-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ଜିଲ୍ଲା

ଖଡିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ବିଦ୍ୟା ପରିଷଦ ବୈଠକ ଅନୁଷ୍ଠିତ

29-Nov-2024



ନୂଆପଡା (ଡୋଲେଶ୍ୱର ବାଗ )
.ନୂଆପଡା ଜ଼ିଲ୍ଲା ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ର ୨୦୨୪-୨୫ ଶିକ୍ଷା ବର୍ଷ ପାଇଁ  ବିଦ୍ୟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଅଧ୍ୟକ୍ଷ ପ୍ରାଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭା ରେ  ପରିଷଦ ର ସଂପାଦକ ତଥା ଯୁକ୍ତ ଦୁଇ ଅଧ୍ୟକ୍ଷ ଡ଼ ରଣବୀର ସିଂହ ,ପରୀକ୍ଷା ନିୟନ୍ତ୍ରକ ଅଧ୍ୟାପକ ସୁନୀଲ କୁମାର ପାଢୀ ,ମାଆ ମାଣିକେଶ୍ୱରୀ ବିଶ୍ଵ ବିଦ୍ୟାଳୟ କୁଳପତିଙ୍କଦ୍ବାରା ମନୋନୀତ ବିକାଶ ପରିଷଦ ନିର୍ଦେଶକ  ଡ଼ ଧନଞ୍ଜୟ କୁମାର , ଅଧ୍ୟାପିକା ଡ଼ ପ୍ରଣତି ପଣ୍ଡା , ପରିଚାଳନା କମିଟି ଦ୍ୱାରା ମନୋନୀତ ଡ଼ ହରେନ୍ଦ୍ର ପଣ୍ଡା, ଆଇନ ବିଶେଷଜ୍ଞ ଶ୍ରୀ ସାରଦା ପଣ୍ଡା ,ଡାକ୍ତର ନିବେଦିତା ପ୍ରାମାଣିକ, ଇଂ ଜୟଦେବ ହୋତା  ପ୍ରମୁଖ ଉପସ୍ଥିତ ରହି ଜାତୀୟ ଶିକ୍ଷା ନୀତି ସମ୍ପର୍କରେ ଆଲୋଚନା କରିବା ସହ ମହାବିଦ୍ୟାଳୟ  ଏବଂ ଶିକ୍ଷା  କ୍ଷେତ୍ରରେ ବିକାଶ ପ୍ରକଳ୍ପ , ବିଭିନ୍ନବ୍ୟବସ୍ଥା, କାର୍ଯ୍ୟପନ୍ଥା , ଯୋଜନା, ନୂତନ ବିଭାଗ ଅନୁମୋଦନ ଇତ୍ୟାଦି ବିଷୟ  ଭିତ୍ତିକ କାର୍ଯ୍ୟକ୍ରମ ଆଲୋଚିତ ହୋଇଅଛି। ମହାବିଦ୍ୟାଳୟ ର ଏହି ଶିକ୍ଷା ସମ୍ପର୍କିତ ସଭାରେ ଡ଼ ଗୀତାଶ୍ରୀ ପ୍ରିୟମ୍ବଦା , ଅଧ୍ୟାପିକା ରାଜଳଷ୍ମୀ ରଥ, ପ୍ରଣତି ପଣ୍ଡା ,ସଂଗୀତା ନେତମ ସାଗରୀକା ପଣ୍ଡା ଏବଂ ଅଧ୍ୟାପକ ଚିତ୍ତରଂଜନ ଜେନା, ଡ. ବିଷ୍ଣୁ ଦେବ ମଲ୍ଲିକ,ଶୁଭେନ୍ଦୁ ନିଆଲ, ତଥାଗତ ରାଉତ,ଗୁଣବନ୍ତ ସାହୁ ଯୋଗ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like