୟୀ ଧାନ କ୍ରୟ କେନ୍ଦ୍ର ଖୋଲାଯାଇଛି। ଭଟଲି ବଜାର ପ୍ରାଙ୍ଗଣରେ ଭଟଲି ଏବଂ କେଶାଇପାଲି ପ୍ରାଥମିକ ସେବା ସମବାୟ ସମିତିରେ ପଞ୍ଜୀକୃତ ହୋଇଥିବା ଯଥାକ୍ରମେ ୧୧୨୫ ଓ ୧୨୦୨ ଚାଷୀଙ୍କ ଧାନ କ୍ରୟ କରାଯିବାର ଲକ୍ଷ୍ୟ ରଖାଯାଇଛି। ଆଜି ଭଟଲି ବଜାରରୁ ୬ଜଣ ଚାଷୀଙ୍କ ୬୫୫ ପ୍ୟାକେଟରେ ୨୬୪ କ୍ଵିଣ୍ଟାଲ ଧାନ ଟେଗ୍ ହୋଇଥିବା ୨ଗୋଟି ମିଳକୁ ଯାଇଥିବା ବେଳେ ୪୬୪ କ୍ଵିଣ୍ଟାଲ ଧାନ ରହିଛି ।ଯନ୍ତ୍ରପାତି ଓ ଆନୁଷଙ୍ଗିକ ଭିତ୍ତିଭୂମି ବ୍ୟବସ୍ଥା ଯଥା ଗୋଦାମ ଗୃହ, ଓଜନ ମାପ ଯନ୍ତ୍ର, ଡିଜିଟାଲ ଓଜନ ମାପ ଯନ୍ତ୍ର, ଆର୍ଦ୍ରତା ପରୀକ୍ଷଣ ଯନ୍ତ୍ର, ତାରପୋଲିନ୍, ମିନି ଗ୍ରେଡର ଇତ୍ୟାଦିର ଭଟଲି ବଜାର ପ୍ରାଙ୍ଗଣ ଠାରେ ପର୍ଯ୍ୟାପ୍ତ ସୁବିଧା ଥିବା ବିଭାଗୀୟ ଅଧିକାରୀ ଜଣାଇଥିଲେ। ଆଜି ଅତିରିକ୍ତ ତହସିଲଦାର ଅଭିରାମ ସେଠ୍, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜ୍ୟୋତ୍ସାରାଣୀ ଗଡତିଆ, ଯୋଗାଣ ନିରୀକ୍ଷକ ଶାନ୍ତାକାର ପ୍ରଧାନ, ରାଜସ୍ବ ନିରୀକ୍ଷକ ପଞ୍ଚାନନ ବିଶ୍ଵାଳ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଅଜୟ କୁମାର ଦାସ, ଭଟଲି ପ୍ରାଥମିକ ସେବା ସମବାୟ ସମିତିର ସମ୍ପାଦକ ଆଦିତ୍ୟ ପଧାନ, କେଶାଇପାଲି ପ୍ରାଥମିକ ସେବା ସମବାୟ ସମିତିର ସମ୍ପାଦକ ସଲିମ କୁମାର ସାହୁ, ଚମତ୍କାର ପଧାନ, ପୂର୍ବତନ ସରପଞ୍ଚ ପ୍ରହଲ୍ଲାଦ ପଧାନ, ଭରତୀୟ ଜନତା ପାର୍ଟିର ମଣ୍ଡଳ ସଭାପତି ଅଚ୍ୟୁତ ବୁଧିଆ, ଜିଲ୍ଲା ଉପସଭାପତି ଅକ୍ଷୟ ସାହୁ, ପ୍ରାଥମିକ ସେବା ସମବାୟ ସମିତି ସଭାପତି ଭାଗରଥି ପଧାନ ସମେତ ବହୁ ଚାଷୀ ଉପସ୍ଥିତ ଥିଲେ। ୨ ହଜାର ଚାଷୀଙ୍କ କଷ୍ଟ ଉପାର୍ଜିତ ଫସଲ କିପରି ସୁରକ୍ଷିତ ରହିବ ତଥା ବିନା କୌଣସି ଅସୁବିଧା ସହ ଚାଷୀ କିପରି ନିଜର ଧାନ ବିକ୍ରି କରିପାରିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯିବ ବୋଲି ଭଟଲି ମାର୍କେଟ ୟାର୍ଡ ଅଧିକାରୀ ହିମାଂଶୁ ପ୍ରଧାନ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   15-Oct-2026
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026

You Might Also Like