-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   (23-Jul-2026)       ||      *କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||     

HOME   ଜିଲ୍ଲା

ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବିଶ୍ୱ ଏଡ୍ସ ଦିବସ ପାଳିତ

01-Dec-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ମାଁ ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖମ୍ବେଶ୍ୱରୀ ପାଲି ଯୁବ ରେଡ କ୍ରସ ଓ ରେଡ ରିବନ କ୍ଲବ ତରଫରୁ ବିଶ୍ବ ଏଡ଼ସ ଦିବସ ପାଳିତ ହୋଇ ଯାଇଛି।ଯୁବ ରେଡ କ୍ରସ୍ କାଉନସେଲର ଅଧ୍ୟାପକ ସୁମନ୍ତ କୁମାର ମିଶ୍ର ଙ୍କ ତତ୍ଵାବଧାନରେ  ଛାତ୍ର ଛାତ୍ରୀ ମାନଙ୍କ ଏକ ସତେଚନତା ରାଲି କଲେଜ୍ ଠାରୁ ସ୍ଥାନୀୟ ବସ ଷ୍ଟପ ଯାଏଁ ଅନୁଷ୍ଠିତ ହୋଇ ଯାଇଅଛି। ଛାତ୍ର ଛାତ୍ରୀ ମାନେ ଏଡ଼ସ ରୋଗ ର ଭୟାବହତା ,  ଏହାର ନିରାକରଣ ଓ  ଆମ୍ଭ ମାନଙ୍କ ଦାୟିତ୍ବ କର୍ତ୍ତବ୍ୟ ବିଷୟରେ ବିଭିନ୍ନ ସ୍ଲୋଗାନ ଦେଇଥିଲେ। ଶେଷରେ ବିଦ୍ୟାଳୟ ରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ବିଶ୍ବ ଏଡ଼ସ ଦିବସ ଉପଲକ୍ଷେ ଅନୁଷ୍ଠିତ ହୋଇଥିବା ବିଭିନ୍ନ କୃତି ପ୍ରତିଯୋଗୀ ମାନଙ୍କୁ ମାନ ପତ୍ର ଓ ଟ୍ରଫି ପ୍ରଦାନ କରା ଯାଇଥିଲା। ଏହି କାର୍ଯ୍ଯ କ୍ରମ ରେ  କଲେଜ ଅଧ୍ୟକ୍ଷା ସ୍ବପ୍ନl  ମହାପାତ୍ର, ଅଧ୍ୟାପକ ନାରାୟଣ ନାଏକ, ଖେଳ ଶିକ୍ଷକ ମଦନ ମୋହନ ପୁଟେଲ ଓ ଅନ୍ୟ ମାନଙ୍କ ମଧ୍ୟରେ ଶ୍ରବଣ କୁମାର ମିଶ୍ର, ବେଦବ୍ୟାସ ବାଘ, ସୁନୀଲ ସେଠୀ ଯୋଗଦାନ କରି କାର୍ଯକ୍ରମ କୁ ସଫଳ କରାଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ମାଟି ଘର କାନ୍ଥ,ଅଳ୍ପକେ ବର୍ତ୍ତିଲେ ପରିବାର ସଦସ୍ୟ   23-Jul-2026
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026

You Might Also Like