-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||     

HOME   ଜିଲ୍ଲା

ଗୋଟିଏ ଜୁଇରେ ଜଳିଲେ ସ୍ଵାମୀସ୍ତ୍ରୀ

29-Nov-2024



ଅତାବିରା(ଆକାଶ ମିଶ୍ର):  ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଭୋଇପୁରା ଗ୍ରାମରେ ଆଜି ମାର୍ଗଶିର ଗୁରୁବାର ଦିନ  ପତି ର ମୃତ୍ୟୁ ର ମାତ୍ର ତିନି ଘଣ୍ଟା ପରେ ସ୍ତ୍ରୀ ଙ୍କ ମୃତ୍ୟୁ ହେବା ଏବଂ ଗୋଟିଏ ଜୁଇରେ ପତି ପତ୍ନୀ ଙ୍କ ଅନ୍ତିମ ସଂସ୍କାର କରାଯାଇ ଥିବା ଏକ  ନିଆରା ଦୃଶ୍ୟ ଅଞ୍ଚଳ ବାସୀ ଦେଖି ବାକୁ ପାଇଥିଲେ । ଗ୍ରାମର  ଆଦର୍ଶ ବିଦ୍ୟାଳୟ ପାଖରେ ରହୁଥିଲେ  ପେଙ୍କେ ରାଜୁ ଓରଫ କେଦାର (୫୪).  । ସେ ଠିକାଦାର କାମ କରୁଥିଲେ ।ଗତ ମଙ୍ଗଳବାର ସନ୍ଧ୍ୟା ରେ  ଶ୍ୱାସ  ନେବା ରେ ତାଙ୍କୁ ଅସୁବିଧା ହେବାରୁ ତାଙ୍କ ଝିଅ ସତ୍ୟସାଇ  ମିସ୍ତ୍ରୀ ମାନଙ୍କୁ ଖବର ଦେଇ ତାଙ୍କୁ ବ୍ରୁଳ ଡାକ୍ତରଖାନା କୁ ନେଇଥିଲେ । ଚିକତ୍ସିତ ଅବସ୍ଥାରେ ବୁଧବାର   ଦିନ ଅପରାହ୍ନ ୧୨ ଟା ୩୦ ମିନିଟ  ରେ ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିଲା ।  ତାଙ୍କ ମୃତ ଶରୀର କୁ ନେଇ ସମସ୍ତେ ଘରକୁ ଫେରିଥିଲେ।  ତାଙ୍କର ମୃତ୍ୟୁ ପରେ

ଆନ୍ଧ୍ରପ୍ରଦେଶରେ ଥିବା ତାଙ୍କର ଭାଇ ଙ୍କ ଆସିବା  ପରେ ତାଙ୍କର ଶବସତ୍କର  କରିବା ପାଇଁ  ଅପେକ୍ଷା କରିଥିଲେ । ରାଜୁ ଙ୍କ ସ୍ତ୍ରୀ  ପେଙ୍କୀ ଲକ୍ଷ୍ମୀ କିଡନୀ ରୋଗରେ ଆକ୍ରାନ୍ତ ଥିଲେ ।  ସ୍ଵାମୀ ଙ୍କ ମୃତ୍ୟୁ ପରେ  ରାତି ପ୍ରାୟ ୧୨ ଟା ୩୦ ମିନିଟ ରେ ଲକ୍ଷ୍ମୀ ଙ୍କ ମୃତ୍ୟୁ ହୋଇଥିଲା ।ସୁଦୂର  ଆନ୍ଧ୍ରପ୍ରଦେଶ ରୁ ଫେରିବା ପରେ ଆଜି ସକାଳେ ତାଙ୍କର ଶବ  ସତ୍କାର କରାଯାଇଥିଲା  ଗୋଟିଏ  ଜୁଇରେ  ବାବେବିରା ବଙ୍କଛେରା ଜିରା ନଦୀ କୂଳରେ ।ତାଙ୍କର ବଡ ଜୋଇଁ ପେଙ୍କେ  ଶେଖର  ମୁଖlଗ୍ନି ଦେଇଥିଲେ  ।ଠିକା  କାମରେ  ରହିଥିବା ମିସ୍ତ୍ରୀ ମାନେ,ତଥା ତାଙ୍କ ବନ୍ଧୁ ପରିଜନ ସମସ୍ତେ ତାଙ୍କର  ଅନ୍ତିମ ଦର୍ଶନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026

You Might Also Like