-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   (23-Jul-2026)       ||      ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   (23-Jul-2026)       ||      କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||     

HOME   ଜିଲ୍ଲା

ବରପାଲି ମହିଳା ମହାବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ପାଳିତ

01-Dec-2024



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ଓଡ଼ିଆ ବିଭାଗର ମୁଖ୍ୟ ତଥା ଯୁବ ରେଡକ୍ରସ କାଉନସିଲର ଯତୀନ୍ଦ୍ର କୁମାର ସାହୁଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ l ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେବା ସହ ମୁଖ୍ୟ ବକ୍ତା ଭାବେ ଜଗବନ୍ଧୁ ଦାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ସୁଧାଂଶୁ କୁମାର ଦାଶ  ଯୋଗ ଦେଇ HIV Aidsର ଲକ୍ଷଣ ତତ୍ ସମ୍ପର୍କିତ ଅନେକ କିଛି ନୂତନ ତଥ୍ୟ ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଦାନ କରି ଛାତ୍ରୀ ମାନଙ୍କ ସହ ଦୀର୍ଘ ସମୟଧରି ଆଲୋଚନା କରିଥିଲେ।ଛାତ୍ରୀ ରାଖି,ଗୀତା ଦୀପ୍ତି,ଜୟଶ୍ରୀ ପ୍ରାରମ୍ଭିକ ଓ ସମାପ୍ତି ସଙ୍ଗୀତ ଗାନ କରିଥିଲେ। ହିନ୍ଦୀ ବିଭାଗର ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ସହକର୍ମୀ ନେପାଲ ବିଶ୍ଵାଲ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରବନ୍ଧ ଲିଖନ,ବକୃତା,ରଙ୍ଗୋଳୀ ପ୍ରଭୃତି ପ୍ରତିଯୋଗିତାରେ କୃତି ଲାଭ କରିଥିବା ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ପରେ ପରେ ସ୍ଵେଚ୍ଛାସେବୀ ମାନେ ମୁଖ୍ୟ ରାସ୍ତାକୁ ଆସି ଲୋକଙ୍କୁ ସଚେତନ କରାଇ ଲୋକଙ୍କୁ ପୁସ୍ତିକା ବଣ୍ଟନ କରିବା ସହ ଲୋକ ମାନଙ୍କ ସହ ଆଲୋଚନା କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ଅଧ୍ୟାପିକା ନିଳୀମା ନାୟକ, ପିଙ୍କି ବାରିକ,ଜ୍ୟୋତି ସାହୁ, ମନିଷା ଭୋଇ,ପୁନମ ସାହୁ, ସସ୍ମିତା ମେହେର,ପରିଣୀତା ପ୍ରଧାନ,ଶୋଭାବତୀ ଥପା,ସହକର୍ମୀ ଶଶାଙ୍କ ଶେଖର ପଧାନ,ସାର୍ଥକ ପାଣିଗ୍ରାହୀ, ବିରେନ୍ଦ୍ର ଖଟୁଆ,ତ୍ରିପୁରା ବେହେରା ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*କିଡନୀ ଆକ୍ରାନ୍ତ ଅଞ୍ଚଳ ପରିଦର୍ଶନ କଲେ ଏମ୍ସ ର ଉଚ୍ଚ ସ୍ତରୀୟ ଡ଼ାକ୍ତରୀ ଦଳ*- *କାରଣ ଓ ନିରାକରଣ ଉପରେ ମତ ରଖିଲେ*-   23-Jul-2026
ପୂର୍ବତଟ ରେଳପଥ ଶ୍ରମିକ କଂଗ୍ରେସର ଯୁଗ୍ମ ସମ୍ପାଦକ ହେଲେ ସତ୍ୟରଞ୍ଜନ   23-Jul-2026
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026

You Might Also Like