-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||     

HOME   ଜିଲ୍ଲା

ଟୋକନ ସମସ୍ୟା ର ସମାଧାନ ଜିଲ୍ଲାପାଳ ଙ୍କ କ୍ଷମତା ବାହାରେ ,,,,,,,,,, ଟୋକନ ସମସ୍ୟା ର ସମାଧାନକୁ ନେଇ ହାତ ଟେକି ଦେଲେ ଜିଲ୍ଲାପାଳ

29-Nov-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ଟୋକନ ସମସ୍ୟା କୁ ନେଇ ଜୟ କିସାନ ଆନ୍ଦୋଳନ ର ଏକ ପ୍ରତିନିଧି ମଣ୍ଡଳୀ ଏବଂ ଜିଲ୍ଲା ର ବିଭିନ୍ନ ବ୍ଲକ ରୁ ଆସିଥିବା ଚାଷୀମାନେ ବରଗଡ଼ ଜିଲ୍ଲାପାଳ ଙ୍କ ଦ୍ବାରସ୍ଥ ହୋଇ ଏକ ଲିଖିତ ଅଭିଯୋଗ ଦେଇଥିଲେ। ଚାଷୀମାନେ ତାଙ୍କ ଧାନ ଅମଳ କରିସାରିଲେଣି କିନ୍ତୁ ଏପର୍ଯ୍ୟନ୍ତ ଟୋକନ ଆସିନାହିଁ, ବହୁ ଚାଷୀ ଙ୍କ ଟୋକନ ଅତି କମ ପରିମାଣର ଆସିଛି ଆହୁରି ଅନେକ୍ ଚାଷୀଙ୍କ ଟୋକନ ଜାନୁଆରୀ ଶେଷ କିମ୍ବା ଫେବୃଆରୀ  ମାସ ରେ ଆସିଛି। ଏପରି ପରିସ୍ଥିତିରେ ଚାଷୀ ଧାନ ବିକ୍ରି କରିପାରୁନାହାଁନ୍ତି। ମଜୁରୀ,  ଟ୍ରାକ୍ଟର ଭଡା ତଥା ଅନ୍ୟାନ୍ୟ ଖର୍ଚ୍ଚ ପାଇଁ ଘୋର ଅସୁବିଧା ର ସମ୍ମୁଖୀନ ହେଉଛି। ଏହି ସମୟରେ ରବି ଋତୁରେ ଧାନ ଚାଷ ପ୍ରଭାବିତ ହେବ ବୋଲି ଚାଷୀମାନେ ଜିଲ୍ଲାପାଳ ଙ୍କ ଠାରେ ଅଭିଯୋଗ ଦେଇଥିଲେ। କିନ୍ତୁ ଚାଷୀମାନଙ୍କ ସହ ଆଲୋଚନା କଲା ସମୟରେ ଜିଲ୍ଲାପାଳ ଟୋକନ ସମସ୍ୟା ର ସମାଧାନ ରାଜ୍ୟ ସ୍ତରରେ ହୋଇପାରିବ, ଏହା ଜିଲ୍ଲାପାଳ ଙ୍କ କ୍ଷମତା ର ବାହାରେ ବୋଲି କହିଥିଲେ।  ଜିଲ୍ଲାପାଳ ଏହି ସମସ୍ୟା କୁ ରାଜ୍ଯ ସରକାରଙ୍କ ପାଖକୁ ପଠାଇ ଦେବେ ବୋଲି କହି ନିଜର ଅକ୍ଷମତା ପ୍ରକାଶ କରିଥିଲେ। 
   କିନ୍ତୁ ନୂତନ ସରକାର ଆସିବା ପରେ ଗଣମାଧ୍ୟମ ରେ ପ୍ରଚାର ହୋଇଥିଲା ଯେ ଜିଲ୍ଲାପାଳ ଙ୍କୁ ଧାନ ବିକ୍ରି କରିବା ର  ସମ୍ପୂର୍ଣ୍ଣ କ୍ଷମତା ପ୍ରଦାନ କରାଯାଇଛି। କିନ୍ତୁ ବାସ୍ତବରେ ଏପରି ନୁହେଁ। ତାହା ବରଗଡ଼ ଜିଲ୍ଲାପାଳ ପ୍ରକାଶ କରିଦେଇଛନ୍ତି। 
    ଜିଲ୍ଳାପାଳ ଙ୍କ ଏପରି ଅକ୍ଷମତା ଦେଖି କହିଥିଲେ ଯେ ଯଦି ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହରେ ଏହି ସମସ୍ୟା ର ସମାଧାନ ନହୁଏ ତାହେଲେ ୮ ଡିସେମ୍ବର  ମୁଖ୍ୟମନ୍ତ୍ରୀ ଙ୍କ ସୋହେଲା ଗସ୍ତ ସମୟରେ ଚାଷୀମାନେ ରାଜରାସ୍ତାକୁ ଧାନ ଆଣି ଆନ୍ଦୋଳନ କରିବାକୁ ବାଧ୍ୟ ହେବେ, ଏପରି ଏକ ଚରମ ବାଣୀ ସୁଣାଇ ଦେଇଛନ୍ତି ଚାଷୀମାନେ। 
  ଏହି କାର୍ଯ୍ୟକ୍ରମରେ ଜୟ କିସାନ ଆନ୍ଦୋଳନ ର ସାଧାରଣ ସଂପାଦକ ହର ବଣିଆଁ, ଅରୁଣ ପ୍ରଧାନ, ମିନିଷ୍ଟର୍ କରିବା, ବିଜୟ ପ୍ରଧାନ, ଜିତୁ ବେହେରା, ଗିରି ସାହୁ, ଅଶ୍ବିନୀ ସାହୁ, ଘନଶ୍ଯାମ ସା ଆଦି ଚାଷୀ ପ୍ରତିନିଧି ଜିଲ୍ଲାପାଳ ଙ୍କ ସହିତ ଆଲୋଚନା କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   15-Oct-2026
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026

You Might Also Like