-+91-9937148622 |

prerana_bgr@rediffmail.com |

  Monday 27th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||      ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (26-Jul-2026)       ||      *୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   (26-Jul-2026)       ||      ବରପାଲିରେ ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରଶାସନିକ ବୈଠକ ।   (26-Jul-2026)       ||      ଓମ୍ଫେଡ୍ ପକ୍ଷରୁ ୫୫ ଗୋଟି ଦୁଗ୍ଧ ସମବାୟ ସମିତିକୁ ମାଇକ୍ରୋ ଏଟିଏମ୍ ପ୍ରଦାନ • ସହଜ ଓ ସୁଗମ ହେବ ଦୁଗ୍ଧ ଚାଷୀଙ୍କ ଆର୍ଥିକ କାରବାର   (26-Jul-2026)       ||      ଏ ଆଇ ଏଫ ଏଫ୍ ଲେଭେଲ–୫ ସହକାରୀ ରେଫରି ପିଙ୍କିଙ୍କୁ ବରପାଲି ଆଥେଲେଟିକ ଆସୋସିଏସନ୍ ଦ୍ୱାରା ସମ୍ବର୍ଦ୍ଧନା   (26-Jul-2026)       ||      ନିଟ୍ ବିବାଦ ପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା; ଜନ୍ତର୍ ମନ୍ତର୍ ଆନ୍ଦୋଳନ ପରେ ବଡ଼ ରାଜନୈତିକ ଘଟଣା   (25-Jul-2026)       ||      ଯୁବୋଦୟ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସ୍ୱଚ୍ଛତା ସଚେତନତା କାର୍ଯ୍ୟକ୍ରମ   (25-Jul-2026)       ||      ବିଭିନ୍ନ ନିଗମ ଏବଂ ବୋର୍ଡର ଅଧ୍ୟକ୍ଷ ନିଯୁକ୍ତିରେ ବିଳମ୍ବ ହେତୁ, ଓଡ଼ିଶା ବିଜେପି ବିପଦରେ          (25-Jul-2026)       ||      ପ୍ରବଳ ଜନସମାଗମ ରେ ଅନୁଷ୍ଠିତ ହେଲା ଖର୍ଡ଼ା ବାହୁଡା ରଥଯାତ୍ରା   (25-Jul-2026)       ||      ଗଣତାନ୍ତ୍ରିକ ଆନ୍ଦୋଳନର ବିଜୟ ଉପଲକ୍ଷେ ଏଆଇଡିଏସଓର ଅଭିନନ୍ଦନ ସଭା|   (25-Jul-2026)       ||     

HOME   ଜିଲ୍ଲା

ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଖୁଚୁରା ବ୍ୟବସାୟ ପ୍ରତିଷ୍ଠାନ ପରିଦର୍ଶନ

30-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଅମ୍ବାଭୋନା ବ୍ଳକ ଭୁକ୍ତା ଜନତା ସରକାରୀ ଉଚ୍ଚ ବିଦ୍ୟାଳୟର ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଖୁଚୁରା ବ୍ୟବସାୟ ପ୍ରତିଷ୍ଠାନ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଉକ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀମାନେ ଭୁକ୍ତା ସ୍ଥିତ ଶ୍ରୀ ଶିଭମ ସୁପର ମାର୍ଟ କୁ ଶୈକ୍ଷିକ ଶିଳ୍ପ ପରିଭ୍ରମଣ କରିଥିଲେ। ବ୍ୟବସାୟ ପ୍ରତିଷ୍ଠାନ ର ପରିଚାଳକ ଶ୍ରୀ ସୁରେଶ ପଟେଲ ପରିଚାଳନା  ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇଥିଲେ ଏବଂ ପଣ୍ୟଦ୍ରବ୍ୟ କୁ କିପରି ସଜାଇ ରଖିବା, ଗ୍ରାହକ ମାନଙ୍କ ର ଆବଶ୍ୟକତାକୁ ଗୁରୁତ୍ବ ଦେବା, ବାରକୋଡ଼ ଦ୍ଵାରା ସ୍କାନ ସହିତ ଅନଲାଇନ ମାଧ୍ୟମ ରେ ଟଙ୍କା ଦେବା ବାବଦରେ ବୁଝାଇଥିଲେ।ଏହି କାର୍ଯ୍ୟକ୍ରମରେ ଧନ୍ଦାମୂଳକ ପ୍ରଶିକ୍ଷକ ସୁବାସ ଚନ୍ଦ୍ର ଖମାରୀ, ସହକାରୀ ଶିକ୍ଷକ ଶ୍ରୀପତି ସାହୁ, ତେଜରାମ ସା, ପଦ୍ମଲୋଚନ ବିଶି ଏବଂ ବିଦ୍ୟାଳୟ ର ସ୍କୁଲ ମ୍ୟାନାଜିଂ କମିଟି ର ଚେୟରମେନ ସାନନ୍ଦ ଦେହେରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026
  ଜିଲ୍ଲା  
*ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   26-Jul-2026
  ଜିଲ୍ଲା  
ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   26-Jul-2026
  ରାଜ୍ୟ  
ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ   26-Jul-2026
  ଜିଲ୍ଲା  
*ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   26-Jul-2026
  ଜିଲ୍ଲା  
ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   26-Jul-2026
  ଜିଲ୍ଲା  
ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   26-Jul-2026
  ଜିଲ୍ଲା  
ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   26-Jul-2026
  ଜିଲ୍ଲା  
*ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   26-Jul-2026
  ଜିଲ୍ଲା  
ଲାଲଟିକ୍ରା ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   26-Jul-2026
  ଜିଲ୍ଲା  
*୮ ଦଫା ଦାବି ନେଇ ଜିଲ୍ଲାପାଳଙ୍କୁ ଭେଟିଲେ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସଂଘ*   26-Jul-2026

You Might Also Like