-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଜିଲ୍ଲା

ଭିନ୍ନ ଢ଼ଙ୍ଗରେ ଶୀତ ବସ୍ତ୍ର(କମଲ) ବଣ୍ଟନ କଲା ଜନ କଲ୍ୟାଣ ସେବା ଟ୍ରଷ୍ଟ

30-Nov-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ ର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଆଜି ରାତି ୧୨ ଟା ପରେ ବରଗଡ଼ ରେଲୱେ ଷ୍ଟେସନ, ବରାହଗୋଡା, ନାଗେନପଲିଗାନ୍ଧି ଛକ, ବସ୍ ଷ୍ଟାଣ୍ଡ ,ଭଟିଲି ଛକ,ବିକାଶ ସ୍କୁଲ ଛକ, ଗୁରୁଦ୍ୱାରା ଛକ,ଥାନା ଛକ ଠାରେ ରାତ୍ରୀ ସମୟରେ ରାସ୍ତା କଡରେ  ନିଘୋଡ଼ ନିଦ୍ରାରେ ଶୋଇଥିବା ସମୟ ରେ ଶୀତ ବସ୍ତ୍ର ନ ଥିବା ଅସହାୟ, ବୃଦ୍ଧ ଓ ବୃନ୍ଦା ତଥା ଅସହାୟ ଲୋକଙ୍କୁ ଅନୁଷ୍ଠାନ ତରଫରୁ ଶୀତ ବସ୍ତ୍ର (କମଲ) ପ୍ରଦାନ କରାଯାଇଥିଲା,ଏହା ପ୍ରତ୍ୟେକ ବର୍ଷ ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଇଥାଏ,ଏହି ଶୀତ ବସ୍ତ୍ର ବଣ୍ଟନ

କାର୍ଯ୍ୟକ୍ରମ ୭ ଦିନ ପର୍ଯ୍ୟନ୍ତ ରାତ୍ରୀ ସମୟରେ ଚାଲିବ ବୋଲି ଅନୁଷ୍ଠାନ ର ପ୍ରତିଷ୍ଠାତା ଡଃ ମୁକୁନ୍ଦ ଦାଶ ସୂଚନା ପ୍ରଦାନ କରିଛନ୍ତି,ଏହି ବଣ୍ଟନ କାର୍ଯ୍ୟକ୍ରମ ରେ ସହଯୋଗ କରିଥିବା ସମାଜସେବୀ ଅଞନା ଦାସ, ଡଃ ଶକ୍ତି କୁମାର ତ୍ରିପାଠୀ,ପରେଶ ମେହେର, ସୁରେନ୍ଦ୍ର ମିଶ୍ର,ଗାୟତୀ ଇତ୍ୟାଦି ବଦାନ୍ୟ ବ୍ୟକ୍ତି ମାନଙ୍କ ସହାୟତାରେ ଅନୁଷ୍ଠାନ ତରଫରୁ ବଣ୍ଟନ

କରାଯାଇଥିଲା, ବଣ୍ଟନ କାର୍ଯ୍ୟକ୍ରମ ରେ ଅନୁଷ୍ଠାନ ର ଆଜୀବନ ସଦସ୍ୟ ବୃନ୍ଦାବନ ବେହେରା, ସଦସ୍ୟ ତଥା ସମାଜସେବୀ ରାଜକୁମାର ବନଛୋର ସହଯୋଗ କରିଥିଲେ, ପ୍ରକାଶ ଥାଉକି ଜନ କଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଏହି କାର୍ଯ୍ୟକ୍ରମ ୭ ଦିନ ପଯ୍ୟନ୍ତ ରାତି ୧୨ ଟାରୁ ୨ ଟା ପର୍ଯ୍ୟନ୍ତ ଜାରୀ ରହିବ ବୋଲି ଅନୁଷ୍ଠାନ ର ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ଼ଃ ଅଜିତ କୁମାର ନାଥ ସୂଚନା ପ୍ରଦାନ କରିଯାଇଛନ୍ତି,ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିବା ସମସ୍ତ ସହଯୋଗୀ, ସୁଭେଛୁ,ଦାତା ମାନଙ୍କୁ ଅନୁଷ୍ଠାନ ତରଫରୁ ଅନେକ ଅନେକ ଅଭିନନ୍ଦନ ସହ ସାଧୁବାଦ ଜଣାଉଛୁ,


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like