-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||     

HOME   ଜିଲ୍ଲା

ସାହିତ୍ୟ ଅକାଦେମିର ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ, କବିସନ୍ଧିରେ ଯୋଗଦେଲେ ଶତ୍ରୁଘ୍ନ ପାଣ୍ଡଵ

29-Nov-2024



ଭୁବନେଶ୍ୱର(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଅକାଦେମି ପକ୍ଷରୁ ଆୟୋଜିତ ଗୁରୁପ୍ରସାଦ ମହାନ୍ତି ଜନ୍ମ ଶତବାର୍ଷିକୀ ଆଲୋଚନାଚକ୍ର ଉଦଯାପିତ ହୋଇଯାଇଛି l ସ୍ଥାନୀୟ ବୁଦ୍ଧମନ୍ଦିର ସଭାଗୃହରେ ଆୟୋଜିତ ଏହି ଆଲୋଚନାଚକ୍ରର ଦ୍ଵିତୀୟ ଦିବସର ପ୍ରଥମ ଅଧିବେଶନରେ ସଭାମୁଖ୍ୟ ଭାବେ ଯୋଗ ଦେଇଥିଲେ ପ୍ରଫେସର ଯତୀନ୍ଦ୍ର କୁମାର ନାୟକ l ନିଜ ବକ୍ତବ୍ୟରେ ସେ ମେଜର ଗୁରୁପ୍ରସାଦଙ୍କ ଅଧ୍ୟାପନା କାଳର କଥା କହିଥିଲେ l ଗୁରୁପ୍ରସାଦଙ୍କ କବିତାର ବୈଶିଷ୍ଟ୍ୟ ଏବଂ ଆନ୍ତର୍ଜାତିକ କବିତା ସମ୍ପର୍କରେ ସେ ଆଲୋକପାତ କରିଥିଲେ l ଏହି ଅଧିବେଶନରେ ପ୍ରବନ୍ଧ ଉପସ୍ଥାପନ ପୂର୍ବକ ଗୁରୁପ୍ରସାଦଙ୍କ କବିତାର ନୂତନତା ବିଷୟରେ ବର୍ଣ୍ଣନା କରିଥିଲେ  ଅଜୟ ସ୍ୱାଇଁ l   ଅତିଥିମାନଙ୍କୁ ସ୍ୱାଗତ କରିଥିଲେ ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ପବିତ୍ର ମୋହନ କର l ଏହାପରେ ଆୟୋଜିତ ଉଦଯାପନୀ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ଯୋଗ ଡେଇଥିଲେ ବିଶିଷ୍ଟ କବି ଦେବଦାସ ଛୋଟରାୟ l ଗୁରୁପ୍ରସାଦଙ୍କ ଉପରେ ରହିଥିବା ତାଙ୍କ ପତ୍ନୀ ଆଶାମଞ୍ଜରୀ ଦେବୀଙ୍କ ପ୍ରେରଣା ଏବଂ ଉଭୟଙ୍କ ମଧ୍ୟରେ ଚିଠି ଦିଆନିଆ ସମ୍ପର୍କରେ ସେ କହିଥିଲେ l ଗୁରୁପ୍ରସାଦ ମହାନ୍ତିଙ୍କ କବିତାରେ ନାରୀଚେତନା ଶୀର୍ଷକରେ ପ୍ରବନ୍ଧ ଉପସ୍ଥାପନ କରିଥିଲେ ବିଶିଷ୍ଟ କବି ଅପର୍ଣ୍ଣା ମହାନ୍ତି l ଉଦଯାପନୀ ଅଧିବେଶନରେ ସଭାପତିତ୍ୱ କରିଥିଲେ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରସନ୍ନ କୁମାର ସ୍ୱାଇଁ l ଧନ୍ୟବାଦ ଅର୍ପଣ କରିଥିଲେ ସାହିତ୍ୟ ଅକାଦେମିର କୋଲକାତା ଆଞ୍ଚଳିକ କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ କ୍ଷେତ୍ରବାସୀ ନାଏକ । ଏହାପରେ ଅନୁଷ୍ଠିତ କବିସନ୍ଧି କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ସାରସ୍ୱତ ଯାତ୍ରା ସମ୍ପର୍କରେ ଅଭିବ୍ୟକ୍ତି ପ୍ରଦାନ କରିଥିଲେ

ବିଶିଷ୍ଟ କବି ଶତ୍ରୁଘ୍ନ ପାଣ୍ଡଵ l ସେ କହିଥିଲେ ଯେ ମହାନାୟକ ଶ୍ରୀକୃଷ୍ଣ, ମହାଶ୍ରମଣ ବୁଦ୍ଧ ଏବଂ ଗାନ୍ଧିଜୀ ତାଙ୍କୁ କବିତା ରଚନା ଦିଗରେ ବିଶେଷ ଭାବରେ ପ୍ରଭାବିତ କରିଛନ୍ତି l ଏହା ସହିତ ସେ ସ୍ୱରଚିତ କବିତା ପାଠ କରିଥିଲେ l ଏହି କାର୍ଯ୍ୟକ୍ରମରେ ସଭାପତିତ୍ୱ କରିଥିଲେ ସାହିତ୍ୟ ଅକାଦେମି ଓଡ଼ିଆ ଉପଦେଷ୍ଟା ମଣ୍ଡଳୀର ଆବାହକ ଗୌରହରି ଦାସ l ସୂଚନାଯୋଗ୍ୟ ଯେ କବି ଶତ୍ରୁଘ୍ନ ପାଣ୍ଡଵ ଶାରଳା ପୁରସ୍କାର ସମେତ ଅନେକ ମର୍ଯ୍ୟାଦାଜନକ ପୁରସ୍କାର ଲାଭ କରିଛନ୍ତି l 
ଉଭୟ କାର୍ଯ୍ୟକ୍ରମରେ ବହୁସଂଖ୍ୟକ କବି, ଲେଖକ, ଗବେଷକ, ସାହିତ୍ୟପ୍ରେମୀ ଏବଂ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼   15-Oct-2026
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026

You Might Also Like