-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଜ୍ଞାନ ଭାରତୀ ଗୁରୁକୁଳ ର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

30-Nov-2024



ବରଗଡ:(ନିରଞ୍ଜନ ତ୍ରିପାଠୀ)-ଜ୍ଞାନ ଭାରତୀ ଗୁରୁକୁଳ ଜଗଦଳପୁର ତରଫରୁ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଉଦ୍ଘାଟନୀ ଉତ୍ସବ ରେ ଗୁରୁକୁଳ ର ସଭାପତି ହେମସାଗର ପଟେଲ ସଭାପତିତ୍ୱ କରିଥିବାବେଳେ ଡକ୍ଟର ଗାୟତ୍ରୀ ନନ୍ଦ ମୁଖ୍ୟ ଅତିଥି, ଶ୍ରୀମତୀ ଗୀତା ଲୁହାର ଏବଂ ଅଭିଭାବକ ପ୍ରତିନିଧି ନିରଞ୍ଜନ ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ l ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସାଧୁ ଚରଣ ବରିହା ଉଦେଶ୍ୟ ଜ୍ଞାପନ କରିଥିଲେ l ସର୍ବ ମୋଟ ବାଳକ ଓ ବାଳିକା ବିଭାଗ ରେ 24 ଟି ଖେଳ ଅନୁଷ୍ଠିତ ହୋଇଥିଲା l ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ର ପ୍ରବନ୍ଧକ ଦୀପକ ସାମଲ ଯୋଗଦାନ କରି କୃତୀ ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ପ୍ରଦାନ କରିଥିଲେ l ଖେଳ କୁ ଭାରତୀ ସରାଫ, ରଶ୍ମିତା ଦାସ, ଯଂଜ୍ଞସେନୀ ବେରିହା ଏବଂ କୌଶଳ ପ୍ରଧାନ ପରିଚାଳନା କରିଥିଲେ l ସମସ୍ତ କାର୍ଯ୍ୟକ୍ରମ କୁ ଟ୍ରଷ୍ଟ ର ସମ୍ପାଦକ ଅଧ୍ୟାପକ ଦିବ୍ୟ କିଶୋର ପଣ୍ଡା ପରିଚାଳନା କରିଥିବାବେଳେ ଶିକ୍ଷକ ଗୌରବ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସବିତା ଷଣ୍ଢ, ମଧୁସ୍ମିତା ପ୍ରଧାନ, ପିଙ୍କି ପ୍ରଧାନ, ତାରା ବତୀ ସେଠ, ସୁନିତା ମାଝୀ, କୃଷ୍ଣ ପଟେଲ, ରଘୁମଣୀ ବେହେରା, ବବଲୁ ପଟେଲ, ଅମୁଲ୍ୟ ପଟେଲ ପ୍ରମୁଖ ସାହାଯ୍ୟ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like