-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ପରମାନନ୍ଦ ଶିଶୁ ବିଦ୍ୟା ମନ୍ଦିରର ସଫଳତା ସମ୍ବନ୍ଧିତ ହେଲେ ୧୧ ମେଧାବୃତ୍ତଧାରୀ ଛାତ୍ରଛାତ୍ର

01-Dec-2024



ଶିକ୍ଷା ପରିଷଦ ଓଡିଶା ଦ୍ବାରା ଆୟୋଜିତ ଚଳିତ ବର୍ଷର ତୃତୀୟ, ପଞ୍ଚମ ଓ ସପ୍ତମ ଶ୍ରେଣୀ ରାଜ୍ୟସ୍ତରୀୟ ମେଧାବୃତ୍ତି ପରୀକ୍ଷାରେ ପରମାନନ୍ଦ ଶିଶୁବିଦ୍ୟାମନ୍ଦିର, ସୁନାଥରର ମୋଟ ୧୧ଜଣ ଛାତ୍ରଛାତ୍ରୀ ବୃଦ୍ଧି ହାସଲ କରିଥିବା ବେଳେ ତୃତୀୟ ଶ୍ରେଣୀ ଛାତ୍ର ସୁଦିପ କୁମାର ସାହୁ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିବିଦ୍ୟାଳୟ ତଥା ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଏହି ବିଦ୍ୟାଳୟର ତୃତୀୟ ଶ୍ରେଣୀର ସୁଶ୍ରୀ ପ୍ରିୟାଂଶୀ ସାହୁ,  ମିଲନ୍ ନାହାକ ପଞ୍ଚମ ଶ୍ରେଣୀର ରୁଦ୍ର ନାହାକ, ବିକ୍ରମ ସ୍ବାଇଁ ଓ  ଅମିତ କୁମାର ବେହେରା  ସପ୍ତମ ଶ୍ରେଣୀର ଶୁଭମ୍ ବେହେରା, ସ୍ବାଧୀନରାଉତ, ଆଶୁତୋଷ ନାହାକ, ସୁଶ୍ରୀ ଶ୍ରୀୟା ନାହାକ ଓସୁଶ୍ରୀଶୁଭଶ୍ରୀ ନାହାକ ପ୍ରମୁଖ ୧୧ଜଣ ଛାତ୍ର ଛାତ୍ରୀ ମେଧାବୃଦ୍ଧି ହାସଲ କରି ବିଦ୍ୟାଳୟକୁ ଗୌରବାନ୍ବିତ କରିଛନ୍ତି । ଏଠାରେ ଶିକ୍ଷାପରି ଷଦ ଓଡିଶା ତରଫରୁ ରାଜ୍ୟସ୍ତରୀୟ ଶିଶୁ ବିଜ୍ଞାନ ମେଳା ଆୟୋଜିତ ଅବସରରେ ସ୍ବତନ୍ତ୍ର ଭାବେ ଶିକ୍ଷା ପରିଷଦର ସଭାପତି ପ୍ରଶାନ୍ତ କୁମାର ଦାଶ ବୃତ୍ତାଧାରୀ ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବନ୍ଧିତ କରିଛନ୍ତି । ଏହି ବର୍ଷାଜ୍ୟ ପରିବେଶରେ ପିତାମ୍ବର ମହାଙ୍କୁଡ ପ୍ରଧାନ ଆଚାର୍ଯ୍ୟଙ୍କ ସହିତ ଶିଶୁ ବିଦ୍ୟାମନ୍ଦିରର କାର୍ଯ୍ୟରତ ସମସ୍ତ ଗୁରୁଜୀ, ଗୁରୁମା ଓ ପରିଚାଳନା କମିଟିର ସଭ୍ୟ ମାନେ ଉପସ୍ଥିତ ରହିଶିଶୁମାନଙ୍କୁ ଉତ୍ସାହିତ କରିଥିଲେ ।

(ଶୁଭଙ୍କର ଦାସଙ୍କ ରିପୋର୍ଟ) 

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like