-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ସୁବଳୟା ଉଚ୍ଚ ବିଦ୍ୟାଳୟରେ ବିଶ୍ଵ ଏଡସ ଦିବସ ପାଳିତ

01-Dec-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା
ବିରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଉଚ୍ଚ ବିଦ୍ୟାଳୟର ଠାରେ ରବିବାର ବିଶ୍ୱ ଏଡ଼ସ ଦିବସ ପାଳିତ ହୋଇଯାଇଛି।  ଜିଲ୍ଲା ଶିକ୍ଷାଅଧିକାରୀ  ଲଷ୍ମଣ ଭୋଇ ଙ୍କ ନିର୍ଦେଶରେ ତଥା ଜୁନିଅର ରେଡ଼କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଙ୍କ ତତ୍ତ୍ୱାବଧାନରେ ଉକ୍ତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ରେଡ଼କ୍ରସ ସାଧନ କର୍ମୀ ଚନ୍ଦ୍ରମଣି ବାଘ ଙ୍କ ସଂଯୋଜନା କରିଥିଲେ।  ଶିକ୍ଷୟତ୍ରୀ ସମ୍ପା ବିଶ୍ୱାଳଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଏସବିଆଇ ଡେପୁଟି ମ୍ୟାନେଜର  ରଶ୍ମିରଞ୍ଜନ ପଧାନ  ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କୁଏଡ଼ସ ରସଚେତନତା ସମ୍ପର୍କ ରେ ଅବଗତ କରିଥିଲେ। ସମ୍ମାନୀତ ଅତିଥି ଭାବେ ଶିକ୍ଷକ ଅରୁଣ କୁମାର ସିଂହ ଛାତ୍ର ଛାତ୍ରୀ ଙ୍କୁ ଏଡ଼ସ ର ଭୟ ଭାୟା ଓ ନିରାକରଣ ସମ୍ପର୍କ ରେ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲା। ଶିକ୍ଷକ ସରୋଜ ଶତପଥି ସ୍ୱାଗତ ପରିଚୟ କରିଥିବା ବେଳେ ଛାତ୍ରୀ ଅର୍ଚ୍ଚନା ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।  ଶେଷରେ ଏଡ଼ସ ସଚେତନତା ବାର୍ତ୍ତା ନେଇ ଏକ  ରାଲି ବାହାରି ସହର ପରିକ୍ରମା କରିଥିଲା। ଏହି ଅବସରରେ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like