-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||      ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   (15-Oct-2026)       ||      ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   (15-Oct-2026)       ||      ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||     

HOME   ଜିଲ୍ଲା

ଜାତୀୟସ୍ତରରେ ସର୍ବଶ୍ରେଷ୍ଠ ଥାନା ଭାବେ ପାଟପୁର ଥାନା ପୁରସ୍କୃତ

30-Nov-2024



ଗତ ୩ ବର୍ଷ ମଧ୍ୟରେ ଗଞ୍ଜାମ ଜିଲ୍ଲାର ପାଟପୁର ଥାନା ଅଞ୍ଚଳରେ ଆଇନ୍ ଶୃଙ୍ଖଳା ବ୍ୟବସ୍ଥା ବହୁତ ସୁଦୃଢ ହୋଇଛି। ଯାହାକି ଆଜି ଭୁବନେଶ୍ୱରରେ ଅନୁଷ୍ଠିତ ସର୍ବଭାରତୀୟ ଡିଜି ସମ୍ମିଳନୀରେ ଗୃହ ମନ୍ତ୍ରୀ ଅମିତ୍ ଶାହା ପାଟପୁର ଥାନା କୁ ଦେଶର ସର୍ବଶ୍ରେଷ୍ଠ ଦ୍ଵିତୀୟ ଥାନା ଭାବେ ପୁରସ୍କୃତ କରିଛନ୍ତି। ଆଜିର ଏହି ସମ୍ମିଳନୀରେ ପାଟପୁର ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ପୁରସ୍କାର ଗ୍ରହଣ କରିଛନ୍ତି। ପ୍ରକାଶ ଥାଉକି ଥାନା ଅଧିକାରୀ ସବ୍ୟସାଚୀ ମଲ୍ଲ ଗତ ୨୦୨୧ ଠାରୁ ୨୦୨୩ ପର୍ଯ୍ୟନ୍ତ ଥାନା ଅଧିକାରୀ ଭାବେ କାର୍ଯ୍ୟ କରି ଅଞ୍ଚଳର ବହୁ ନିଶା ବ୍ୟବସାୟୀ ଓ ଅସାମାଜିକଙ୍କ କାର୍ଯ୍ୟକ୍ରମ କୁ ଦୃଢ ହସ୍ତରେ ଦମନ କରି ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ରେ ସୁଧାର ଆଣି ପ୍ରଶଂସନୀୟ ହୋଇଥିଲେ। ଆଜି ପାଟପୁର ଥାନା ପୁରସ୍କୃତ ହେବା ପରେ ସାରା ରାଜ୍ୟରେ ଅଧିକାରୀ ସବ୍ୟସାଚୀ ମଲ୍ଲ ଙ୍କୁ ପ୍ରଶଂସା ର ସୁଅ ଛୁଟିଛି।

(■କୈଳାଶ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   15-Oct-2026
  ଜିଲ୍ଲା  
ଶୀଜଗନ୍ନାଥଙ୍କ ୨୪ ଦିବ୍ୟଦେଶ ପାଇଁ ଚୂଡାନ୍ତ ପ୍ରସ୍ତୁତି ବୈଠକ   15-Oct-2026
  ଜିଲ୍ଲା  
ସିଦ୍ଧି ବିନାୟକ ବିଦ୍ୟା ମନ୍ଦିରରେ ଲାୟନ୍ସ ଓ ଲିଓ କ୍ଲବ୍ ତରଫରୁ ମାଗଣା ଚକ୍ଷୁ ସଚେତନତା ଓ ପରୀକ୍ଷା ଶିବିର ଅନୁଷ୍ଠିତ   15-Oct-2026
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026

You Might Also Like