-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ମଣ୍ଡଳ ଶିକ୍ଷାଧିକାରୀ ବିନୋଦ ପ୍ରମାଣିକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

01-Dec-2024



ଡେଲାଙ୍ଗ(ଦିଲୀପ କୁମାର ଧାଉଡିଆ) ପୁରୀ ଜିଲ୍ଲା  ଡେଲାଙ୍ଗ ମଣ୍ଡଳ ଶିକ୍ଷାଧିକାରୀଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ  କବି  ପ୍ରସନ୍ନ ପାଟଶାଣୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭାବ ବିହ୍ଵଳ ପରିବେଷରେ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମଣ୍ଡଳ ପକ୍ଷରୁ ଆୟୋଜିତ ଏହି ସେବା ନିବୃତ ସମ୍ବର୍ଦ୍ଧନା ସଭାରେ ପ୍ରଧାନ ଶିକ୍ଷକ ହୃଷିକେଶ ବଳିୟାରସିଂହ ସଭାପତିତ୍ୱ କରିଥିବାବେଳେ ସିଆରସିସି ଦୟାନିଧି ମାର୍ଥା  ଅତିଥି ପରିଚୟ ଏବଂ ସ୍ୱାଗତ ଭାଷଣ ଦେଇଥିଲେ l ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ହିମାଂଶୁ ଭୂଷଣ ସମର୍ଥ, ମୁଖ୍ୟବକ୍ତା ଭାବେ ସନ୍ତୋଷ କୁମାର ପରିଡା ଅଧକ୍ଷ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷ, ପୁରୀ, ସମ୍ମାନିତ ଅତିଥିଭାବେ ପ୍ରାକ୍ତନ ମଣ୍ଡଳ ଶିକ୍ଷାଧିକାରୀ ସଚ୍ଚିଦାନନ୍ଦ ପ୍ରଧାନ ଶିକ୍ଷାବିତ ସତ୍ୟବାଦୀ ଦାଶ, ଅଶୋକ କୁମାର ପ୍ରଧାନ ଏବଂ ରାଜ୍ୟ ଶିଶୁ ଅଧିକାର ଓ ସୁରକ୍ଷା ଆୟୋଗ ର ପ୍ରାକ୍ତନ ଅଧକ୍ଷା ସୁଶ୍ରୀ ସନ୍ଧ୍ୟାବତୀ ପ୍ରଧାନ ପ୍ରମୁଖ ଯୋଗଦେଇ ବିଦାୟ କାଳୀନ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟ ଦକ୍ଷତା ଉପରେ ଗୁଣଗାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଆରସିସି ଦୁର୍ଯ୍ୟୋଧନ ପ୍ରଧାନ, କୃତିବାସ ପରିଡା, ମନୋରଞ୍ଜନ ମହାରଣା, ବସନ୍ତ କୁମାର ସେଠି, ପ୍ରଫୁଲ୍ଲ ଦାସ, କୈଳାଶ ଚନ୍ଦ୍ର ସ୍ୱାଇଁ,ଜଗନ୍ନାଥ ପରିଡା, ପ୍ରଦୀପ ବଳିୟାରସିଂହ ସମେତ ଶିକ୍ଷକ ପ୍ରବୀର ମହାପାତ୍ର, ସୂର୍ଯ୍ୟ ନାରାୟଣ ଜେନା, ମିହିର କୁମାର ପରିଡା,ନଟବର ସେଠି, ରମେଶ ଜେନା, ଦେବାଶିଷ ପ୍ରଧାନ, ଗଦାଧର ପ୍ରଧାନ, ଦିଲ୍ଲୀପ ନାୟକ, ଦାଶରଥି ନାୟକ,ଅଭୟ ଚରଣ ସାହୁ,ଲିଙ୍ଗରାଜ ବସନ୍ତରା, ଦିଲ୍ଲୀପ ବେହେରା ,ଶିକ୍ଷୟିତ୍ରୀ ବୈଜୟନ୍ତ ମାଳା ହରିଚନ୍ଦନ,, ବିଜୟଲଷ୍ମୀ ସାମନ୍ତରାୟ, ବିଳାସିନୀ ଆଚାର୍ଯ୍ୟ, ସକିନା ବେଗମ, ସୁଲୋଚନା କୁଣ୍ଡ,ଜ୍ୟୋତ୍ସ୍ନାରାଣୀ ରାୟ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l  ଶେଷରେ ସିଆରସିସି ତପନ କୁମାର ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ ।  ବିଭିନ୍ନ  ବିଦ୍ୟାଳୟ ଶିକ୍ଷକ,ଶିକ୍ଷୟିତ୍ରୀ  ଏବଂ ସିଆରସିସିଙ୍କ ପକ୍ଷରୁ ବିଇଓ ବିନୋଦ ପ୍ରମାଣିକଙ୍କୁ ଅବସରକାଳୀନ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like