-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ମହାପ୍ରୟାଣ ଗାଡ଼ି ଅଭାବ ରୁ ଏବେବି ବାଇକ୍ ରେ ଶବ ବୋହା ଯାଉଛି-*- *ତ ବିଗତ ୨୪ ବର୍ଷ ର ମହାନ୍ ସରକାର ଆଉ କଣ କରିଛି* ? -

30-Nov-2024



(ମନୋରଞ୍ଜନ ତ୍ରିପାଠୀ )
  ଅର୍ଥା ଭାବ ଯୋଗୁଁ ଗାଡ଼ି ଭଡ଼ା କରି ନ ପାରି ବାଇକ୍ ରେ ଶବ ବୋହି ନେଲେ  ନିରୀହ ଗରିବ ପରିବାର l  ଏଭଳି ଏକ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ରେ  l ବିନିକା ସହର ପାତିକାରପଡ଼ାର  ବିଦ୍ୟାଧର ନାଏକ (୬୫)ଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାକୁ ବିନିକା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା I ମେଡ଼ିକାଲରେ ଡାକ୍ତର ତାକୁ ଦେଖି ମୃତ ଘୋଷଣା କରିଥିଲେ I ଘରକୁ ଶବ ନେବା ପାଇଁ  ଅର୍ଥା ଭାଗ  ଥିବାରୁ ବେସରକାରୀ ଗାଡି କରି ପାରି ନଥିଲେ l  ବିନିକା ଡାକ୍ତରଖାନାରେ ଦୀର୍ଘ ବର୍ଷ ହେବ  ଅନେକ ଥର ପ୍ରଶାସନ କୁ ନେତା ମନ୍ତ୍ରୀ ଙ୍କୁ ଦାବି ହେଉଥିଲେ ମଧ୍ୟ ମହାପ୍ରୟାଣ ଗାଡ଼ି ଟିଏ ନ ଥିବାରୁ ବାଧ୍ୟହୋଇ ମୃତ ଶବକୁ ବାଇକରେ  ମେଡ଼ିକାଲରୁ ନିଜ ଘର ପାତିକାରପଡ଼ା କୁ ବୋହି  ନେଇଥିଲେ ପରିବାର ଲୋକେ I ଏହାକୁ  ଦେଖି  ୨୪ ବର୍ଷ ର ଗତ ମହାନ୍ ସରକାର ଗୋଟେ ମହା  ପ୍ରୟlଣ ଗାଡ଼ି ଟିଏ ଯୋଗାଇ ପାରି ନ ଥିବା ବିଷୟ ଅଞ୍ଚଳର ଜନସାଧାରଣ ଙ୍କ ମଧ୍ୟରେ ଖୁବ୍ ଚର୍ଚ୍ଚା ଓ ସମାଲୋଚନା ହୋଇଛି l  ବିନିକା ଡାକ୍ତରଖାନା ରେ ମହାପ୍ରୟାଣ ଗାଡିଟିଏ ନ ଥିବାରୁ ଅନେକେ ଏହିପରି ସାଇକେଲ, ବାଇକ ଓ କାନ୍ଧ ରେ ଶବ ବୋହି ନେଇଥିବା ନଜିର ରହିଛି । ସୁଚନା ଯୋଗ୍ୟ ଯେ ସୋନପୁର ପ୍ରାକ୍ତନ ଜିଲ୍ଲାପାଳ ,ସିଡିଏମଓ , ସୋନପୁର ବିନିକା ର ଜନ ପ୍ରତିନିଧି ଏ ଡାକ୍ତରଖାନାକୁ ମହାପ୍ରୟାଣ ଗାଡି  ଦିଆଯିବା କୁ ବାରମ୍ବାର ପ୍ରତିଶୃତି ଦେଇ ଥିଲେ ସୁଦ୍ଧା ତାଙ୍କ ପ୍ରତିଶ୍ରୁତି ପାଣିର ଗାର ହୋଇ ରହିଛି l ମହା ପ୍ରୟାଣ ଗାଡ଼ି ଟିଏ ଯୋଗାଇବା ରେ ଇଚ୍ଛା ଶକ୍ତି ର ଅଭାବ ଥିଲା ସତ l ହେଲେ ଏ ଜିଲ୍ଲା ର ସଚ୍ଚୋଟ ନିରୀହ ଲୋକ ଙ୍କ ମତ ଦାନ (ଭୋଟ) ଦ୍ୱାରା  କିନ୍ତୁ ଜନ ପ୍ରତିନିଧି ମାନଙ୍କ ପାଖରେ ଭଗଵାନ ଙ୍କ ଆଶୀର୍ବାଦ ରୁ ବଡ ବଡ ବିଭାଗ ଓ ଲାଲ ବତୀ ଭି ଭି ଆଇ ପି କ୍ୟାବିନେଟ୍ ଗାଡ଼ି ର କେବେ ଅଭାବ ନ ଥିଲା l  ରାଜ୍ୟ ସରକାର ଜିଲ୍ଲା ପ୍ରଶାସନ ଜରୀଆରେ ତୁରନ୍ତ ଵିନିକା କୁ ମହାପ୍ରୟାଣ ଗାଡ଼ି ଟିଏ ଯୋଗାଇ ଦେବା କୁ ଏ ବିନିକା ଅଞ୍ଚଳ ର ଜନସାଧାରଣ  ଦାଵି କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like