-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||     

HOME   ଜିଲ୍ଲା

ଶିକ୍ଷୟତ୍ରୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣେଇ ଭାବବିହ୍ୱଳ ହେଲେ ଛାତ୍ରଛାତ୍ରୀ ଏବଂ ଅଭିଭାବକ

30-Nov-2024



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର,) ଗୁରୁ ଶିଶ୍ୱ ସମ୍ପର୍କ ଯୁଗଯୁଗରୁ ଏକ ଡୋରିରେ ବନ୍ଧା ହୋଇ ଆସିଛି ଗୁରୁ ବିନା କିଏ ଆଗକୁ ଯାଇ ପାରେନାହିଁ  ସେହି ଗୁରୁଙ୍କୁ ବିଦାୟ ଦେଇ ଭାବବିହ୍ଵଳ ହୋଇ କାନ୍ଦିଲେ ଜଣେ ପ୍ରାଧନ ଶିକ୍ଷୟତ୍ରୀ, ଅଭିଭାବକ ଏବଂ ଛାତ୍ରଛାତ୍ରୀ ଏମିତି ଏକ ଗୁରୁଶିଶ୍ୱ ସମ୍ପର୍କର ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକର ରାଇଘର ପଂଚାୟତ ର  ଢ଼ୋଡ୍ରାପାରା ପ୍ରାଥମିକ ବିଦ୍ୟାଳୟ ରେ, ଏହି ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ନୀଳିମା ମୁଖାର୍ଜୀ ବାପା ଙ୍କ  ସ୍ବର୍ଗତ ରତିଶ ଚନ୍ଦ୍ର ମୁଖାର୍ଜୀ, ୧୯୮୬ ମସିହାରେ ଚାକିରୀରେ ଯୋଗଦେଇ ପ୍ରଥମେ ଛତାବେଡା ୧ ନମ୍ବର ଗ୍ରାମରେ ଶିକ୍ଷୟତ୍ରୀ ଭାବେ ଯୋଗଦାନ କରିଥିଲେ ପରେ  ଟ୍ରାନ୍ସଫର ହୋଇ ପାଉରବେଲା ୧ ନମ୍ବର ଗ୍ରାମ କୁ ଶିକ୍ଷକତା କରି ୩ ନମ୍ବର କଚରାପାରା ଗ୍ରାମକୁ ଗଲେ ତା ପରେ ଦାସପୁର ଡିଏନକେ ଗ୍ରାମ ରୁ ସୋନପୁର ଡିଏନକେ ପ୍ରାଥମିକ ବିଦ୍ୟାଳୟ ରେ ୧0 ବର୍ଷ

ଶିକ୍ଷକତା କରି ରାଇଘର କୋଦଭଟ୍ଟା ସ୍କୁଲରେ ତିନିବର୍ଷ ଶିକ୍ଷକତା କରି ଶେଷରେ ଢ଼ୋଡ୍ରାପାରା  ପ୍ରାଥମିକ ବିଦ୍ୟାଳୟ ରେ  ୧୪ ବର୍ଷ ଶିକ୍ଷକତା କରି ଆଜି ଅବସର ନେବା ପରେ ବିଦ୍ୟାଳୟ ରୁ ବାହାରିବା ବେଳେ କୁନି କୁନି ଛାତ୍ରଛାତ୍ରୀ  ଏବଂ ଅଭିଭାବକ ମାନେ ତାଙ୍କୁ  କୁଣ୍ଢେଇ ପକେଇ କାନ୍ଦିବାକୁ ଲାଗିଲେ ଶିକ୍ଷୟତ୍ରୀ ମଧ୍ୟ ଛାତ୍ରଛାତ୍ରୀ ଙ୍କୁ ଧରି  ଭାବବିହ୍ଵଳ ହୋଇ କାନ୍ଦି ତାଙ୍କୁ ବିଦାୟ ଦେଇଥିଲେ,ଦୀର୍ଘ ୩୮ ବର୍ଷ ଚାକିରୀ କରି ଆଜି ବିଦାୟ ନେଲେ ନୀଳିମା ମୁଖାର୍ଜୀ, ଆଜିର ବିଦାୟ କାଳୀନ ସମ୍ବର୍ଦ୍ଧନା ରେ ଢ଼ୋଡ୍ରାପାରା ବିଦ୍ୟାଳୟ ର  ଶିକ୍ଷୟତ୍ରୀ ମୋନାଲିସା ପରିଡା,ସ୍ୱପ୍ନା ସଜ୍ଜଳ,ସିଆରସିସି ଦିଲୀପ ବସନ୍ତିଆ, ୱାର୍ଡ ମେମ୍ବର ଚନ୍ଦନ ସତନାମୀ, ଅଙ୍ଗନବାଡି ଦିଦି ଚମ୍ପା ବ୍ୟାପାରି ଙ୍କ ସମେତ ବିଦ୍ୟାଳୟ ର ଏସଏମସି କମିଟିର ସମସ୍ତ ସଦସ୍ୟ ଉପସ୍ଥିତ ରହି ଶିକ୍ଷୟତ୍ରୀ ଙ୍କୁ ଫୁଲମାଳ ପିନ୍ଧେଇ ଦୁଃଖର ସହିତ ଅବସର କାଳୀନ ବିଦାୟ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026

You Might Also Like