-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉଦଯାପିତ

30-Nov-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା  ବୀରମହାରାଜପୁର ସଦର ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ସ୍ଥାନୀୟ ତହସିଲଦାର ସୁଶ୍ରୀ ପୁନମ୍ ମହାପାତ୍ର ମୁଖ୍ୟ ଅତିଥି ତଥା ପରିଚାଳନା କମିଟି ସଭାପତି ରୁଦ୍ରାକ୍ଷ ସାହୁ, ସମ୍ପାଦକ ରାଜେନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଜୀତେନ୍ଦ୍ର ଦାଶ, ସହ ସମ୍ପାଦକ ପ୍ରଫୁଲ୍ଲ ଡାଙ୍ଗ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଜନକରାମ ପଟେଲଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଚାର୍ଯ୍ୟ ଫକିର ସାହୁ ବାର୍ଷିକ ବିବରଣୀ ପଠନ କରିଥିଲେ । ଆଚାର୍ଯ୍ୟା ସନ୍ତୋଷିନୀ ସାମନ୍ତରା ସଭାର ସଂଯୋଜନା କରିଥିବାବେଳେ ଆଚାର୍ଯ୍ୟା ସୁଜାତା ଶତପଥୀ ଧନ୍ୟବାଦ ଅର୍ପଣ କରିଥିଲେ । ଉଦଯାପନୀ ଉତ୍ସବରେ ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଓ ଲକ୍ଷ୍ମୀନାରାୟଣ ପୁରୋହିତ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଆଚାର୍ଯ୍ୟ ଉମେଶ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଶିଶୁ ବାଟିକା ଠାରୁ ୧୦ମ ଶ୍ରେଣୀଯାଏ ମୋଟ ୭୪ଟି ଖେଳ ଅନୁଷ୍ଠିତ ହୋଇଥିଲା । ମୋଟ ୪୫୦ ଜଣ ଛାତ୍ର ଛାତ୍ରୀ ଏଥିରେ ଭାଗ ନେଇଥିଲେ । ସେହିଭଳି ହିଙ୍ଗମା ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବାଳକ ବର୍ଗରେ କୈଳାଶ ବଣ୍ଡକି ଓ ବାଳିକା ବିଭାଗରେ ପ୍ରଜ୍ଞାଶ୍ରୀ ମାଝୀ ଚମ୍ପିଆନ ହୋଇଥିଲେ । ଉଦଯାପନୀ ଉତ୍ସବରେ ରକସା ପଞ୍ଚାୟତର ସରପଞ୍ଚ କଲ୍ୟାଣୀ ମାଝୀ ମୁଖ୍ୟ ଅତିଥି ଓ ଶିଶୁ ମନ୍ଦିରର ସଭାପତି ଶରତ ପୁରୋହିତ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ପ୍ରଧାନ ଆଚାର୍ଯ୍ୟ ଅନନ୍ତ ଗାଇଗାରିଆ ସଭା ପରିଚାଳନା କରିଥିବାବେଳେ କମିଟି ସଦସ୍ୟ ରାମକୃଷ୍ଣ ଷଡ଼ଙ୍ଗୀ, ରାଜେନ୍ଦ୍ର ପାଢ଼ୀ, ପ୍ରଦୀପ ପାଢ଼ୀ, ସନ୍ତୋଷ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । ଗୁରୁଜୀ ମୋହନ ଭୋଇ,  ବିଶ୍ବମ୍ବର ପଣ୍ଡା, ଗୁରୂମା ବେବିନା ରାଉତ, ରୀତାଞ୍ଜଳି ପଣ୍ଡା, ମମତା ତ୍ରିପାଠୀ, ମମତା ଭୋଇ, ମଞ୍ଜୁ ବିଶି ସସ୍ମିତା ପଧାନ, ସସ୍ମିତା ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like