-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଗଛରେ ଝୁଲନ୍ତା ଅବସ୍ଥା ରେ ମୃତ ମହିଳାଙ୍କ ଶବ, ମହିଳା ଙ୍କ ହତ୍ୟା ନା ଆତ୍ମହତ୍ୟା ସନ୍ଦେହ ରେ

01-Dec-2024



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଉପର ବାହାଲ ପଞ୍ଚାୟତ ଅନ୍ତର୍ଗତ ଫଟାମୁଣ୍ଡା ରେ ଏକ ମହିଳା ନିମ୍ବଗଛ ରେ ନିଜ ଶାଢ଼ୀ  ଲଗାଇ ଆତ୍ମହତ୍ୟା କରିଥିବା ପୁଲିସ ଠାରୁ ସୂଚନା ମିଳିଛି l ଫଟାମୁଣ୍ଡା ଗ୍ରାମର ମହେନ୍ଦ୍ର ସା 5 ବର୍ଷ ହେବ ଲୋଇସିଂହା ଥାନା ଅନ୍ତର୍ଗତ ଲୁଚୁକିବାହାଲ୍ ଗ୍ରାମ ର ଢ଼େକଲ ସାହୁ ଙ୍କ ଝିଅ ସୀମା ସାହୁ ଙ୍କୁ  ହିନ୍ଦୁ ରୀତିନୀତି ଅନୁସାରେ ମନ୍ଦିର ରେ ବିବାହ କରିଥିଲେ ଓ ବର୍ତ୍ତମାନ ଏକ କନ୍ୟା ସନ୍ତାନ ଟିଏ ମଧ୍ୟ ଅଛି l ଅନେକ ସମୟରେ ମହେନ୍ଦ୍ର ସୀମାକୁ ଯୌତୁକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିବା ମହିଳା ଜଣକ ନିଜ ବାପ ଘରେ ଜଣାଇ ଆସୁଥିଲେ l ହଟାତ୍ ଏକ ଦିନ ଆଗରୁ ମହେନ୍ଦ୍ର ତୁମ ଝିଅ କୁଆଡେ ନିଖୋଜ ହୋଇ ଯାଇଛି ବୋଲି ମହିଳା ର ବାପା ଢ଼େକଲ୍ ସାହୁ କୁ ଫୋନ ରେ କହିଥିଲେ l ଖବର ପାଇ ବାପା ଘର ପରିବାର ଲୋକେ ଫଟାମୁଣ୍ଡା କୁ ଆସି ଖୋଜାଖୋଜି  କଲାପରେ ନ ପାଇବାରୁ ପୁଣି ନିଜ ଗାଁ ଲୁଚୁକିବାହଲ କୁ ଫେରି ଯାଇଥିଲେ l ପୁଣି ପରବର୍ତ୍ତୀ ଦିନ ଝିଅ ଶ୍ୱଶୁର ଘର ଠାରୁ ଖବର ପାଇଲେ ଯେ ନିମ୍ବଗଛ ରେ ଝୁଲି ଆତ୍ମହତ୍ୟା କରିଛି ବୋଲି l ପରିବାର ସମସ୍ତ ଲୋକେ ଫଟାମୁଣ୍ଡା ଆସି  ଘଟଣା ଦେଖିଲା ପରେ  ଆଗଲପୁର ଥାନାରେ  ମହିଳା ର ବାପା ହତ୍ୟା କରିଥିବା ନେଇ ଲିଖିତ ଅଭିଯୋଗ କରିଛନ୍ତି l ହତ୍ୟା ରେ ମହେନ୍ଦ୍ର ସା, ବେଣୁଧର ସା, ଲୋଚନ ସା ସଂଶ୍ଳିଷ୍ଟ ଥିବା ଦର୍ଶାଇଛନ୍ତି l ଆଗଲପୁର ପୋଲିସ ଘଟଣା ସ୍ଥାନକୁ ପହଂଚି ତଦନ୍ତ ଚଳାଇଥିବା ବେଳେ ଏହି ଘଟଣା ର ତଦନ୍ତ କରି ଉଚିତ୍ ପଦକ୍ଷେପ ନେବା କୁ ସୀମାର ପରିବାର ଲୋକେ ଦାବି କରିଛନ୍ତି l ପ୍ରକୃତ ଘଟଣା ଟି ତଦନ୍ତ ପରେ ଜଣା ପଡିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like