-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||     

HOME   ଜିଲ୍ଲା

ଧାନ କିଣାବିକାରେ ବରଗଡ଼ ଜିଲ୍ଲାରେ ଚାଲିଛି ଦଲାଲ ରାଜ

30-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲାରେ ଧାନ କିଣାବିକା ଦଲାଲ ମୁକ୍ତ ନୁହେଁ କାରଣ ଆଜି ଗୁଡେସିରା ମାର୍କେଟ ୟାଡ ର ହେମାଳୀ  ମାନେ ସିଧା ସଳଖ ଚାଷୀ ର ଧାନ ଅନଲୋଡ଼ ନ ହୋଇ ମିଲ କୁ ଯାଉଛି ବୋଲି ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପତ୍ର ରେ ଉଲ୍ଲେଖ କରିଛନ୍ତି ଯେ ମଣ୍ଡି ଆରମ୍ଭ ରୁ ସେମାନେ ହେମାଳୀ କାମ କରି ଗୁଜୁରାଣ ମେଣ୍ଟାଉଥିଲେ। ହେଲେ ଚଳିତ ବର୍ଷ ମଣ୍ଡି ପରିଚାଳକ ଆଉ ଧାନମଣ୍ଡିରେ ଧାନରଖୁ ନାହାଁନ୍ତି ଯେଉଁ ଚାଷୀ ଧାନ ଆଣୁଛନ୍ତି ସିଧାସଳଖ ରାଇସ ମିଲ କୁ କୌଣସି ପରୀକ୍ଷା ନିରୀକ୍ଷା ନ କରି ପଠାଇ ଦେଉଛନ୍ତି। ଯେହେତୁ ଆଗରୁ ଧାନ ଅନଲୋଡ଼ ହୋଇ ପରୀକ୍ଷା କରାଯାଇ ପରେ ମିଲ କୁ ପଠାଯାଉଥିଲା ସେଥିପାଇଁ ହେମାଳୀମାନଙ୍କ ଗୁରୁତ୍ୱ ପୂର୍ଣ୍ଣ ଭୂମିକା ଥିଲା ହେମାଳୀ ମାନେ ଧାନ ଅନଲୋଡ଼ କରୁଥିଲେ ବସ୍ତା ରେ ଭର୍ତ୍ତି କରି ଓଜନ କରି ମିଲ କୁ ପଠାଇବା ପାଇଁ ପୂଣି ଗାଡ଼ିରେ ଲୋଡ଼ କରୁଥିଲେ। ଏହି କାମ କରିବା ପାଇଁ ସରକାରଙ୍କ ନିୟମ ଅନୁସାରେ ଲେବର ମାନଙ୍କୁ ପରିଶ୍ରମିକ ମିଳିଥାଏ ହେଲେ ଚଳିତ ବର୍ଷ ଆଉ ସେହି ମଣ୍ଡି ପରିଚାଳନା କରାଯାଉ ନାହିଁ ସିଧା ସଳଖ ଧାନ ରାଇସ ମିଲ କୁ ଯାଉଛି। ତେଣୁ ମଣ୍ଡି ପରିଚାଳକ ହେମାଳୀ ମାନଙ୍କୁ ମଣ୍ଡି ନ ଆସିବା ପାଇଁ କହିଛନ୍ତି ବୋଲି ଅଭିଯୋଗ ପତ୍ର ରେ ଉଲ୍ଲେଖ କରିଛନ୍ତି । ହେମାଳୀ ମାନେ ଦୀର୍ଘ ବର୍ଷ ହେବ  ମଣ୍ଡି ରେ କାମ କରି ପରିବାର ପୋଷଣ କରୁଥିଲେ ସେମାନେ ଯିବେ କୁଆଡେ ଏନ୍ୟ ପଟେ ହେମାଳୀ ମାନଙ୍କୁ ଉଛେଦ କରିବାର କ୍ଷମତା ଦେଲା କିଏ ଏବଂ ମଣ୍ଡି ପରିଚାଳନା ହେମାଳୀ ଟଙ୍କା ନେବ କିଏ ବୋଲି ସଂଯୁକ୍ତ କୃଷକ ସଂଗଠନ ଉପଦେଷ୍ଟା ରମେଶ ମହାପାତ୍ରଏବଂ ନିଖିଳ ଓଡିଶା ଗ୍ରାମୀଣ ଚାଷୀ ମୁଲିଆ ସଙ୍ଘ ର କିଶୋର ସାହୁ ଅଭିଯୋଗ କରିଛନ୍ତି ଏବଂ ତୁରନ୍ତ ଏହି ସମସ୍ୟା ର ସାନଧାନ କରିବା ପାଇଁ ନିବେଦନ କରିଛନ୍ତି।ଏହି ଆବେଦନ କରି ଙ୍କ ମଧ୍ୟରେ ମଲିଆ ସାହୁ, ବୁଠି ସାହୁ ବିକ୍ରିମ ସାହୁ, ଭୁବନ ସାହୁ, ମନବୋଧ ସାହୁ, ଗୁରୁଦେବ ସାହୁ, ସୁଦାମ ସାହୁ, ସୁରେନ୍ଦ୍ର ସାହୁ, ଶଙ୍କର ସାହୁ ସମେତ ସମସ୍ତ ହେମାଳୀ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026

You Might Also Like