-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||     

HOME   ଦେଶ ବିଦେଶ

ତଥ୍ୟ ଲିକ ଅଭିଯୋଗରେ ସେବାନିବୃତ ଯବାନଙ୍କୁ ଗିରଫ କଲା ଏଟିଏସ

09-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର): ସେନାର ତଥ୍ୟ ଲିକ ଅଭିଯୋଗରେ ଗିରଫ ହେଲେ ସେନାର ପୂର୍ବତନ ଯବାନ | ଶୁକ୍ରବାର ଦିନ ମେରଟ ଏଟିଏସ(ଆଣ୍ଟି ଟେରୋରିଜିମ ସ୍କ୍ୱାର୍ଡ)ର ଏକ ଟିମ ଜଣେ ପୂର୍ବତନ ଯବାନଙ୍କୁ ଗିରଫ କରିଛି | ଏହି ଯବାନଙ୍କ ନାମ ସୌରଭ ଶର୍ମା ହୋଇଥିବାବେଳେ ତାଙ୍କୁ ଉତ୍ତରପ୍ରଦେଶର ହାପୁରରୁ ଗିରଫ କରାଯାଇଛି । ଅଭିଯୋଗ ହୋଇଛି ଯେ ଏହି ପୂର୍ବତନ ସେନା କର୍ମଚାରୀ ଦେଶର ଆଭ୍ୟନ୍ତରୀଣ କାର୍ଯ୍ୟକଳାପ ସହ ଜଡିତ ତଥ୍ୟ ଲିକ୍ କରୁଥିଲେ। ଏ  ସଂପର୍କରେ ଏଟିଏସ୍ ସମସ୍ତ ପ୍ରମାଣ ସଂଗ୍ରହ କରିଛି। ଏଟିଏସ୍ ପୂର୍ବରୁ ଏହି ଯବାନଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା | କିନ୍ତୁ ସେତେବେଳେ ଏଟିଏସ ଟିମ ତାଙ୍କୁ ଛାଡିଦେଇଥିଲା | କିନ୍ତୁ ଆଜି ଯବାନଙ୍କ ବିରୋଧରେ ବଳିଷ୍ଠ ପ୍ରମାଣ ପାଇବା ପରେ ତାଙ୍କୁ ଗିରଫ କରାଯାଇଛି | ସୌରଭଙ୍କ ଘର ଉତ୍ତରପ୍ରଦେଶ ହାପୁରରେ ହୋଇଥିବାବେଳେ କିଛି ମାସ ପୂର୍ବରୁ ସେନାରୁ ସେ ଅବସର ନେଇଥିଲେ। ତେବେ ଅବସର ପରେ ସେ ତଥ୍ୟ ଲିକରେ ସମ୍ପୃକ୍ତି ଥିଲେ ନା ସେନାରେ ଥିବାବେଳେ ତଥ୍ୟ ଲିକ କରୁଥିଲେ ସେନେଇ ଜଣାପଡିନାହିଁ | ଏହି ପରିପ୍ରେକ୍ଷୀରେ ସରକାରୀ ସିକ୍ରେଟ୍ ଆକ୍ଟ ଅନୁଯାୟୀ ଏଟିଏସ୍ ପୁଲିସ ଷ୍ଟେସନରେ ସୌରଭ ଶର୍ମାଙ୍କ ବିରୋଧରେ ଏକ ରିପୋର୍ଟ ଦାଖଲ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026

You Might Also Like