-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ପାଳିତ

01-Dec-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ କଲାପଥର ସ୍ଥିତ ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ରେଡ୍ ରିବିନ୍ କ୍ଳବ ଓ ଯୁବ ରେଡକ୍ରସ୍ ମିଳିତ ଆନୁକୁଲ୍ୟରେ ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପର୍ଯ୍ୟଟନସ୍ଥଳି ପାତାଳି ଶ୍ରୀକ୍ଷେତ୍ର ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା । ଏଥିରେ ରେଡ୍ କ୍ରସ୍ ସଭ୍ୟ ମାନେ  କୋଟସମଲାଇ ଗ୍ରାମରୁ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ତ୍ରିକୁଟ  ପାହାଡର ପାଦ ଦେଶ ପର୍ଯ୍ୟନ୍ତ ଯାଇଥିଲେ । ରେଡ୍ କ୍ରସ୍ କାଉନ୍ ସେଲର୍  ଅଧ୍ୟାପକ ଶ୍ରୀ କିଶୋର ସାହୁ ଙ୍କ ସଭାପତିତ୍ୱରେ ଏକ ସଭାର ଆୟୋଜନ  କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଏଡ଼ସ ଦିବସ ଉପରେ ଆଲୋକପାତ କରିଥିଲେ । ସଂସ୍କୃତ ଶିକ୍ଷକ  କାଳିଆ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏଡସ ର କାରଣ ,ଭୟାବହତା ଓ ସଚେତନତା ବିଷୟରେ ଆଲୋଚନା କରିବା ସହ ଅନୁଷ୍ଠାନର ପ୍ରଚେଷ୍ଟାକୁ ଭୁରିଭୁରି ପ୍ରଶଂସା କରିଥିଲେ ।ପାତାଳି ଶ୍ରୀକ୍ଷେତ୍ର ତ୍ରଷ୍ଟର ସଭାପତି ପୁର୍ଣ୍ଣଚନ୍ଦ୍ର ପାଢୀ ମୁଖ୍ୟବକ୍ତା ଭାବେ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପାତାଳି ଉପାଖ୍ୟାନ ସହ ଜଗନ୍ନାଥ ସଂସ୍କୃତିର ଆଲୋଚନା କରିଥିଲେ । ଏଡସ୍ ଦିବସ ଉପଲକ୍ଷେ ପୁର୍ବରୁ ଅନୁଷ୍ଠିତ ହେଇଥିବା ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା ।ସଭା ସମାପ୍ତି ପରେ ବିଭିନ୍ନ ସମୟରେ ପାତାଳି  ଶ୍ରୀକ୍ଷେତ୍ର କୁ ରାଜ୍ୟ ତଥା ରାଜ୍ୟ ବାହାରୁ ଆସୁଥିବା ପର୍ଯ୍ୟଟକ ମାନେ ବଣଭୋଜି ଓ ଦର୍ଶନ ପାଇଁ ଆସିବା ଦ୍ୱାରା ତାଙ୍କ ବର୍ଯ୍ୟବସ୍ତୁରେ ଅପରିଷ୍କୃତ ପରିବେଶକୁ ସଫାକରି ସଫେଇ କାମ ମାଧ୍ୟମରେ ପରିବେଶକୁ ସୁସ୍ଥ , ପଲିଥିନ ମୁକ୍ତ ରଖିବାକୁ ଉଦାହରଣ ସୃଷ୍ଟିକରିବା ସହ  ପରିସର ରେ ପ୍ଲା କାର୍ଡ ଛାପି ସଚେତନ ହେବାକୁ ନିବେଦନ କରିଥିଲେ ।  କଳାପଥର କଲେଜର ଏପରି ଅଭିନବ  ଉଦ୍ୟମକୁ ଅଞ୍ଚଳବାସି ସାଧୁବାଦ ଜଣାଇଥିଲେ  ଏବଂ ଆଗାମି ଦିନରେ ପାତାଳି ମହୋତ୍ସବ ଓ ରଥଯାତ୍ରା ସମୟରେ ସହଯୋଗ ଦେବାକୁ ଅନୁରୋଧ କରିଥିଲେ ।  ଶେଷରେ ଅଧ୍ୟପିକା  ପ୍ରତିମା ବାରିକ୍ ଧନ୍ୟବାଦ ଅର୍ପଣ କରିଥିବା ବେଳେ  ଦେବଯାନୀ ମେଶୁଆ ,ଶଶାଙ୍କ ସୁଆର ,  ଶାନ୍ତନୁ ପଧାନ,ବସୁଦେବ ରଣା ,ସଂଜୟ କର୍ଣ୍ଣ ,ଶିବବ୍ରତ କର୍ଣ୍ଣ ,ବିଷ୍ଣପ୍ରସାଦ ବେହେରା ଓ ବ୍ରଜକିଶୋର ମହାକୁର କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like