-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବଙ୍ଗୋମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ

01-Dec-2024



କଣ୍ଟାବାଞ୍ଜି(ମୋହନ ସୁନା): ଗ୍ରାମାଞ୍ଚଳରେ ଲୋକଙ୍କୁ ବିଶ୍ୱସ୍ଥ ସେବା ଯୋଗାଉଥିବା ଡାକଘର ପ୍ରତି ଲୋକଙ୍କ ଆସ୍ଥା ତୁଟିବାରେ ଲାଗିଛି । ବଙ୍ଗୋମୁଣ୍ଡା ଉପ ଡାକଘରର ଦୁଇ ଜଣ କର୍ମଚାରୀ ଡାକଘରର ୬୦ ଲକ୍ଷ ଟଙ୍କା ଆତ୍ମସାତ କରି ଜେଲ ଯାଇଥିବା ବେଳେ ଗ୍ରାହକଙ୍କ ଅଜାଣତରେ ଲକ୍ଷାଧିକ ଟଙ୍କା  ଉଠାଣ କରି ଟଙ୍କା ହଡ଼ପ କରିଥିବା ନେଇ ବଙ୍ଗୋମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ରେ ଜମାକାରୀ ମାନେ ଅଭିଯୋଗ ଆଣିଛନ୍ତି ।ସରପଞ୍ଚ ଅଜିତ କୁମାର ଯୋଶୀ ଙ୍କ ନେତୃତ୍ବରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ  ଜମାକାରୀ ଅନିଲ କୁମାର ଜୈନ,ନରେଶ ଶର୍ମା, ଯୁଗେଶ ଜୈନ,ଆନନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।ବଙ୍ଗୋମୁଣ୍ଡା ଶାଖା ଉପଡ଼ାକଘରରେ ଟଙ୍କା ଜମା କରିଥିବା ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ତାଙ୍କ ଅଜାଣତରେ ଡାକ କର୍ମଚାରୀ  ଆତ୍ମସାତ କରିଛନ୍ତି ।ଲୋକେ କୁଳି,ମଜୁରି,ବ୍ୟବସାୟ ଆଦି ପରିଶ୍ରମ କରି କଷ୍ଟ ଉପାର୍ଜିତ ଟଙ୍କା କୁ ଡାକ ଘରେ ସଞ୍ଚୟ କରିଥିଲେ ।ସେହି ଟଙ୍କା କୁ ଆତ୍ମସାତ କରାଯାଇଛି । ଜନ ଅସନ୍ତୋଷ ବୃଦ୍ଧି ପାଉଛି ।ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ସହିତ ୧୫ ଦିନ ମଧ୍ୟରେ କ୍ଷତିଗ୍ରସ୍ତ ହୋଇଥିବା ଜମାକାରୀଙ୍କ ଟଙ୍କା ପ୍ରଦାନ କରାଯିବା ପାଇଁ ଦାବୀ କରିଥିଲେ ।ନଚେତ ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବା ସହ ବଙ୍ଗୋମୁଣ୍ଡା ଉପଡ଼ାକଘର କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯିବା ସହ ଅଞ୍ଚଳର ସମସ୍ତ ଶାଖା ଡାକଘର କୁ ବନ୍ଦ କରାଯିବ ବୋଲି ଚେତାବନୀ ଦେବା ସହିତ ଟଙ୍କା ଆତ୍ମସାତ ଘଟଣାରେ ଉପରିସ୍ଥ ଡାକ କର୍ମଚାରୀ ମାନେ ମଧ୍ୟ ଲିପ୍ତ ରହିଥିବା ସନ୍ଦେହ କରାଯାଉଛି ବୋଲି ପ୍ରକାଶ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like