-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ବିଶ୍ବ ଏଡ୍ସ ଦିବସ ପାଳନ

01-Dec-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପୁରୁଣା କୋଠା ପରିସରରେ ବିଶ୍ଵ ଏଡ଼ସ ଦିବସ ପାଳନ କରାଯାଇଛି l  ଏହି ଅବସରରେ ଏକ ଜନ ସଚେତନତା ରାଲି ପୁରୁଣା ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ପରିସର ରୁ ବାହାରି ସୋନପୁର ସହର ପରିକ୍ରମା କରିଥିଲା l ଏହି ରାଲି କୁ ଏ ଡି ଏମ ଅଞ୍ଜଲିନା ପଧାନ ଶୁଭ ଉଦ୍ଘାଟନ କରିଥିଲେ l ଏହି ରାଲିରେ ସୋନପୁର ସ୍ଥିତ ବିଭିନ୍ନ ନର୍ସିଂ ତାଲିମ କେନ୍ଦ୍ ,   ନର୍ସିଂ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ର ଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ ଓ ଏଡ଼ସ ରୋଗ ସମ୍ବନ୍ଧୀୟ ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ଜନ ସାଧାରଣଙ୍କୁ ସଚେତନ କରାଇଥିଲେ।ସଚେତନତା ରାଲି ପରେ ପୂର୍ବାହ୍ନ ୧୦.୩୦ ଘଟିକା ସମୟରେ ପୁରୁଣା ଜିଲ୍ଲା ମୁଖ୍ୟାଳୟ ପରିସର ସ୍ଥିତ ସଭା ଗୃହ ଠାରେ ଏଡ଼ସ ରୋଗ ସମ୍ବନ୍ଧୀୟ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା ।

ଉକ୍ତ ସଚେତନତା ସଭା ରେ ମୂଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ସୁବର୍ଣ୍ଣପୁର ସଭାପତିତ୍ବ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର ଶ୍ରୀମତୀ ଅଞ୍ଜଳିନା ପଧାନ ମୂଖ୍ୟ ଅତିଥି ଭାବେ ଯୋଗ ଦାନ କରି ଛାତ୍ର ଛାତ୍ରୀ ଙ୍କୁ ସଚେତନ କରିଥିଲେ l ADMO (F W) ଡକ୍ଟର ଦୈତ୍ୟ ନାରାୟଣ ପାଢ଼ୀ, ADMO (VVD) ଡକ୍ଟର ଗୋପାଳ ଚନ୍ଦ୍ର ମଲ୍ଲିକ, ସୋନପୁର  ମହାବିଦ୍ୟାଳୟ ର ପ୍ରାଣୀ ବିଜ୍ଞାନ ବିଭାଗ ଅଧ୍ୟାପକ ତଥା ରେଡ କ୍ରସ ର ସଂଯୋଜକ ଶ୍ରୀ ଉମାକାନ୍ତ ନାଗ ଓ ଶ୍ରୀ ଅର୍ଜ୍ଜୁନ ମାଝୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସମ୍ମାନିତ ଅତିଥି ଭାବେ ଯୋଗ ଦାନ କରି ଏଡ଼ସ ରୋଗ ର କାରଣ, ନିରାକରଣ ଓ ପ୍ରତିଷେଧକ ମୂଳକ ପଦକ୍ଷେପ  ଉପରେ ଉପସ୍ଥିତ ଛାତ୍ର ଛାତ୍ରୀ ମାନଙ୍କୁ ସଚେତନ କରାଇ ଥିଲେ ।ଏହି ଅବସରରେ ରେ ଏଡ଼ସ ରୋଗ ସମ୍ବନ୍ଧୀୟ ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତ ରେ କୃତକାର୍ଯ୍ୟ ହୋଇ ଥିବା ପ୍ରତିଯୋଗୀ ଛାତ୍ର ଛାତ୍ରୀ ଓ ସଚେତନତା ରାଲି  ରେ ଅଂଶ ଗ୍ରହଣ କରିଥିବା ଅନୁଷ୍ଠାନ ମାନଙ୍କୁ ପୁରସ୍କୃତ ଓ ସମ୍ମାନିତ କରାଯାଇଥିଲା । ଜିଲ୍ଲା ମୂଖ୍ୟ।ଳୟ ଡାକ୍ତରଖାନାର ଅନ୍ୟ କର୍ମଚାରୀମାନେ ଉକ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like