-+91-9937148622 |

prerana_bgr@rediffmail.com |

  Thursday 19th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   (19-Mar-2026)       ||      ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (19-Mar-2026)       ||      ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   (19-Mar-2026)       ||      ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   (19-Mar-2026)       ||      ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   (19-Mar-2026)       ||      ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   (19-Mar-2026)       ||      ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ    (19-Mar-2026)       ||      *ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   (19-Mar-2026)       ||      ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   (19-Mar-2026)       ||      ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   (18-Mar-2026)       ||      ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   (18-Mar-2026)       ||      ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   (18-Mar-2026)       ||      ଲୋକସଭାରେ ବରଗଡ଼ର ସମସ୍ୟା ଉଠାଇଲେ ସାଂସଦ ପ୍ରଦୀପ ପୁରୋହିତ   (18-Mar-2026)       ||      ଜୟଦେବ ସମାରୋହର ଦ୍ଵିତୀୟ ସନ୍ଧ୍ୟା : ସମବେତ ଓଡ଼ିଶୀ ସଙ୍ଗୀତ ଓ ଛଉ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ    (18-Mar-2026)       ||      କଟକ ଏସ୍ ସି ବି ଅଗ୍ନି କାଣ୍ଡ ରେ ମୃତାହତ ଘଟଣା ପରିଚାଳନା ଓ ପ୍ରଶାସନିକ ଅବହେଳା ର ଚରମ ନିଦର୍ଶନ।- କଂଗ୍ରେସ ପ୍ରତିନିଧି ମଣ୍ଡଳୀ*   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଶିକ୍ଷିତ କିଶୋରୀ, ସଶକ୍ତ ଭାରତ: ମୁରୁମକେଲ ପି.ଏମ୍. ଶ୍ରୀ ବିଦ୍ୟାଳୟରେ ‘କିଶୋରୀ ବାଳିକା ଶିକ୍ଷା କାର୍ଯ୍ୟକ୍ରମ’ ଅନୁଷ୍ଠିତ   (18-Mar-2026)       ||      ଡୁମଛାଲି ଜଙ୍ଗଲରେ ଦୁର୍ଦାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର    (18-Mar-2026)       ||      ଯୋଗ ବାରୁଣୀରେ ବୁଡ଼ ପକାଇଲେ ହଜାର ହଜାର ଶ୍ ଶ୍ରଦ୍ଧାଳୁ   (18-Mar-2026)       ||      ଡାହାଣୀଖିଆ ଗ୍ରାମରେ ବାଲି ମାଫିଆଙ୍କ ଦବଙ୍ଗଗିରି ଓ ବାଲି ଚାଲାଣ   (18-Mar-2026)       ||     

HOME   ରାଜ୍ୟ

ଅତାବିରା ମହାବିଦ୍ୟାଳୟ ରେ ବିଶ୍ଵ ଏଡ଼ସ ଦିବସ ପାଳିତ

01-Dec-2024



ଅତାବିରା(ଆକାଶ ମିଶ୍ର): ଅତାବିରା ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଓ ରେଡ ରିବନ୍ କ୍ଳବ୍ ର ମିଳିତ ଆନୁକୁଲ୍ୟରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଅନୁଷ୍ଠିତ ଏକ ସଚେତନତା ସଭାରେ ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନ ସଭାପତିତ୍ବରେ କରିଥିବା ବେଳେ ସମ୍ବଲପୁର ବିଶ୍ଵବିଦ୍ୟାଳୟ ର ପି ଜି କାଉନସିଲର ଅଧ୍ୟକ୍ଷ ପ୍ରଫେସର ତୁଷାରକାନ୍ତି ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଜିଲ୍ଲା ଯୁବ ରେଡକ୍ରସ ର ସଂଯୋଜକ ତଥା ଅଧ୍ୟାପକ ପରମାନନ୍ଦ ରଥ  ପରିଚାଳନା ଓ ସଂଯୋଜନା କରିଥିଲେ। ମହାବିଦ୍ୟାଳୟ ର କାଉନସିଲର ଗାୟତ୍ରୀ ପାଣ୍ଡିଆ  ମଞ୍ଚାଷୀନ

