-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||     

HOME   ଜିଲ୍ଲା

ଏବିସିଡି ଟ୍ରଷ୍ଟର ପଞ୍ଚମ ଶାଖା ଉଦଘାଟିତ

01-Dec-2024



(ସୁଦାମ ଦୀପ )
ଏବିସିଡି ଚାରିଟେବଳ ଟ୍ରଷ୍ଟ  ତାର ନିଶୁକ୍ଳ ଶିକ୍ଷା କେନ୍ଦ୍ର ଶାଖା ନମ୍ବର 05 ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ରେ ଶୁଭଆରମ୍ଭ ହେଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବରେ ପାଟକୁଲୁଣ୍ଡା ସରପଞ୍ଚ ଶ୍ରୀ ପ୍ରେମରାଜ ତାଣ୍ଡି ଓ ଗାଁର ୱାର୍ଡ ମେମ୍ବର ବୀରେନ୍ଦ୍ର ଦୀପ ଓ ଗାଁ ର ଆସା କର୍ମୀ ଶ୍ରୀମତୀ ଜମୁନା ଗରଡିଆ ଯୋଗ ଦେଇଥିଲେ l ଏଥିରେ ଟ୍ରଷ୍ଟର ସଭାପତି ରାଜେନ୍ଦ୍ର ଶତନାମୀ ଅଥିତି ସ୍ୱାଗତ ଭାଷଣ ଦେଇଥିବା ବେଳେ ଟ୍ରଷ୍ଟର ଆବାହକ ବିଶ୍ୱଜିତ ମହାନ୍ତି ଛାତ୍ର ଛାତ୍ରୀ ମାନଙ୍କୁ ଶିକ୍ଷା ଉପରେ ଆଲୋକପାତ କରିଥିରେ ଏଥିରେ ଉପସ୍ଥିତ ଥିଲେ ଟ୍ରଷ୍ଟ ସଦଶ୍ୟ  ମାସୁଦ ଆଲାମ, ସୋମ ପ୍ରକାଶ ବେହେରା,ସୁନୀଲ ସାଗର, ମୁକେଶ ମେହେର, ଅଜୟ କୁମାର ସାହୁ, ପ୍ରକ୍ଷୀତ ମେହେର, ଓ ବରପାଲି ଟ୍ରଷ୍ଟର ଶିକ୍ଷକ ବିଶ୍ୱନାଥ ନାଗ ଓ ଗାଁ ର ବ୍ୟକ୍ତି ମହେନ୍ଦ୍ର ମହାନନ୍ଦ ଉପସ୍ଥିତ ଥିରେ ଥିରେ ସର୍ବ ମୋଟ 36 ଛାତ୍ର ଛାତ୍ରୀ ମାନେ ଶିକ୍ଷା ଗ୍ରହଣ କରିବେ l ଏହି ଅବସରରେ ପାଠ୍ୟ ଓ ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026

You Might Also Like