-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ଗୋଟିଏ ଦିନରେ ଦୁଇ ଥର ଦାଦନ ଉଦ୍ଧାର କରି ଚର୍ଚ୍ଚାରେ ବେଲପଡା ପୋଲିସ

29-Nov-2024



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ଏକ ଦାଦନ ପ୍ରବଣ ଜିଲ୍ଲା ଏହି ଜିଲ୍ଲାର ସର୍ବାଧିକ ଲୋକ ବାହାର ରାଜ୍ୟ କୁ ଦାଦନ ଖଟିବାକୁ ଯାଇଥାନ୍ତି। ଚଳିତବର୍ଷ ବେଆଇନ ଦାଦନ ଶ୍ରମିକ ଚାଲାଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଟାକ୍ସଫୋର୍ସ ଗଠନ କରିଥିଲେ ସୁଦ୍ଧା ବେଆଇନ ଚାଲାଣ ବଢ଼ିବାରେ ଲାଗିଛି। ଯଦି ବାହାର ରାଜ୍ୟ କୁ ଦାଦନ ଖଟିବାକୁ ଯିବାକୁ ହେଲେ ଲାଇସେନ୍ସଧାରୀ ସର୍ଦ୍ଦାର ଦ୍ଵାରା ମୋଭମେଣ୍ଟ ଅର୍ଡର କରି ଯିବା କଥା କିନ୍ତୁ ସ୍ଥାନୀୟ ପୋଲିସ କୁ ସର୍ଦ୍ଦାର ମାନେ ହାତକରି ବେଆଇନ ଚାଲାଣ କରୁଥିବା ନଜିର ଆସିଛି। ବଲାଙ୍ଗିର ଜିଲ୍ଲାର ତୁରେକେଲା ଥାନା ଅଧିକାରୀ ୯ ଥର ଦାଦନ ଉଦ୍ଧାର କରି ପ୍ରଥମ ଅଧିକାର କରିଛନ୍ତି। ଦ୍ବିତୀୟ ସ୍ଥାନରେ  ବେଲପଡା ପୋଲିସ ଦାଦନ ଶ୍ରମିକ ରେ ସଫଳତା ପାଇଛନ୍ତି। ତୃତୀୟ ସ୍ଥାନରେ ଖପ୍ରାଖୋଲ ପୋଲିସ ଦାଦନ ଶ୍ରମିକ ଉଦ୍ଧାର  କରି ନାଁ ରଖିଛି। କିନ୍ତୁ ଆଶ୍ଚର୍ଯ୍ୟର କଥା ଯେ କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ଓ ଲାଠୋର ରେଲୱେ ଷ୍ଟେସନ ରେ ପ୍ରତିଦିନ ହଜାର ହଜାର ବେଆଇନ ଦାଦନ ଚାଲାଣ ହେଉଥିବା ବେଳେ ଥରେ ଦୁଇ ଥର ଛୋଟ ଛୋଟିଆ ସର୍ଦ୍ଦାର କୁ ଧରି ନିରବଦ୍ରଷ୍ଟା ସାଜିଛନ୍ତି।ସୂଚନା ଅନୁସାରେ ଆଜି ସକାଳୁ ବେଲପଡା ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ବେଲପଡା ଥାନା ଝାରଫଟାମୁଣ୍ଡା ଗାଁ ର ଦୁଇ ଜଣ ମହିଳା ଓ ଜଣେ ପୁରୁଷ କୁ ଗାଁ ର ସର୍ଦ୍ଦାର କାନ୍ତ ବାଗ ବସ୍ ଯୋଗେ ନେଉଥିବା ବେଳେ ତାକୁ ଧରିବାରେ ସକ୍ଷମ ହୋଇଥିଲେ। ଥାନା କୁ ଆଣି ପଚରାଉଚରା କରିବାରୁ ସେମାନଙ୍କୁ ବେଆଇନ ଭାବେ ତେଲେଙ୍ଗାନା ଇଟା ଗଢିବା ପାଇଁ ନିଆଯାଉଥିବା ବେଳେ ସର୍ଦ୍ଦାର କାନ୍ତ ବାଗ କୁ ଗିରଫ କରି ବେଲପଡା ଥାନା ୩୩୭/୨୪ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଅନନ୍ତ ପ୍ରଧାନ ସୂଚନା ଦେଇଛନ୍ତି। ପୁଣି ଥରେ ସନ୍ଧ୍ୟାରେ ବେଲପଡା ପୋଲିସ ପେଟ୍ରୋଲିଂ କରୁଥିବା ବେଳେ ବେଲପଡା ଥାନା କାନୁଟ ଗାଁ ର ସର୍ଦ୍ଦାର ତପନ ମହାନନ୍ଦ ବେଆଇନ ଭାବେ ହାଇଦ୍ରାବାଦ କୁ ୯ ଜଣ ଦାଦନ ଶ୍ରମିକ ଚାଲାଣ କରୁଥିବା ସମୟରେ ଧରାପଡିଥିଲେ। ଉକ୍ତ ଦାଦନ ଶ୍ରମିକ ଗୁଡ଼ିକ ମଧ୍ୟରେ ଲରମ୍ଭା ଥାନା ଅଏଁଲାତୁଙ୍ଗା ଗାଁ ର ୭ ଜଣ ହୋଇଥିବା ବେଳେ ଲୋଇସିଂହା ଥାନା ଝାଙ୍କରପାଲି ଗାଁ ର ୨ ଜଣ ବୋଲି ଜଣାପଡିଛି। ଉଦ୍ଧାର ଶ୍ରମିକ ମାନଙ୍କୁ ନିଜ ନିଜ ଘରକୁ ପଠାଇ ଦେଇଥିବା ବେଳେ ସର୍ଦ୍ଦାର ତପନ ମହାନନ୍ଦ ନାଁ କେଶ୍ ନମ୍ବର ୩୩୮/୨୪ ରୁଜୁ କରାଯାଇଛି ଓ ସର୍ଦ୍ଦାର ଫେରାର ରହିଥିବା ଥାନା ଅଧିକାରୀ ଅନନ୍ତ ପ୍ରଧାନ ସୂଚନା ଦେଇଛନ୍ତି। ଆଜି ଯେଉଁ ଭଳି ଦୁଇ ଥର ଦାଦନ ଶ୍ରମିକ ଉଦ୍ଧାର କରି ଚର୍ଚ୍ଚାରେ ରହିଛନ୍ତି ଠିକ୍ ସେହିଭଳି ବେଲପଡା ଅଞ୍ଚଳରେ ଅନେକ ଗୁଡ଼ିଏ ସର୍ଦ୍ଦାର ବିନା ଲାଇସେନ୍ସରେ ଦାଦନ ଶ୍ରମିକ ଚାଲାଣ କରନ୍ତି ସେମାନଙ୍କ ପ୍ରତି ନଜର ରଖିବା ପାଇଁ ଜନସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like