-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||     

HOME   ଜିଲ୍ଲା

୧୩ ତମ ବିଜ୍ଞାନ କଳା ଓ ହସ୍ତ କର୍ମ ପ୍ରଦର୍ଶନୀ ଅନୁଷ୍ଠିତ ,

30-Nov-2024



ସିନାପାଲି  (ଚିନ୍ତାମଣି  ନେତାମ ) ନୁଆପଡା ଜିଲ୍ଲା ସିନାପାଲି ବ୍ଲକ  ସଦର ସହରରେ ଅବସ୍ଥିତ ରାଜଶ୍ରୀ ପବ୍ଲିକ ସ୍କୁଲ ଠାରେ ୧୩ ତମ ବିଜ୍ଞାନ, କଳା ଓ ହସ୍ତକର୍ମ ପ୍ରଦର୍ଶନୀ ଶନିବାର ଦିନ ଅନୁଷ୍ଠିତ ହୋଇଥିଲା । ଏ ଅବସରରେ ଆୟୋଜିତ ହୋଇଥିବା ଉଦଘାଟନୀ ସଭାରେ ପୂର୍ବତନ ସିନାପାଲି ପଂଚାୟତ ସମିତି ଅଧକ୍ଷ୍ୟ ଶ୍ରୀଯୁକ୍ତ ନୀଳମଣି ମେହେର ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଆଇନଯିବି ତଥା ରାଜନୀତିଜ୍ଞ ଶ୍ରୀଯୁକ୍ତ ବୈଷମ୍ପାୟନ ମେହେର , ମୁଖ୍ୟବକ୍ତା ଭାବରେ ଅବସର ପ୍ରାପ୍ତ କୋମନା ହାଇସ୍କୁଲ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କପିଳେଶ୍ୱର ପାତ୍ର  ଓ ସମ୍ମାନିତ ଅତିଥି ଭାବରେ ସିନାପାଲି ସହ ଗୋଷ୍ଠୀ ଶିକ୍ଷ୍ୟାଅଧିକାରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ପଣ୍ଡା, ଶିକ୍ଷ୍ୟାବିତ ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର, ବିଦ୍ୟାଳୟ ର  ଚ୍ୟାରମେନ  ଶ୍ରୀଯୁକ୍ତ ରାଜେଶ କୁମାର ଅଗ୍ରୱାଲ,ଅବସର ପ୍ରାପ୍ତ ଆର୍ମି ଅଫିସର ଶ୍ରୀଯୁକ୍ତ ସୁରେନ୍ଦ୍ର କୁମାର ତଥା  ପ୍ରକଳ୍ପ ବିଚାରକ ଭାବରେ ଖରିଆର ସେଣ୍ଟ ଜାଭିୟର ପବ୍ଲିକ ସ୍କୁଲ ର  ଚ୍ୟାରମେନ ଶ୍ରୀଯୁକ୍ତ ପ୍ରବୀଣ କୁମାର ଠାକୁର, ଟିମନପୁର  ଓଡିଶା ଆଦର୍ଶ ବିଦ୍ୟାଳୟ ର  ବିଜ୍ଞାନ ଶିକ୍ଷକ ଶ୍ରୀଯୁକ୍ତ ପ୍ରଦୀପ କୁମାର ବେହେରା ଓ ସୁଶ୍ରୀ ଅର୍ପିତା ଯୋଶୀ  ଯୋଗ ଦେଇଥିଲେ ।  ସଭା ଆରମ୍ଭ ରେ  ଅତିଥି ଗଣ ଦୀପ ପ୍ରଜ୍ବଳନ ପୂର୍ବକ ଦେବ ପୂଜନ କରି ବିଜ୍ଞାନ ମେଳା ର  ଶୁଭ ଉଦଘାଟନ କରିଥିଲେ । ବିଦ୍ୟାଳୟ ର କୁନି କୁନି ଛାତ୍ରୀ ଗଣ  ସଂଗୀତ ର ତାଳେ ତାଳେ  ନୃତ୍ୟ ପରିବେଷଣ କରି  ଅତିଥି ଗଣ ଙ୍କୁ  ସ୍ୱାଗତ ଜଣାଇଥିଲେ। ଏହି ପ୍ରଦର୍ଶନୀ ମେଳାରେ ବିଦ୍ୟାଳୟ ରେ  ନର୍ସରୀ ରୁ ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା  ୧୫୦ ଜଣ ଛାତ୍ର ଛାତ୍ରୀ ବିଜ୍ଞାନ, କଳା ଓ ହସ୍ତକର୍ମ  ସମ୍ୱନ୍ଧୀୟ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ଅତିଥିଗଣ, ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କୁ ବିଜ୍ଞାନ ପାଠ ପ୍ରତି ଆଗ୍ରହୀ ହୋଇ ସବୁ ସ୍ଥାନ ଓ କାର୍ଯ୍ୟ ରେ ବୈଜ୍ଞାନିକ ମନୋଭାବ ଓଷଣ କଲେ ସେମାନଙ୍କ  ତଥା  ଦେଶର ଉନ୍ନତି ହେବ ବୋଲି ମତ ବ୍ୟକ୍ତ କରିଥିଲେ । ଶ୍ରେଣୀୱାରୀ ଉତ୍କୃଷ୍ଟ ପ୍ରକଳ୍ପ ପାଇଁ ଛାତ୍ର ଛାତ୍ରୀ ଗଣ ପୁରସ୍କୃତ ହୋଇଥିଲେ , ଶେଷରେ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ବି କେ ସୁଷମା ସମସ୍ତ ଅତିଥିଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026

You Might Also Like