-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||     

HOME   ଜିଲ୍ଲା

ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ପାଇଁ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପ୍ରସ୍ତୁତି ବୈଠକ*

01-Dec-2024



ସମ୍ବଲପୁର(ସଂଜୀବ ପାଣିଗ୍ରାହୀ): ଅଞ୍ଚଳର ଅଗ୍ରଣୀ ସାମାଜିକ ସାଂସ୍କୃତିକ ସ୍ବେଛାସେବୀ ଅନୁଷ୍ଠାନ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ଆସନ୍ତା ଡିସେମ୍ବର ୮ ରୁ ୧୨ ତାରିଖ ଯାଏଁ ହେବାକୁ ଥିବା ଚତୁର୍ଥ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ପାଇଁ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା। ସମ୍ବଲପୁର ଜେଲ ଛକ ପାଖରେ ଥିବା ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ହେବ ଏହି ପାଞ୍ଚ ଦିନିଆଁ ସମ୍ବଲପୁରୀ ସମ୍ମିଳନୀ । 
  ୨୦୧୩ ମସିହାରୁ ପଶ୍ଚିମାଞ୍ଚଲ ଏକତା ମଞ୍ଚ ପକ୍ଷରୁ ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରାର ପରିଚୟ ଗୁରୁଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିନ ୧-ଅଗଷ୍ଟରେ ଆରମ୍ଭ ହୋଇଥିବା ସମ୍ବଲପୁରୀ ଦିନର ଅଭୁତପୂର୍ବ ସଫଳତା ପରେ ସମ୍ବଲପୁରୀ ଭାଷା, ସାହିତ୍ୟ, ସଂସ୍କୃତି, ପରମ୍ପରାକୁ ଆହୁରି ରୁଦ୍ଧିବନ୍ତ ଓ ଶାଣିତ କରିବା ପାଇଁ ୨୦୧୮ ରୁ ମଞ୍ଚ ପକ୍ଷରୁ ଏହି ଜାତୀୟ ସମ୍ବଲପୁରୀ ସମ୍ମିଳନୀର ଆୟୋଜନ କରାଯାଉଛି। ସମ୍ବଲପୁରୀ ନାଚ, ଗୀତ, ସଙ୍ଗୀତ, ନାଟକ, ବାନ୍ଧକଳା, ଖାଦ୍ୟପେୟର ଏକ ଅଭୁତପୂର୍ବ ମିଳନସ୍ଥଳୀ ହେବ ଜାତୀୟ ସମ୍ବଲପୁରୀ ସମ୍ମିଳନୀ ବୋଲି ମଞ୍ଚର ମୁଖ୍ୟ ସଂଯୋଜକ ମାନସ ରଞ୍ଜନ ବକ୍ସି କହିଛନ୍ତି ।
   ସ୍ଥାନୀୟ ଜେଲ ଛକ ନିକଟସ୍ଥ ଗୁରୁଶ୍ରୀ ସତ୍ୟନାରାୟଣ ସମ୍ବଲପୁରୀ ଡେରା ଠାରେ ହୋଇଥିବା ଆଜିର ବୈଠକରେ ଆଗାମୀ ଜାତୀୟ ସମ୍ବଲପୁରୀ ସମିଳନୀରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ମଧ୍ୟରେ ହେବାକୁ ଥିବା ବିଭିନ୍ନ ପ୍ରତିଯୋଗିତା, ସବୁଦିନ ସନ୍ଧ୍ୟାରେ ହେବାକୁ ଥିବା ସାଂସ୍କୃତିକ କାର୍ଯ୍ୟକ୍ରମ, ଗୁରୁ ଭଗବାନ ସାହୁଙ୍କ ବୀର ସୁରେନ୍ଦ୍ର ସାଏ ଓ ଟଁଢେଇ ନାଟକ, ସମ୍ମାନିତ କାର୍ଯ୍ୟକ୍ରମ, ସମ୍ବଲପୁରୀ କପଡା ବଜାର, ଖାଦ୍ୟପେୟ ବଜାର ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରା ଯାଇ ବିଭିନ୍ନ ସଦସ୍ୟ ସଦସ୍ୟାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଥିଲା ।
   ମଞ୍ଚର ସମ୍ବଲପୁର ଶାଖା ସଂଯୋଜକ କିଶୋର ଧରେଇଙ୍କ ନେତୃତ୍ୱରେ ହୋଇଥିବା ଆଜିର ଏହି କାର୍ଯ୍ୟକ୍ରମରେ ଭବାନୀଷ ଭୋଇ, ମାନସ ରଞ୍ଜନ ବକ୍ସି, ଶଙ୍କର ମେହେର, ଭୂମିସୁତା ମେହେର, ଝୁନୁ ତ୍ରିପାଠୀ, ସୁଶମା ପ୍ରଧାନ, ଛବି ପତି, ଲିଳିମା ଭୋଇ, ଯାମିନୀ ଠାକୁର, ପ୍ରଜ୍ଞା ପ୍ରଧାନ, ପଙ୍କଜିନୀ ବୈଠାରୁ, ଶ୍ରୀମୟୀ ସାହୁ, ଦଶରଥ ମେହେର, ଡ଼. ସ୍ୱୟଂ ପ୍ରକାଶ ପଣ୍ଡା, ସୁବୋଧ ଦୋରା, ପଙ୍କଜିନୀ ମେହେର, କ୍ଷିତୀଶ ବାଗ, ଅମନ ଚିର୍ଗୁଣ, ଶାନ୍ତନୁ ପାଢ଼ୀ, ତୃପ୍ତିମୟୀ ପଣ୍ଡା, ଅମିତାଭ ମାଝୀ, ରାଜେଶ ବେହେରା, ରାଜେଶ ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026

You Might Also Like