-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ସାଲେଭଟା ଆମ୍ବେଦକର ଛକ ଠାରେ ୭୫ତମ ସମ୍ବିଧାନ ଦିବସ ପାଳିତ

02-Dec-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଂଗୀର ଜିଲ୍ଲା ଆଗଲପୁର ବ୍ଳକ ସାଲେଭଟା ଆମ୍ବେଦକର ଛକ ଠାରେ ୭୫ତମ ସମ୍ବିଧାନ ଦିବସ ଉପଲକ୍ଷେ ସଚେତନତା ସଭା ଓ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ସର୍ବପ୍ରଥମେ ସମ୍ବିଧାନର ମୂଳ ପ୍ରତିଲିପି କୁ ଶୋଭାଯାତ୍ରା ରେ ଗାଁ ପରିକ୍ରମା କରାଯାଇ ଥିଲା। ଅଗ୍ରିମ ଜାଗୃତ ଯୁବକ ସଂଘ ର ଆବାହକ ସରୋଜ ସୁନା ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସଭାରେ ପିକେଏସ୍ ଫାଉଣ୍ଡେସନ ପ୍ରତିଷ୍ଠାତା ମୃତ୍ୟୁଞ୍ଜୟ କୁମାର ପ୍ରାରମ୍ଭିକ ଅଭିଭାଷଣ ରଖିଥିବା ବେଳେ ଶୋଷିତ ପରିଷଦ ରାଜ୍ୟ ସଭାପତି ବିମ୍ବାଧର ବାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଆଗାମୀ ଏକ ବର୍ଷ ଭିତରେ ସମ୍ବିଧାନ ପ୍ରଣେତା ଡଃ ବାବାସାହେବ ଭୀମରାଓଙ୍କ ଆବକ୍ଷ ପ୍ରତିମୂର୍ତ୍ତି ଓ ଏକ ଗୈାତମ ବୁଦ୍ଧ ପାର୍କ ପ୍ରତିଷ୍ଠା ପାଇଁ ମତ ପ୍ରକାଶ ପାଇଥିଲା।ଲକ୍ଷେ ଘର ଗଣ୍ଡା ସମାଜ ଆଗଲପୁର ବ୍ଳକ ଅଧ୍ୟକ୍ଷ ନିର୍ଜଳା ସାଗର ସଭାପତିତ୍ବରେ ସମ୍ମାନିତ ଅତିଥି ଭାବେ ଯୁବନେତା ଆକାଶ ମିଶ୍ର,ପଶ୍ଚିମ ଓଡିଶା ଦଳିତ ସୁରକ୍ଷା ପରିଷଦ ପ୍ରତିଷ୍ଠାତା ପ୍ରେମରାଜ ନିଆଲ ଓରଫ୍ ନିହାଲ୍ ସିଂ, ଦଳିତ ନେତା ଡିଙ୍ଗର କୁମ୍ଭାର,ମୂଳ ନିବାସୀ ଛାତ୍ର ଓ ଯୁବ ପରିଷଦ ଓଡ଼ିଶା ରାଜ୍ୟ ସଭାପତି ଚନ୍ଦନ ନାଗ ଉପସ୍ଥିତ ଥିଲେ।ଏଲ ଡି ଏ ଅଧକ୍ଷ ଲବ ସୁନା ମୁଖ୍ୟ ବକ୍ତା,ତଥା ଭୀମ ଆର୍ମି ଓଡିଶା ସାଧାରଣ ସମ୍ପାଦକ ଜଗଜୀବନ ସମ୍ମାନିତ ବକ୍ତା ଭାବେ ଯୋଗ ଦେଇଥିଲେ। ସୁପ୍ରସିଦ୍ଧ ହାସ୍ୟ ଅଭିନେତା ବିନ୍ଦୁ ତାଙ୍କ ବ୍ୟଙ୍ଗ ରେ ଉପସ୍ଥିତ ଶ୍ରୋତା ଙ୍କୁ ହସାଇ ହସାଇ ବେଦମ୍ କରିଥିଲେ।ଦଳିତ ଚିନ୍ତକ ଦାଶରଥି କନ୍ଧେର୍ ଧନ୍ୟବାଦ ଦେଇଥିବା ବେଳେ ଅକ୍ଷୟ ବାଗ,ଶ୍ରୀକାନ୍ତ ହରପାଲ,ଯୁବରାଜ ନାଗ,ରାଧାକାନ୍ତ ହରିପାଲ,ମଙ୍ଗଳ,କାଳିଆ କନ୍ଧେର୍,ଗୁରୁଦେବ ତାଣ୍ଡି,ପାଣ୍ଡବ କୁମ୍ଭାର,ଶ୍ରୀଧର ବିଭାର, ଗଣ୍ଡା ସମାଜ ସମ୍ପାଦକ ଆଗଲପୁର ବ୍ଲକ ଶାସ୍ତ୍ର ନାଗ, ଜଗଦୀଶ କନ୍ଧେର୍ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like