-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲା ସେବା ଭାରତୀ ଏବଂ ସକ୍ଷମ ପରିବାର ପକ୍ଷରୁ ରକ୍ତଦାନ ଏବଂ ଚକ୍ଷୁଦାନ କ୍ୟାମ୍ପ ଅନୁଷ୍ଠିତ

01-Dec-2024



ଅତାବିରା(ଆକାଶ ମିଶ୍ର): ଆଜି ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ କୁମ୍ଭୋ ପଂଚାୟତ ର କୁଟୁରାପାଲି ଗ୍ରାମରେ ଆଜି ଏକ ରକ୍ତଦାନ ଏବଂ ଚକ୍ଷୁଦାନ କ୍ୟାମ୍ପ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଭୀମସାର ବୁର୍ଲା ମେଡ଼ିସିନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ତଥା ସେବା ଭାରତୀ ଓଡିଶାର ଉପ - ସଭାପତି ଶ୍ରୀ ଶଙ୍କର ରାମଚନ୍ଦlନି, ସେବାଭାରତୀ ଓଡିଶା ପଶ୍ଚିମ ର ସଂଗଠନ ମନ୍ତ୍ରୀ ଶ୍ରୀ ହୃଷିକେଶ ନାଗ, ବରଗଡ ସକ୍ଷମ ପରିବାର ର ସଂଯୋଜକ ଶ୍ରୀ ମେଘନାଦ ସାହୁ, ସେବା ଭାରତୀ ବରଗଡ ଜିଲ୍ଲାର ସମ୍ପାଦକ ଶୁକଦେବ ବିଶ୍ୱାଳ, ସଭ୍ୟ ବଳରାମ ଠାକୁର, କୁମଭୋ ସରପଞ୍ଚ ମୋହନଲାଲ ଦେହେରି, ପ୍ରେମ ସାଗର ଦେହେରି, ବରଗଡ ଡାକ୍ତରଖାନାର ଆମର ଜିତ ମହାନ୍ତି,କ୍ୟାମ୍ପର ଆୟୋଜକ ସରୋଜ ଦେହେରି ମଞ୍ଚାସୀନ ଥିଲେ। ମଞ୍ଚାସୀନ ଅତିଥି ନିଜ ନିଜ ବକ୍ତବ୍ୟ ରଖି କହିଥିଲେ ଯେ, ରକ୍ତଦାନ ମହତ ଦାନକୁ ଏବଂ ଚକ୍ଷୁଦାନ ର ଅନ୍ଧ ବିଶ୍ୱlକୁ ଲୋକ ଲୋଚନକୁ ଆଣି ଜନ ସଚେତନ କଲେ, ରକ୍ତର ଅଭାବ ରହିବ ନାହଁ ଏବଂ ଚକ୍ଷୁ ହରାଇ ଥିବା ବ୍ୟକ୍ତିମାନେ ଚକ୍ଷୁ ପାଇ ଜଗତ ଦେଖି ପାରିବେ ବୋଲି ମତବ୍ୟକ୍ତ କରିଥିଲେ। ସଭାକାର୍ଯ୍ୟ ସରିଲା ପରେ ପ୍ରଥମେ ନିଜର ଦୁଇଆଖିକୁ ଦାନ କରିବାକୁ ଶ୍ରୀମତୀ ଗୌରୀ ଦେହେରି ଦସ୍ତଖତ କରିଥିବାରୁ ସକ୍ଷମ ପରିବାରର ସଂଯୋଜକ ଶ୍ରୀ ସାହୁ ଶ୍ରୀମତୀ ଦେହେରିଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ ।ଉକ୍ତ କେମ୍ପରେ ସମୁଦାୟ ୪୦ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ବେଳେ,ଆଠ ଜଣ ବ୍ୟକ୍ତି ଚକ୍ଷୁ ଦାନ କରିଥିଲେ । କାର୍ଯ୍ୟକ୍ରମ ଶୃଙ୍ଖଳିତ ଭାବରେ ହୋଇ ଥିବରୁ, ଶ୍ରୀ ସରୋଜ ଦେହେରି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like