-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଯାଦବ ଭବନ ଠାରେ ଜିଲ୍ଲାଯାଦବ ମହାସଭାର କର୍ମକର୍ତ୍ତା ଚୟନ ପାଇଁ ପ୍ରସ୍ତୁତି ବୈଠକ

02-Dec-2024



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗିର ଯାଦବ ଭବନ ଠାରେ ମୁନିସିପାଲିଟି, ବ୍ଳକ ଓ  ଏନ.ଏ.ସି. ଉପସ୍ଥିତ ଯାଦବ ସଭାପତି ଓ ସଂପାଦକ ମାନଙ୍କୁ ନେଇ ଏକ ପ୍ରସୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ଅଭ୍ୟର୍ଥନା କମିଟିର ସଭାପତି ବିରେନ୍ଦ୍ର ବନଛୋରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା  କମିଟିର ସଂପାଦକ ଶ୍ରୀ କବିରାଜ ଭୋଇ, ମାନ୍ୟବର  ବିଧାୟକ କଣ୍ଟାବାଞ୍ଜି ତଥା ଉତ୍କଳ ଯାଦବ ମହାସଭାର ରାଜ୍ୟ ଉପସଭାପତି ଲକ୍ଷ୍ମଣ ବାଗ, ପୂର୍ବତନ ଜିଲ୍ଲା ମୂଖ୍ୟ ଉପଦେଷ୍ଟା ଛବିଳ ବଗର୍ତ୍ତି, ପୂର୍ବତନ ଜିଲ୍ଲା ସଂପାଦକ ପ୍ରଦୀପ ସେଲମା, କୋଷାଧ୍ଯକ୍ଷ ସୁଧାଂଶୁ ଶେଖର ନାଗ, ପୌରାଞ୍ଜଳ ସଭାପତି ସଂନ୍ଦିପ ବାଗ, ସଂପାଦକ ବସନ୍ତ ଷାଣ୍ଢ, କୋଷାଧ୍ଯକ୍ଷ ବାସୁଦେବ ନାଗ, ଡମନ ବଗର୍ତ୍ତି,  ବାଦଳ ମହାକୁର, ଦୂତୀବାହନ ଚନ୍ଦନ,  ଚିତ୍ରସେନ ବଗର୍ତ୍ତି, ଅନିରୁଦ୍ଧ ବଗର୍ତ୍ତି, ଗୋକୁଳ ଖର୍ସେଲ, ଉତ୍ତର କୁମାର  ହେର୍ଣ୍ଣା, ଦୀନବନ୍ଧୁ ମନହୀରା,ଛବିଳ ମନହୀରା, ବିଜୟ କୁମାର ବିଶି,ଦିଲିପ ଖର୍ସେଲ, ଅଷୁତୋଷ ବାଗ  ଉପସ୍ଥିତ ରହି ତାଙ୍କର ସୁଚିନ୍ତିତ ମତାମତ ପ୍ରଦାନ କରିବା ସଂଗେ ସଂଗେ ଗତ ତା୧୭।୧୧/ ୨୦୨୪ ପାଟଣାଗଡ଼ର  ଅନୁଷ୍ଠିତ ବୈଠକର ନିଷ୍ପତ୍ତିକୁ ଉପସ୍ଥିତ ଥିବା ସମସ୍ତ ସଦସ୍ୟ ସଭାରେ ନିନ୍ଦା କରିଥିଲେ l ସମସ୍ତ ଉପସ୍ଥିତ ସଭ୍ୟଙ୍କ ଅନୁରୋଧକ୍ରମେ ୧୨.୦୧.୨୦୨୫ ଜିଲ୍ଲା ଯାଦବ ମହାସଭାର ଚୟନ ପ୍ରକ୍ରିୟା ପାଇଁ ଆଗାମୀ  ତା୨୨-୧୨-୨୦୨୪ ଦିନ ପୁଣି ଏକ ବୈଠକ ଯାଦବ ଭବନ ବଲାଙ୍ଗିର ଠାରେ ଅନୁଷ୍ଠିତ ହେବ ବୋଲି ସିଦ୍ଧାନ୍ତ ଗ୍ରହଣ କରାଗଲା ଓ  ହେବାକୁଥିବା ବୈଠକରେ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ହୋଇ ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିବା ପାଇଁ ସମସ୍ତଙ୍କୁ ଅନୁରୋଧ କରାଗଲା  କବିରାଜ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like