-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପକ୍ଷରୁ ବିଶ୍ୱ ଏଡସ ଦିବସ ଓ ରକ୍ତଦାନ ଶିବିର ପାଳିତ

01-Dec-2024



ଏଡ଼ସ ହେଉଛି ଗୋଟିଏ ରୋଗ । ଏଡ଼ସ ର ପୁରା ନାମ Acquired Immune Deficiency Syndrome । ଏହାର ଅର୍ଥ ଅର୍ଜିତ ରୋଗ ପ୍ରତିରୋଧକ ଶକ୍ତି ଅଭାବଜନିତ ବିବିଧ ଲକ୍ଷଣ । ୧୯୮୧ ମସିହାରେ ଯୁକ୍ତରାଷ୍ଟ୍ର ଆମେରିକାର ଜର୍ଜିଆ ପ୍ରଦେଶରେ ପ୍ରଥମେ ଏଡ଼ସ ରୋଗ ଦେଖାଦେଇଥିଲା ।

■■■◇◇◇◇■■■■◇◇◇◇■■■

ବଲାଙ୍ଗିର(ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର ବଲାଙ୍ଗିର ପକ୍ଷରୁ ବିଶ୍ୱ ଏଡସ ଦିବସ ଓ ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା l
 ପ୍ରତିବର୍ଷ ଭଳି ଡିସେମ୍ବର ୧ ତାରିଖକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ‘ବିଶ୍ୱ ଏଡସ୍ ଦିବସ’ ଭାବେ ପାଳନ କରାଯାଉଛି l ଏଡସ ନିୟନ୍ତ୍ରଣ ଓ ନିରାକରଣ ଉଦ୍ଦେଶ୍ୟରେ ଏହି ଦିବସ ସମର୍ପିତ। ଏହି ଦୂରାରୋଗ୍ୟ ବ୍ୟାଧିରୁ ଦୂରେଇ ରହିବା ପାଇଁ ଲୋକଙ୍କୁ ସଚେତନ କରିବା ଏହି ଦିବସର ମୂଳ ଲକ୍ଷ୍ୟ l କେବଳ ସଚେତନତା ହିଁ ଏଡସ୍ କବଳରୁ ବର୍ତ୍ତିବାର ଏକମାତ୍ର ଉପାୟ ବୋଲି ବଲାଙ୍ଗୀର ସି ଡି ଏମ୍ ଓ  ଡ଼ା ରମେଶ ଚନ୍ଦ୍ର ସାହୁ ମତାମତ ଦେଇଛନ୍ତି l ସି ଡି ଏମ୍ ଓ  ଶ୍ରୀ ସାହୁ  ଶାସ୍ତ୍ରୀ ନଗର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ମଧ୍ୟରେ ଚାଲିଥିବା ରକ୍ତଦାନ 

ଶିବିରକୁ ବୁଲି ଦେଖିଥିଲେ । 
ଏଡ଼ସ ରୋଗ ଓ ଏହାର ଭୟାବହତା ବିଷୟରେ ଲୋକଙ୍କୁ ସଚେତନ କରାଇବା ଉଦ୍ଦେଶ୍ୟରେ ୧୯୮୮ ମସିହାରୁ ପ୍ରତିବର୍ଷ ବିଶ୍ୱ ଏଡ଼ସ ଦିବସ ପାଳନ କରାଯାଉଛି ଓ ‘ବିଶ୍ୱ ଏଡସ ଦିବସ’ ଓ ଏହାର ସଚେତନତା ହିଁ ଏକମାତ୍ର ବିକଳ୍ପ ବୋଲି ଜିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦିବ୍ୟ କିଶୋର ପତି ଜଣାଇ ଥିଲେ l ପ୍ରତିବର୍ଷ ହଜାର ହଜାର ଲୋକ ଏଚଆଇଭି ସଂକ୍ରମିତ ହେଉଛନ୍ତି । ଏଡ୍‌ସ ସମ୍ପର୍କରେ ଲୋକଙ୍କୁ ବିଭିନ୍ନ ପ୍ରକାର ବିଜ୍ଞାପନ, ହୋର୍ଡ଼ିଂ, ଗଣମାଧ୍ୟମ ଜରିଆରେ ସଚେତନ କରିବା, ଗାଁ ଠୁ ନେଇ ସହରକୁ ଏଡସ ମୁକ୍ତ କରିବା ଓ ଏକ ସୁସ୍ଥ ସମାଜ ଗଢିବାକୁ ସମସ୍ତେ ଯତ୍ନବାନ ହେବା ଦରକାର ବୋଲି ଜିଲ୍ଲା ଜାତୀୟ ମିଶନ ଡ଼ି.ପି.ଏମ  ମୃତ୍ୟଞ୍ଜୟ ମୁଣ୍ଡ ଜଣାଇ ଥିଲେ l 
ଏହି ରୋଗ ପ୍ରତି ସଚେତନ ହେବା ଓ ଏହାକୁ ଉତ୍ତମ ଚିକିତ୍ସା ପ୍ରଣାଳୀ ଯୋଗାଇ ଦେଇ ପାରିବା ଏଥିରେ ସନ୍ଦେହ ନାହିଁ, କେବଳ ଡିସେମ୍ବର ୧ କାହିଁକି ପ୍ରତି ଦିନ ଏଡସ ବିରୋଧରେ ସଚେତନତା ଦରକାର । ଆଉ ଏହି ସଂଗ୍ରାମ ପାଇଁ  ସଭିଙ୍କ  ସହଯୋଗ ଆଉ ପ୍ରୋତ୍ସାହନ ଲୋଡ଼ା ବୋଲି ନେସନାଲ ପିସ ୟୁନିସନ ନିର୍ଦ୍ଦେଶକ ସତ୍ୟ ରଞ୍ଜନ ମିଶ୍ର ଜଣାଇଥିଲେ 

୧୯୮୬ ମସିହାରେ ଭାରତରେ ଓ ୧୯୯୨ ମସିହାରେ ଆମ ଓଡିଶାରେ ଏଡ଼ସ ରୋଗୀର ଚିହ୍ନଟ ହୋଇଥିଲା । ଏହି ରୋଗରେ ପୀଡିତ ବ୍ୟକ୍ତିଙ୍କ ପ୍ରତିରକ୍ଷା ପ୍ରଣାଳୀ ସମ୍ପର୍କ ରେ ଜିଲ୍ଲା ଏଡ଼ସ ନିୟନ୍ତ୍ରଣ ପ୍ରଜେକ୍ଟ ମ୍ୟାନେଜର ରାଜେନ୍ଦ୍ର ମହାରଣା ଜଣାଇଥିଲେ l ବିଶ୍ୱ ଏଡ଼ସ ଦିବସ ଅବସରରେ ସଦର ଭୀମ ଭୋଇ ମେଡିକାଲ କଲେଜ,ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ସ୍ୱାସ୍ଥ୍ୟକର୍ମୀ, ଆଶା, ଏ.ଏନ.ଏମ, ସ୍ୱାସ୍ଥ୍ୟ ଯୋଗାଣକାରିଙ୍କୁ ନେଇ ଏକ ସଚେତନତା ପଦଯାତ୍ରା କରାଯାଇଥିଲା ଯାହାକୁ ଜିଲ୍ଲା ଡେପୁଟି ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ମହାପାତ୍ର ସବୁଜ ପତାକା ଦେଖାଇ ଏହାକୁ ଶୁଭ ଉଦଘାଟନ କରାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like