-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||     

HOME   ଜିଲ୍ଲା

କିଶୋରୀ ମାନଂକର ସଶକ୍ତିକରଣ ପାଇଁ ସାମଜିକ ପ୍ରଗତି,ନବ ସୃଜନ ଏବଂ ସ୍ଥିରତା ବିଷୟ କୁ ନେଇ ନୂତନ ପ୍ରକଳ୍ପର ଉଦଘାଟନ

30-Nov-2024



ବଲାଙ୍ଗିର(ପ୍ରେରଣା ଖବର): ଝରଣୀପାଲି ଗ୍ରାମ ପଂଚାୟତର ସଭାଗୃହ ଠାରେ ଅଜିମ ପ୍ରେମଜୀ ଫାଉଣ୍ଡେସନ ସହାୟତାରେ ଓ ପଲ୍ଲୀ ଆଲୋକ ପାଠାଗାର ନଅଗାଁ (ଖ)ଦ୍ୱାରା କିଶୋରୀ ମାନଙ୍କ ସଶକ୍ତିକରଣ ପାଇଁ ସାମଜିକ ପ୍ରଗତି ନବସୃଜନ ଏବଂ ସ୍ଥିରତା ବିଷୟକୁ ନେଇ ନୂତନ କାର୍ଯ୍ୟକ୍ରମର ଉଦଘାଟନ କରା ଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ଆଗଲପୁର ବ୍ଲକ ଅନ୍ତର୍ଗତ ବଡ଼ଟିକା, ଝରନି ପାଲି ଓ ନୁନିଆଁପାଲି ଗ୍ରାମ ପଂଚାୟତ ଗାଁ ମାନଂକର କିଶୋରୀ ମାନଙ୍କର ସାମୁହିକ ସ୍ୱାସ୍ଥ୍ୟଗତ ଉନ୍ନତି, ବାଲ୍ୟବିବାହ ଦୂରୀକରଣ, ଅନ୍ଧବିଶ୍ୱାସ ଓ କୁସଂସ୍କାର ଦୂରୀକରଣ, ଶିକ୍ଷାଗତ ଉନ୍ନତି, ଦକ୍ଷତା ବିକାଶ ସଂଗେସଂଗେ ଜୀବନଜୀବିକାର ଉନ୍ନତି ପାଇଁ ଉକ୍ତ କାର୍ଯ୍ୟକ୍ରମର ଆରମ୍ଭ କରାଯାଇଥିଲା। ଏହି ଉଦଘାଟନ ସମାରୋହକୁ ଝରନିପାଲି ସରପଞ୍ଚ ଶ୍ରୀମତୀ ସୁନିତା ସାହୁ, ପିଏପି ସମ୍ପାଦକ ପ୍ରଶାନ୍ତ ନାୟକ, ଆଗଲପୁର ବ୍ଲକ ସି.ଡି.ପି.ଓ ଶ୍ରୀମତୀ ଶୁଭଶ୍ରୀ ମିଶ୍ର, ଆଗଲପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ବି ପି ଏମ୍ ସନ୍ତୋଷ ଦୋରା, ଆର୍ ବି ଏସ୍ ଏକ୍ ମେଡିକାଲ ଅଫିସର ରାଜକୁମାର ସାହୁ, ଏମ୍ ଏଚ୍ ୟୁ ମେଡିକାଲ ଅଫିସର ହିମାଂଶୁ ଶେଖର ମିଶ୍ର,

ଆଇସିଡିସି ସୁପରଭାଇଜର ଶ୍ରୀମତୀ ପ୍ରଫୁଲ୍ଲ ଦୋରା ମଞ୍ଚାସୀନ ରହି ଆଗକୁ ଏହି କାର୍ଯ୍ୟକ୍ରମରେ କିଶୋରୀ ମାନେ ନିୟମିତ ଲୌହ ବଟିକା ଠିକ ଭାବେ ସେବନ କରିବା,ରକ୍ତ ହୀନତା ଦୂରୀକରଣ ଓ ସରକାରୀ ଯୋଜନା ବିଷୟରେ ଅବଗତ ଓ ପ୍ରାପ୍ତି ତଥା ନିୟମିତ ସ୍କୁଲରେ ଉପସ୍ଥାନ ଏବଂ ପ୍ରଗତି ଉପରେ ମତବ୍ୟକ୍ତ କରିଥିଲେ। ପ୍ରକଳ୍ପର ସଂଯୋଜକ ଅଭିଜିତ ମିଶ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ପ୍ରହଲ୍ଲାଦ ପଧାନ, ନମିତା ପଧାନ,ଶୁଭାଦ୍ର ମହାଳିଙ୍ଗ ପରିଚାଳନା ରେ ସହଯୋଗ କରିଥିଲେ।
ଏହି କାର୍ଯ୍ୟକ୍ରମରେ ନୁନିଆପାଲି,ଝରଣିପାଲି ଓ ବଡଟିକା ଗ୍ରାମ ପଞ୍ଚାୟତ ର ସମସ୍ତ ଅଙ୍ଗନୱାଡ଼ି କର୍ମୀ,ଆଶାକର୍ମୀ,ସ୍ବାସ୍ଥ୍ୟକର୍ମୀ ତଥା କିଶୋରୀ ମାନେ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026

You Might Also Like