-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ଗୃହ ପ୍ରତିଷ୍ଠା ଉପଲକ୍ଷେ, ଷୋହଳ ପ୍ରହାର ନାମ ଯଂଜ୍ଞ ଅନୁଷ୍ଠିତ

30-Nov-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା)
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମ ର ରଜନୀ କାନ୍ତ ସରାବୁ ଧର୍ମ ପତ୍ନୀ ପାଞ୍ଚାଳୀ ସରାବୁ ଙ୍କ ଗୃହ ପ୍ରତିଷ୍ଠା ଉପଲକ୍ଷେ ବୁଧବାର ଦିନ କାଉ ଡୋଳା ଗ୍ରାମର ଶତାଧିକ ମହିଳା କଳସ ଯାତ୍ରା ରେ ସାମିଲ ହୋଇ କଳସ ଯାତ୍ରା କରିଥିବା ଦେଖିବାକୁ ମିଳିଥିଲା l ଗୁରୁବାର ସକାଳ ସାତ ଘଣ୍ଟା ରୁ ଶନିବାର ସକାଳ ସାତ ଘଣ୍ଟା ରେ ଷୋହଳ ପ୍ରହର ନାମ ଯଂଜ୍ଞ ସମ୍ପୂର୍ଣ ହୋଇ ଥିଲା lଦହି ହାଣ୍ଡି ଧରି ଭକ୍ତ ମାନଙ୍କ ସହ କାଉଡୋଳା ଗ୍ରାମ ପରିକ୍ରମା କରି ଦହି ହାଣ୍ଡି ଭଗ୍ନ କରାଯାଇ ଥିଲା  l ଏଠାରେ ସାତଟି ସଂକୀର୍ତନ ଦଳ ଅଂଶ ଗ୍ରହଣ କରି ଥିଲେ, ଯେହେତୁ ଏହା ମାର୍ଗଶିର ମାସ ହୋଇ ଥିବାରୁ ଭକ୍ତି ମୟ ମନ ଭାବ ନେଇ ହରି ନାମ ନେଇ,,ହରେ କୃଷ୍ଟ ହରେ କୃଷ୍ଣ, କୃଷ୍ଣ କୃଷ୍ଣ ହରେ ହରେ, ହରେ ରାମ ହରେ ରାମ ରାମ ରାମ  ହରେ ହରେ ,, ଏହି ନାମ ଜପ କଲେ ଭକ୍ତ ମାନଙ୍କ ଦୁଃଖ ଦୂର ହେବା ସହ ପାପ ମୋଚନ ହୋଇ ଥାଏ ବୋଲି ଭକ୍ତ ମାନେ ବିଶ୍ୱାସ କରି ଥାନ୍ତି  l ହରି ନାମ ଶ୍ରବଣ କରିବା ପାଇଁ ଅଂଚଳ ର ଶତାଧିକ ଭକ୍ତ ହରି ନାମ ଶୁଣିବା ପାଇଁ ଯୋଗ ଦାନ କରି ଥିଲେ ଏବଂ ସମସ୍ତ ଭକ୍ତ ଙ୍କ ପାଇଁ ଆନନ୍ଦ ବଜାରରେ ଅନ୍ନ ଛତ୍ର ର ବ୍ୟବସ୍ଥା ମଧ୍ୟ୍ୟ କରାଯାଇ ଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like