-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ଜାତୀୟ ଶକ୍ତି ସଂରକ୍ଷଣ ଦିବସ ପାଳନ, ବ୍ଲକ୍ ସ୍ତରୀୟ ଲିଖିତ କୁଇଜ ପ୍ରତିଯୋଗିତା

01-Dec-2024



ନୂଆପଡା (ଡୋଲେଶ୍ୱର  ବାଗ )
ରାଜା ଆର୍ତ୍ତତ୍ରାଣ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ  ବ୍ଲକ୍ ସ୍ତରୀୟ ଲିଖିତ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ । ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ  ମୁଖ୍ୟ ଅତିଥି ଭାବରେ ବିଶିଷ୍ଟ ଶିକ୍ଷାବିତ୍ ନବୀନ କିଶୋର ପାଢ଼ୀ ଯୋଗଦେଇ ବର୍ତ୍ତମାନ ପରିସ୍ଥିତିରେ ଶକ୍ତି ସଂରକ୍ଷଣର ଆବଶ୍ୟକତା ସଂପର୍କରେ ମତବ୍ୟକ୍ତ କରିଥିଲେ   । ବିଦ୍ୟାଳୟର ଶିକ୍ଷକ ଅଶୋକ କୁମାର ବେହେରା , ଗୌରାଙ୍ଗ କୁମାର ସାହୁ , ରାଜଶ୍ରୀ ଦଣ୍ଡସେନା , ନିରଞ୍ଜନ ବିଶ୍ୱାଳ , ଧନଞ୍ଜୟ ମଲ୍ଲିକ , ପୁଷ୍ପାଞ୍ଜଳି ମହାପାତ୍ର ଓ ସରସ୍ବତୀ ରାଉତ ପ୍ରତିଯୋଗିତାରେ ଉଭୟ ନିରୀକ୍ଷକ ଓ ପରୀକ୍ଷକ ଦାୟିତ୍ୱ ନିର୍ବାହ କରିଥିଲେ । ଉକ୍ତ ପ୍ରତିଯୋଗିତାରେ ବୁଢ଼ା ଦେଓ ଉଚ୍ଚ ବିଦ୍ୟାଳୟ ଦାବ୍ରିର ଛାତ୍ର ମହେଶ୍ବର ଜଗତ ପ୍ରଥମ, ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ବାଦିର ବଣ୍ଟି ସତନାମୀ ଦ୍ୱିତୀୟ ଓ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଡୁଆଝରର ଛାତ୍ରୀ ହଂସିନୀ ନାଗ ତୃତୀୟ ସ୍ଥାନ ଅଧିକାର କରି ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like