-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   (23-Jul-2026)       ||      ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା    (23-Jul-2026)       ||      ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    (23-Jul-2026)       ||      ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   (23-Jul-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   (23-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   (23-Jul-2026)       ||      ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   (23-Jul-2026)       ||      ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ବିଧାୟକଙ୍କ ଦ୍ୱାରା କଷଗୁମୁଡା ବ୍ଲକର 3ଟି ପଞ୍ଚାୟତରେ ଚାଷୀଙ୍କୁ ବୁଟ ଚଣା ବିହନ ବଣ୍ଟନ

01-Dec-2024



ନବରଙ୍ଗପୁର :(ମିହିର ଶଙ୍କର ପାତ୍ର) ଡାବୁଗାଁ ବିଧାୟକ ଶ୍ରୀ ମୋନହର ରନ୍ଧାରୀଙ୍କ ଦ୍ୱାରା କୋଡ଼ିଙ୍ଗା ପଞ୍ଚାୟତ ନୂଆଗୁଡା, ଆଟିଗାଁ ପଞ୍ଚାୟତର ଡ଼ଙ୍ଗାବେଡା ଓ ତାରାଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଚାଷି ମାନଙ୍କୁ ବୁଟ ଚଣା ବିହନ ବଣ୍ଟନ କରାଯାଇଥିଲା। କୃଷି ବିଭାଗ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମ ରେ ଚଳିତ ବର୍ଷ କୋଷଗୁମୁଡା ବ୍ଲକରେ ୨୮୦୦ ଏକର ଜମିରେ ବୁଟ ଚାଷ କରିବା ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଵଂ ଆର୍ଥିକ ସ୍ଥିତିରେ ସୁଧାର ଆଣିବା ସାଙ୍ଗେ ସାଙ୍ଗେ ମାଟିର ଉର୍ବରତା କୁ ଫେରାଇ ଆଣିବାରେ ବୁଟ ଚାଷ ସାୟାୟତା ହେବ ବୋଲି କୋଷଗୁମୁଡା କୃଷି ଅଧିକାରୀ ଏଓଓ ଧନୁର୍ଜୟ ଜାନୀ କହିଥିଲେ

ଏଵଂ ଏଭଳି କରିଲେ ଚାଷି ମାନେ ନିଶ୍ଚୟ ଲାଭବାନ ହେବେ ବୋଲି ବିଧାୟକ ମଧ୍ୟ ଉପସ୍ଥିତି ଚାଷି ମାନଙ୍କୁ ପରାମର୍ଶ ଦେଇଥିଲେ।ଆଜିର ଏହି କାର୍ଯ୍ୟକ୍ରମରେ କୋଷଗୁମୁଡା କୃଷି ଅଧିକାରୀ ଧନୁର୍ଜୟ ଜାନୀ ସମେତ ସର୍ବେଶ୍ୱର କୁମାର ପାଢ଼ୀ, ଅଜୟ କୁମାର ମହାନ୍ତି,ଏଵଂ ଏନଜିଓ ତରଫରୁ ଦିନେଶ କୁମାର ପାନକା ଓ ଚାଷି ଭାଇ ମାନେ ଉପସ୍ଥିତି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁନାସିଲା-ମହିବିଲା ରାସ୍ତା ଶୋଚନୀୟ ପିଚୁ ରାସ୍ତା ନିର୍ମାଣ ପାଇଁ ଦାବୀ।   23-Jul-2026
  ଜିଲ୍ଲା  
ତିଖାଳି କେନାଲରୁ ଜାମଖୁଣ୍ଟା ପର୍ଯ୍ୟନ୍ତ ଜଳଯୋଗାଣ ଦାବି କଲେ ଅଜିତ ଯୋଶୀ♦️  ୩୦ଟି ଗ୍ରାମର ଚାଷୀ ଉପକୃତ ହେବାର ଆଶା   23-Jul-2026
  ଜିଲ୍ଲା  
ଖବର ଆଜିର, ତାରିଖ:୨୩/୦୭/୨୬, ଗୁରୁବାର    23-Jul-2026
  ଜିଲ୍ଲା  
ନିଟ୍ ପ୍ରଶ୍ନପତ୍ର ଲିକ୍ ଘଟଣାକୁ କେନ୍ଦ୍ର କରି ଆନ୍ଦୋଳନରତ ଶିକ୍ଷାର୍ଥୀଙ୍କ ଉପରେ  ପୋଲିସର ଅମାନୁଷିକ ଆକ୍ରମଣ ଘଟଣାକୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନିନ୍ଦା   23-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ଶ୍ରୀ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରସାଦ ବଣ୍ଟନ*   23-Jul-2026
  ଜିଲ୍ଲା  
*ଶ୍ରୀ ଜଗନ୍ନାଥ ଙ୍କ ପଦ୍ମ ମୁଖ ବେଶ ଦର୍ଶନ ଓ ମଲ୍ହାର ସଙ୍ଗୀତ ମୂର୍ଚ୍ଛନା ସନ୍ତୋଷ କର ଭୁବନେଶ୍ୱର କଳାକାର ଙ୍କ ସଙ୍ଗୀତ ରେ ଝୁମିଲେ ଦର୍ଶକ* - *ଶ୍ରୋତା ଭାବେ ପରିବାର ସହ ପହଞ୍ଚି ସଙ୍ଗୀତ ଉପଭୋଗ କଲେ ଜିଲ୍ଲାପାଳ*-   23-Jul-2026
  ଜିଲ୍ଲା  
ସମାଜସେବୀ ସାଗରମଲ କେଡିଆଙ୍କ ପରଲୋକ, ଅଞ୍ଚଳରେ ଶୋକ ଛାୟା   23-Jul-2026
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026

You Might Also Like