-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଏନର୍ଜି କୁଇଜ ପ୍ରତିଯୋଗିତା

01-Dec-2024



ବୀରମହାରାଜପୁର,(ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ  ଏନର୍ଜି କ୍ୟୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ପ୍ରତିଯୋଗିତା ରେ ୧୩୫ ଜଣ ପ୍ରତିଯୋଗୀ ଙ୍କ ମଧ୍ୟରୁ ବାପୁଜୀ ଉଚ୍ଚ ବିଦ୍ୟାଳୟ ସୁମତି ସାହୁ ତୃତୀୟ ସ୍ଥାନ ଅଧିକାର କରିଥିବାବେଳେ,ଦ୍ଵିତୀୟ ସ୍ଥାନରେ ରହିଥିଲେ ଅଚଣ୍ଡା ଉଚ୍ଚ ବିଦ୍ୟାଳୟ ର ଜୟକାନ୍ତ ମହାକୁର ଏବଂ ପ୍ରଥମ ସ୍ଥାନ ଅଧିକାର କରିଥିଲେ ମୁର୍ଷୁଣ୍ଢୀ ରଘୁନାଥ ଉଚ୍ଚ ବିଦ୍ୟାଳୟ ର ରୁଦ୍ର ନାରାୟଣ ମଲ୍ଲିକ ମାନପତ୍ର ଓ ପୁରସ୍କାର ରାଶି ଗ୍ରହଣ କରିଥିଲେ l ଆଗାମୀ ଡିସେମ୍ବର ମାସ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଶ୍ରେଷ୍ଠ ତିନି ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ବୋଲି ବୀରମହାରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ନିରଞ୍ଜନ ଦାଶ ପ୍ରକାଶ କରିଥିଲେ l ଏଠାରେ ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବ ରେ ସମାଜସେବୀ କିଶୋର ହୋତା କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ବିତରଣ କରିଥିଲେ l ସହକାରୀ ଶିକ୍ଷକ ବୈକୁଣ୍ଠ ନାଏକ ସଭା ପରିଚାଳନା କରିଥିବା ବେଳେ, ଏନର୍ଜି ଶିକ୍ଷୟୀତ୍ରୀ ଜ୍ୟୋତିର୍ମୟୀ ମିଶ୍ର ଧନ୍ୟବାଦ ଅର୍ପଣ କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like