-+91-9937148622 |

prerana_bgr@rediffmail.com |

  Thursday 23rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା    (22-Jul-2026)       ||      ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ    (22-Jul-2026)       ||      ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   (22-Jul-2026)       ||      ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   (22-Jul-2026)       ||      ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ    (22-Jul-2026)       ||      ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   (22-Jul-2026)       ||      ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର    (22-Jul-2026)       ||      ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   (22-Jul-2026)       ||      ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   (22-Jul-2026)       ||      ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   (22-Jul-2026)       ||      ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   (22-Jul-2026)       ||      ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   (22-Jul-2026)       ||      ମ . ରାମପୁର ବ୍ଲକ ନୁନପୁର ଗ୍ରାମ ଚାଷ ଜମିରୁ ୧୧ କେ. ଭି ଲାଇନ ତାର ଚୋରି ପାଣି ଅଭାବରୁ ଚାଷୀ ହନ୍ତସନ୍ତ   (22-Jul-2026)       ||      ଦାବି ପୂରଣ ନହେଲେ ମା ଦୁଆରସନୀଙ୍କ ପୀଠରୁ ପଦଯାତ୍ରା ଚେତାବନୀ   (22-Jul-2026)       ||      *ନବରଙ୍ଗପୁର ଜିଲ୍ଲାରେ ହଜିବାକୁ ବସିଲାଣି ମଧୁର ଚୁନାମାଛ*   (22-Jul-2026)       ||      *ଜିଲ୍ଲା ପି ସି ପିଏନଡିଟି ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ - ଭ୍ରୁଣ ହତ୍ୟା ରୋକିବାକୁ ବ୍ୟାପକ ସଚେତନତା ଜରୁରୀ - ଏ ଡି ଏମ୍*   (22-Jul-2026)       ||      *ଶ୍ରୀ ଜଗନ୍ନାଥ ଙ୍କ କୃଷ୍ଣ କାଳୀୟ ଦଳନ ବଳରାମ ବେଶ ଦର୍ଶନ ଓ ଶ୍ରୀକ୍ଷେତ୍ର ଭଜନ ସନ୍ଧ୍ୟା ବଲାଙ୍ଗିର କଳାକାର ଙ୍କ ସଙ୍ଗୀତ ରେ ବିଭୋର ଦର୍ଶକ*   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ଅଗ୍ରଗତି ନେଇ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ସମୀକ୍ଷା ବୈଠକ   (22-Jul-2026)       ||      ଶଶଧର ପଣ୍ଡାକୁ ରିମାଣ୍ଡରେ ଆଣିବ କମିଶନରେଟ ପୋଲିସ   (22-Jul-2026)       ||      ସମ୍ବଲପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟର ସମୀକ୍ଷା କଲେ ନିର୍ବାଚନୀ ତାଲିକା ପର୍ଯ୍ୟବେକ୍ଷକ   (22-Jul-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ର ଭାବର୍ ଭେଟ୍, ପ୍ରାକୃତିକ ପରିବେଶ ମଧ୍ୟରେ ସାହିତ୍ୟ ସଭା, ପୁସ୍ତକ ଉନ୍ମୋଚନ ଓ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସମ୍ବର୍ଦ୍ଧନା

01-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ କଦଲିମୁଡା ନର୍ସରୀ ଠାରେ ତହଁକ୍ କୁଟୁମ୍ ପକ୍ଷରୁ ଭାବର୍ ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ଗୋପୀନାଥ ଦଣ୍ଡସେନାଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଅଶୋକ କୁମାର ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କଣ୍ଠଶିଳ୍ପୀ ଶାଶ୍ଵତ ତ୍ରିପାଠୀ, କଣ୍ଠଶିଳ୍ପୀ ବ୍ୟାସଦେବ ପୁରୋହିତ, କବି ନିରଂଜନ ପଣ୍ଡା, ଅରୁଣ ମିଶ୍ର ଯୋଗ ଦେଇଥିଲେ। ସାମ୍ବାଦିକତା କ୍ଷେତ୍ରରେ ଓଟିଭି କେମେରା ପର୍ସନ୍ କରୁଣାକର ପଧାନ, ସାପ୍ତାହିକ ପ୍ରେରଣା ର ସଂପାଦକ ରଘୁନନ୍ଦନ ସିଂହ, ଅନୁପମ୍ ଭାରତ୍  ପ୍ରତିନିଧି ଯୁଧିଷ୍ଠିର ମେହେର, ମହାଭାରତ ପ୍ରତିନିଧି ଜଗନ୍ନାଥ ଧରୁଆଙ୍କୁ ସମ୍ମାନିତ କରାଯାଇଥିଲା।

