-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଷଷ୍ଠ ଦିନ ରେ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ଧାରଣା। ,,,,,,,,,,, ସମର୍ଥନ ଜଣାଇ ଧାରଣ ରେ ବସିଲେ ରାଜ୍ଯ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀ।

30-Nov-2024



(ପୂର୍ଣ୍ଣ ଶଶୀ ରେଖା ରାଓ )
 ଗନ୍ଧମାର୍ଦ୍ଦନ ପାହାଡ ତଳେ ଆଦାନୀ କମ୍ପାନୀ ଜମି କିଣିବା ପରେ ବଲାଙ୍ଗିର ଜିଲ୍ଲା ରେ ରାଜନୀତି ସରଗରମ ହୋଇଥିବା ବେଳେ ଏହି ପ୍ରସଙ୍ଗ ରେ ବିଧାନସଭା ମଧ୍ଯ ହୁଳୁସ ତୁଳୁସ ହୋଇଛି। ଆଦାନୀ କମ୍ପାନୀ କୁ ଆଣି ଗନ୍ଧମାର୍ଦ୍ଦନ ପାହାଡ ରେ ଖଣି ଖନନ କରିବା ପାଇଁ ରାଜ୍ଯ ସରକାର ଯୋଜନା କରି ବିକ୍ରି କରୁଥିବା ଅଭିଯୋଗ ହେଉଛି। ଆଦାନୀ ହଟାଓ ଗନ୍ଧମାର୍ଦ୍ଦନ ବଞ୍ଚାଓ ଦାବୀ ନେଇ ଗନ୍ଧମାର୍ଦ୍ଦନ ସୁରକ୍ଷା ଯୁବ ପରିଷଦ ପକ୍ଷରୁ ନଭେମ୍ବର ୨୫ ତାରିଖ ରୁ ଖପ୍ରାଖୋଲ ତହସିଲ କାର୍ଯ୍ଯାଳୟ ସାମ୍ନା ରେ ଗଣ ଧାରଣା ଦିଆଯାଇଛି। ପ୍ରତୋକ ଦିନ ଖପ୍ରାଖୋଲ ବ୍ଳକ ବିଭିନ୍ନ ପଞ୍ଚାୟତ ବାସୀ ଧାରଣ କୁ ସମର୍ଥନ କରୁଥିବା ବେଳେ ଶନିବାର ଷଷ୍ଠ ଦିନ ରେ ଗଣ ଧାରଣା ପହଞ୍ଚି ରାଜ୍ଯ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀ ତାଙ୍କ ସମର୍ଥନ ଙ୍କ ସହ ଯାଇ ସମର୍ଥନ ଜଣାଇ ଧାରଣା ବସିଛନ୍ତି। ବିଜେପି ସରକାର ଆସିବା ମାତ୍ରେ ସବୁ ବିକ୍ରି କରିଦେବାକୁ ଯୋଜନା ଆରମ୍ଭ କରିଛି। ଯେଉଁ ଗନ୍ଧମାର୍ଦ୍ଦନ କୁ ଆମ ଅଞ୍ଚଳ ଲୋକେ ଭଗବାନ ବୋଲି ପୂଜା କରୁଛନ୍ତି ତାହା କୁ ମଧ୍ଯ ଆଦାନୀ କମ୍ପାନୀ ଠାରେ ବିକ୍ରି କରିବାକୁ ଯୋଜନା କରିସାରିଛନ୍ତି। ଏହି ଗନ୍ଧମାର୍ଦ୍ଦନ ରେ ଅନେକ ଔଷଧିୟ ବୃକ୍ଷ ଥିବା ବେଳେ ଏହି ଗନ୍ଧମାର୍ଦ୍ଦନ କୁ ନିର୍ଭର କରି ହଜାର ହଜାର ପରିବାର ତାଙ୍କ ଜୀବନ ଜୀବିକା ନିର୍ଭର କରୁଛନ୍ତି। ରାଜ୍ଯ ସରକାର ଓ ବନ ବିଭାଗ କହୁଛି ଆଦାନୀ କମ୍ପାନୀ ବୃକ୍ଷ ରୋପଣ ପାଇଁ ଗନ୍ଧମାର୍ଦ୍ଦନ ତଳେ ଜମି କିଣିଛି। ଗନ୍ଧମାର୍ଦ୍ଦନ ରେ ଭରପୁର ବୃକ୍ଷ ର ଜଙ୍ଗଳ ରହିଛି ଯଦି ବୃକ୍ଷ ରୋପଣ କରି ଜଙ୍ଗଳ ସୃଷ୍ଟି କରିବା ଅଛି ତେବେ ରାଜ୍ଯ ର ସର୍ବାଧିକ ତାପମାତ୍ରା ଥିବା ଟିଟିଲାଗଡ ଅଞ୍ଚଳ ହଜାର ହଜାର ହେକ୍ଟର ସରକାରୀ ଜମି ରହିଥିବା ବେଳେ ସେହି ଅଞ୍ଚଳ ରେ କାହିଁକି ଆଦାନୀ କମ୍ପାନୀ ବୃକ୍ଷ ରୋପଣ କଲାନାହିଁ। ଏହି ଜାଣିଶୁଣି ଗନ୍ଧମାର୍ଦ୍ଦନ ପର୍ବତ ରେ ଖଣି ଖନନ କରିବାକୁ ଆଦାନୀ ଜମି କିଣିଛି। ଯଦି ଖଣି ଖନନ କରାଯିବ ନାହିଁ ତେବେ ରାଜ୍ଯ ସରକାର ଗନ୍ଧମାର୍ଦ୍ଦନ ସୁରକ୍ଷା ଆଇନ ପ୍ରସ୍ତାବ ଆଣନ୍ତୁ ଏବଂ କେବିନେଟ ରୁ ଲିଖିତ ଦିଅନ୍ତୁ ଯେ ଗନ୍ଧମାର୍ଦ୍ଦନ ରେ କୌଣସି ଖଣି ଖନନ କରାଯିବ ନାହିଁ ବୋଲି ରାଜ୍ଯ ଯୁବ ବିଜେଡି ସମ୍ପାଦକ ଅଜିତ ଯୋଶୀ ତାଙ୍କ ଅବିଭାଷଣ ରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like