ଥିଲେ। ଏହି ସଭାରେ ମୁଖ୍ୟତଃ ଏଡ଼ସ ରୋଗ ର ସଂକ୍ରମଣ,ନିରାକରଣ ଓ ଚିକିତ୍ସା ବ୍ୟବସ୍ଥା  ଓ ଏହାର ଭୟାବହତା ଉପରେ ଶ୍ରୀ ଦାଶ ଓ ଶ୍ରୀ ପ୍ରଧାନ  ବିସ୍ତୃତ ଆଲୋଚନା  କରିଥିଲେ ଓ ଏଡସ  ରୋଗରୁ ନିଜକୁ ତଥା ଅନ୍ୟମାନଙ୍କୁ ମୁକ୍ତ  ରଖିବା  ପାଇଁ ଦିଗଦର୍ଶନ    ଦେଇଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ବକୃତା, ରଚନା, ନୃତ୍ୟ, କଣ୍ଠାସଙ୍ଗିତ, ଅଳ୍ପନା ଓ ଚିତ୍ରାଙ୍କନ ଆଦି ପ୍ରତିଯୋଗିତା କରାଯାଇଥିଲା । ୪୦ ଜଣ କୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ମାନିତ  କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କୁ ସାକ୍ଷାତ କେଲ ରାଷ୍ଟ୍ରିୟ ବିକାଶ ବଂଜାରା ମିଶନ ସଦସ୍ଯ   19-Mar-2026
  ଜିଲ୍ଲା  
ସାପ୍ତାହିକ ପ୍ରେରଣା ର ୨୧ତମ ସ୍ଵନକ୍ଷତ୍ର ଅବସରରେ କଲେଜସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   19-Mar-2026
  ଜିଲ୍ଲା  
ଖ୍ରୀଷ୍ଟିଆନ ଯୁବତୀ (ST)ଆଦିବାସୀ ଜାତି ପ୍ରମାଣ ପାତ୍ର ଦେଇ ଚାକିରୀ ହାତେଇବା ଉଦ୍ୟମକୁ ବିଫଳ କଲା ଅଖିଳ ଭାରତୀୟ ଭତ୍ରା ବିକାଶ ପରିଷଦ   19-Mar-2026
  ଜିଲ୍ଲା  
ଯୁବକ ର ମୃତ୍ୟୁ ଘଟଣା କୁ ନେଇ ରାସ୍ତା ଅବରୋଧ, କ୍ଷତିପୂରଣ ଦାବିକଳେ ପରିବାର ଲୋକେ   19-Mar-2026
  ଜିଲ୍ଲା  
ଡକାୟତି ଯୋଜନା ପଣ୍ଡ ୪ ଡକାୟତ ଗିରଫ   19-Mar-2026
  ଜିଲ୍ଲା  
ପୋଲତଳୁ ବିପଦପୂର୍ଣ୍ଣ ବାଲି ଉତ୍ତୋଳନ   19-Mar-2026
  ଜିଲ୍ଲା  
ଗଞ୍ଜେଇ ସହ ୪ଟି ବାଇକ ଜବତ, ୭ ଗିରଫ   19-Mar-2026
  ଜିଲ୍ଲା  
*ଅସହାୟ ବୃଦ୍ଧ ଦମ୍ପତ୍ତି ଙ୍କ ପାଖରେ ପହଞ୍ଚିଲେ ଜିଲ୍ଲାପାଳ*- *ତଳେ ବସି ସମସ୍ୟା ବୁଝିଲେ*-   19-Mar-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ସ୍ୱାସ୍ଥ୍ୟ ସମ୍ମିଳନୀ ଅନୁଷ୍ଠିତ   19-Mar-2026
  ଜିଲ୍ଲା  
ଓଡ଼ିଶାର ସଫଳ ‘ଧାନ କ୍ରୟ ମଡେଲ’ ଅନୁଧ୍ୟାନ କରିଛନ୍ତି ଛତିଶଗଡ଼ ପ୍ରତିନିଧି ଦଳ   18-Mar-2026
  ଜିଲ୍ଲା  
ଗଣ୍ଡ ସମାଜ ବଲାଙ୍ଗୀର ଜିଲ୍ଲା ସଡ଼ବଂଶୀ ବିକାଶ ପରିଷଦ ର ନୂତନ କମିଟି ଗଠନ   18-Mar-2026
  ଜିଲ୍ଲା  
ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ,ଜଣେ ଆହତ l   18-Mar-2026

You Might Also Like