-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବାଗବର ରାଧାରାଣୀ ମଠରେ ଉପାଧ୍ୟକ୍ଷଙ୍କ କମ୍ବଳ ବଣ୍ଟନ

01-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ସ୍ଥିତ ରାଧାରାଣୀ ମଠ ଠାରେ ଥିବା ବୃଦ୍ଧାଶ୍ରମ ଓ ମଠାଧୀଶଙ୍କୁ ସ୍ଥାନୀୟ ଉପାଧ୍ୟକ୍ଷ ନାରାୟଣ ଲୁହା ନିଜସ୍ଵ ଉଦ୍ୟମରେ କମ୍ବଳ ପ୍ରଦାନ କରିବା ସହ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ପ୍ରେତେକ ଦିନ ବ୍ଳକ କାର୍ଯ୍ୟାଳୟ କୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ଅସହାୟ ଓ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରୁଥିବା ଦେଖିବାକୁ ମିଳିଛି। ଶୀତ ଦାଉରୁ ରକ୍ଷା ପାଇଁ ଉପାଧ୍ୟକ୍ଷ ଶ୍ରୀ ଲୁହା ବିଭିନ୍ନ ଗ୍ରାମ କୁ ଯାଇ ବୃଦ୍ଧବୃଦ୍ଧା ମାନଙ୍କର ସମସ୍ୟା ଉପରେ ଆଲୋଚନା କରିବା ସହ ସମସ୍ତଙ୍କୁ କମ୍ବଳ ପ୍ରଦାନ କରିଥିଲେ।  ଆଜକୁ ପାଞ୍ଚ ଦିନ ଧରି ନିର୍ବାଚନର ବିଭିନ୍ନ ସ୍ଥାନରେ କମ୍ବଳ ବଣ୍ଟନ କରୁଥିବା ପ୍ରକାଶ କରିଛନ୍ତି। ଶ୍ରୀ ଲୁହାଙ୍କ ଏଭଳି ମହାନତା କୁ ଅଞ୍ଚଳରେ ଖୁବ ପ୍ରଶଂସା କରିବା ସହିତ ଆଶୀର୍ବାଦ କରିଛନ୍ତି । ଆବାଳବୃଦ୍ଧ  ବନିତା ଏହି ଶୀତ ଋତୁ ରେ ଏହିପରି ମହାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବାରୁ ଅନେକ ବୁଦ୍ଧିଜୀବୀ ମାନଙ୍କ ମଧ୍ୟ ପ୍ରସଂସା  କରୁଥିବା ଜଣାଯାଇଛି l ଏଥିରେ ଆତ୍ମା ଅଧ୍ୟକ୍ଷ ବିବସ୍ପତି ପଣ୍ଡା, ଚମ୍ପାମାଲ ସମିତି ସଭ୍ୟ ଲକ୍ଷ୍ମୀନାରାୟଣ ପୁରୋହିତ, ବ୍ଳକ ବିଜୁ ଯୁବ ନେତା ଆଲୋକ ଦେହୁରୀ ଓ ସ୍ଥାନୀୟ ମଠ ମହନ୍ତ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like