ଶ୍ରିୟାକାନ୍ତ ଦାଶ ସ୍ୱାଗତ୍ ଭାଷଣ ଦେଇଥିବାବେଳେ ଦିଲିପ କୁମାର ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ। ସମ୍ପାଦକ ରାଜେଶ ଦଣ୍ଡସେନା ଉଦ୍ଧେଶ୍ୟ ଜ୍ଞାପନ କରିଥିଲେ ଏବଂ ମୁଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଏହି ଅବସରରେ ପ୍ରସିଦ୍ଧ ଚଲଚିତ୍ର ଅଭିନେତା ଅଟଲ ବିହାରି ପଣ୍ଡାଙ୍କ ଜନ୍ମ ଦିନ ଅବସରରେ ଅତିଥି ମାନଙ୍କ ଦ୍ଵାରା ଅଂଗରା ପତ୍ରିକା ଲୋକାର୍ପିତ କରାଯାଇଥିଲା। 
ଏହି କାର୍ଯ୍ୟକ୍ରମରେ ସାମ୍ବାଦିକ ଗୋପବନ୍ଧୁ ଶତପଥୀ,  ବିରେନ୍ଦ୍ର ଝାଂକର୍, ପାର୍ଥ ମହାପାତ୍ର, ପୂର୍ଣ୍ଣଚନ୍ଦ୍ର ପଣ୍ଡା, ମନୋରଞ୍ଜନ ଯୋଷୀ, ଅଞ୍ଜନ ପଧାନ, ଘଟେଶ୍ଵର ମିଶ୍ର,ଚିତ୍ତରଞ୍ଜନ ମିଶ୍ର, ବିଭୁକଲ୍ୟାଣ ଗଡତ୍ୟା, ରାଜୀବ ଷଡଙ୍ଗୀ, ଚନ୍ଦ୍ରଭାନୁ ମୌଲାନା, ମୁକେଶ ବହିଦାର, ମହେନ୍ଦ୍ର ପଧାନ, ବାରଣ ଭୂୟାଁ, ପଲସି

ବରିହା ପ୍ରମୁଖଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।
ମିଲନ ପଣ୍ଡା, ଭରତ ମେହେର, ଶଂକର୍ଷଣ ସାହୁ, ପ୍ରଭାସିନି ଭୋଇ, ଗୋପାଲ ମେହେର, ପୁଷ୍ପାଞ୍ଜଳି ମେହେର, ଭବାନୀ ମିଶ୍ର, ବିବେକ ପ୍ରଧାନ, ସୁଦେଷ୍ନା ମିଶ୍ର, ସାଲିନି ସା, ଗିତାଞ୍ଜଳୀ ମିଶ୍ର, ପୂର୍ଣ୍ଣିମା ମିଶ୍ର, ଜୋତିରାଣୀ ମିଶ୍ର,ରାଜୀବ ଭୋଇ,ପ୍ରଶାନ୍ତ ମହାକୁର, ଦୁଖିଶ୍ଯାମ ଦିଖିତ, ରଂଜନ ଦିଖିତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରକୁ ସମ୍ବର୍ଦ୍ଧନା   22-Jul-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ୮୦ ତମ ସ୍ଵାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ   22-Jul-2026
  ଖେଳ  
ୟନେକ୍ସ-ସନରାଇଜ ଜିଲ୍ଲା ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ, ଷ୍ଟଡିୟମର ଭିତ୍ତିଭୂମିର ବିକାଶ କରାଯିବ - ନରସିଂହ♦️ପୁରୁଷରେ ପିୟୁଷ ଚମ୍ପିୟାନ, ନିଖିଳ ରନର୍ସଅପ, ମହିଳାରେ ନନ୍ଦିନୀ ଚମ୍ପିୟା, ଦୟା ରନର୍ସଅପ   22-Jul-2026
  ଦେଶ ବିଦେଶ  
ଓଡ଼ିଆ କବିତାରେ ଜାତୀୟତାବାଦୀ ଚେତନା   22-Jul-2026
  ଜିଲ୍ଲା  
ନଦୀକୁ ମାଛ ଧରିବାକୁ ଯାଇ ଯୁବକ ମୃତ   22-Jul-2026
  ଜିଲ୍ଲା  
ମାଆ ରମାଦେବୀ ଙ୍କ ୪୧ ତମ ଶ୍ରାଦ୍ଧ ବାର୍ଷିକୀ ପାଳିତ।   22-Jul-2026
  ଜିଲ୍ଲା  
ଖବର ଆଜିର* ତାରିଖ: ୨୨/୦୭/୨୬, ବୁଧବାର   22-Jul-2026
  ଜିଲ୍ଲା  
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ   22-Jul-2026
  ଜିଲ୍ଲା  
ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଅଧ୍ୟକ୍ଷଙ୍କୁ ଭବ୍ୟ ସ୍ୱାଗତ ସମ୍ୱର୍ଦ୍ଧନା   22-Jul-2026
  ରାଜ୍ୟ  
ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   22-Jul-2026
  ରାଜ୍ୟ  
ଆଇନ ଶୃଙ୍ଖଳା, ସୁରକ୍ଷା କ୍ଷେତ୍ରରେ କୌଣସି ସାଲିସ କରାଯିବ ନାହିଁ♦️ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ପ୍ରଶାସନ ଓ ପୋଲିସର ମାର୍ଗଦର୍ଶିକା ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ   22-Jul-2026
  ଜିଲ୍ଲା  
ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ କର୍ମଚାରୀ ସଙ୍ଘ ପକ୍ଷରୁ ଦାବିପତ୍ର ପ୍ରଦାନ   22-Jul-2026

You Might Also Like